Home Middle

୨୦୨୨ ସୁଦ୍ଧା ଏକ ଚତୁର୍ଥାଂଶ ଲୋକଙ୍କ ପାଖରେ ବି ପହଞ୍ଚି ପାରିବନି କରୋନା ଟିକା

ଓ୍ବାଶିଂଟନ,୧୬।୧୨: ପୃଥିବୀରେ କରୋନା ଆତଙ୍କ ଜାରି ରହିଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟିକାଦାନ ନେଇ ଯୋଜନା ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ୨୦୨୨ ସୁଦ୍ଧା ପୃଥିବୀର ଏକ ଚତୁର୍ଥାଂଶ ଲୋକଙ୍କ ପାଖରେ କରୋନା ଟିକା ପହଞ୍ଚିପାରିବ ନି ବୋଲି ଏକ ସର୍ଭେ…

ମହଙ୍ଗା ପଡ଼ିଲା ଅସ୍ତ୍ରବିରତି ଉଲ୍ଲଂଘନ: ପାଲଟା ଗୁଳିମାଡ଼ରେ ୨ ପାକିସ୍ତାନୀ ସୈନ୍ୟ ମୃତ

ଶ୍ରୀନଗର,୧୬।୧୨: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜାନ ବଢ଼ିବାରେ ଲାଗିଛି। ଏଠାରେ ପାକିସ୍ତାନ ଜାଣିଶୁଣି ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ନୌସେରା ସେକ୍ଟରରେ ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନ ପାକିସ୍ତାନକୁ ମହଙ୍ଗା ପଡ଼ିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ…

ଶହୀଦ୍‌ଙ୍କ ଋଣ ସୁଝିହେବ ନାହିଁ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୬।୧୨: ଭାରତ ପାକିସ୍ତାନ ମଧ୍ୟରେ ୧୯୭୧ରେ ହୋଇଥିବା ଯୁଦ୍ଧରେ ଶହୀଦ୍‌ ହୋଇଥିବା ଯବାନଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶହୀଦ୍‌ଙ୍କ ଋଣ ସୁଝିହେବ ନାହିଁ। ଦେଶର ସୁରକ୍ଷା ଏବଂ ଅଖଣ୍ଡତା ପାଇଁ ପ୍ରାଣବଳୀ ଦେଇଥିବା ଶହୀଦ୍‌ଙ୍କୁ ଦେଶ…

କରୋନା ଟିକାକରଣ ପ୍ରସ୍ତୁତି: ୬୩୩ ଜିଲାରେ ଆରମ୍ଭ ହେବ ଟିକାଦାନ

ନୂଆଦିଲ୍ଲୀ,୧୬।୧୨: ଆଉ କିଛି ଦିନ ପରେ ଦେଶରେ କରୋନା ପ୍ରତିଷେଧକ ଟିକା ଉପଲବ୍ଧ ହେବ। ଟିକାକରଣ ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦେଶର ୬୩୩ ଜିଲାରେ ଟିକାଦାନ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। କେନ୍ଦ୍ର ତଥା ରାଜ୍ୟ ସରକାରଙ୍କର ୨୩ଟି…

ଚାଷୀଙ୍କୁ ବୀମା ପ୍ରହାର

ବରଗଡ଼ ଅଫିସ୍‌,୧୬।୧୨: ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏଥିରେ ରବି ଫସଲ ପାଇଁ ଚାଷୀମାନେ ଡିସେମ୍ବର ୩୧ ତାରିଖ ସୁଦ୍ଧା ବୀମା ପ୍ରିମିୟମ ରାଶି…

ଶେଷରେ ବାଇଡେନ୍‌ଙ୍କୁ ଶୁଭେଚ୍ଛା ଜଣାଇଲେ ପୁଟିନ୍‌

ଓ୍ବାଶିଂଟନ,୧୫।୧୨: ନଭେମ୍ବର ୩ରେ ହୋଇଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କରିଛନ୍ତି ଜୋ ବାଇଡେନ୍‌। ପପୁଲାର ଭୋଟିଂ ପରେ ଏବେ ଇଲେକ୍ଟୋରାଲ କଲେଜ ଭୋଟିଂର ଫଳାଫଳ ବାଇଡେନ୍‌ଙ୍କ ପକ୍ଷରେ ଯାଇଛି। ଏନେଇ ଆନୁଷ୍ଠାନିକ ଭାବେ ଗ୍ରହଣ କରାଯିବା ପରେ ରୁଷିଆ…

