Home Middle

ପୁଣି ମାଡ଼ି ଆସିଲା ବିପଦ: ନୂଆ କରୋନା ଭୂତାଣୁର ସନ୍ଧାନ, ସରକାର ଜାରି କଲେ ଲକ୍‌ଡାଉନ୍‌

ଲଣ୍ଡନ,୧୫।୧୨: କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏବେ ପୁଣି ବିପଦ ମାଡ଼ି ଆସୁଛି। ବ୍ରିଟେନରେ ସାର୍ବଜନୀକ ଭାବେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ପ୍ରଦାନ କାର୍ଯ୍ୟ ଜାରି ରହିଛି। ତେବେ ଏଠାରେ ନୂଆର…

ଅନ୍ନଦାତାଙ୍କ ସହିତ ହେବ ନାହିଁ ଅନ୍ୟାୟ: ନୀତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପି ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର କହିଛନ୍ତି ଯେ, ଅନ୍ନଦାତାଙ୍କ ସହିତ କୌଣସି ଅନ୍ୟାୟ ହେବ ନାହିଁ। କୃଷି…

ସର୍ଦ୍ଦାର ପଟେଲଙ