ଜାନୁଆରୀ ୩ରୁ ଖୋଲିପାରିବ ସମସ୍ତ ଧାର୍ମିକ ଅନୁଷ୍ଠାନ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): କରୋନା ପାଇଁ ଧାର୍ମିକ ଅନୁଷ୍ଠାନ ଖୋଲା ନ ଯିବାକୁ ସରକାର ଘୋଷଣା କରିଥିଲେ। ବର୍ତ୍ତମାନ ସଂକ୍ରମଣ ହାର କମୁଥିବା ଯୋଗୁ ଏହାକୁ ଧିରେ ଧିରେ କୋହଳ କରାଯାଉଛି। ପ୍ରଥମେ ଶ୍ରୀମନ୍ଦିର ପରେ ଲିଙ୍ଗରାଜ ପରେ ଏବେ ବାକି ସମସ୍ତ ଧାର୍ମିକ…

ଲିଙ୍ଗରାଜ ଭଳି ଆଉ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଅଣାଯାଉ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଭଳି ଅନ୍ୟ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଆଣିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଚିଠି ଲେଖିଛନ୍ତି। ଚିଠିରେ ସମଲେଶ୍ୱରୀ, ବିରଜା, ତାରାତାରିଣୀ ଓ ନୀଳମାଧବ…

ମୋଦି-ଶାହାଙ୍କ ବିରୋଧରେ ୧୦ କୋଟି ଡଲାରର ମାମଲା ଖାରଜ

ଓ୍ବାଶିଂଟନ,୧୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଦାଖଲ କରାଯାଇଥିବା ୧୦ କୋଟି ଡଲାରର ଏକ ମାମଲା ଖାରଜ ହୋଇଛି। ଲ୍ୟୁଟନାଟ୍‌ ଜେନେରାଲ କନଓ୍ବଲଜିତ୍‌ ସିଂ ଧିଲୋନଙ୍କ ନାମ ମଧ୍ୟ ଏହି ମାମଲାରେ ଉଲ୍ଲେଖ ରହିଥିଲା।…

ଡିଜିଟାଲ ଇଣ୍ଡିଆ ବାଟରେ ବାଧା :୧୨ ରାଜ୍ୟର ୬୦ ପ୍ରତିଶତରୁ ଅଧିକ ମହିଳା କେବେ ବି ବ୍ୟବହାର କରି ନାହାନ୍ତି ଇଣ୍ଟରନେଟ

ନୂଆଦିଲ୍ଲୀ,୧୫।୧୨: ସରକାର ଡିଜିଟାଲୀକରଣ ଉପରେ ଗୁରୁତ୍ୱାରୋପ କରୁଥିବାବେଳେ ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ ରିପୋର୍ଟରେ ଏନେଇ ନକାରାତ୍ମକ ଫଳାଫଳ ଦେଖିବାକୁ ମିଳିଛି। ଦେଶର ୧୨ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ୬୦ ପ୍ରତିଶତରୁ ଅଧିକ ମହିଳା କେବେ ବି ଇଣ୍ଟରନେଟ୍‌ ବ୍ୟବହାର…

ଆୟୁଷ ଡାକ୍ତର କରୋନା ପ୍ରତିରୋଧକ ସମ୍ପର୍କିତ ପରାମର୍ଶ ଦେଇ ପାରିବେ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୫।୧୨: ଏଣିକି ଆୟୁଷ ଡାକ୍ତର କରୋନା ମହାମାରୀ ସଂକ୍ରମଣ ସମ୍ପର୍କିତ ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଥିବା ପରାମର୍ଶ ଦେଇପାରିବେ। କରୋନା ଆକ୍ରାନ୍ତଙ୍କୁ ଆୟୁଷ ଡାକ୍ତରମାନେ ସରକାରୀ ସରକାରୀ ସ୍ବୀକୃତି ପ୍ରାପ୍ତ ଆବଶ୍ୟକ ଔଷଧ ଏବଂ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରୁଥିବା ପରାମର୍ଶ…

କରୋନା ସଂକ୍ରମଣ ଆତଙ୍କ: ସଂସଦର ଶୀତ ଅଧବେଶନ ବାତିଲ

ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଚଳିତ ଥର ହେବାକୁ ଥିବା ସଂସଦର ଶୀତ ଅଧବେଶନକୁ ବାତିଲ କରି ଦିଆଯାଇଛି। ଏସମ୍ପର୍କରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?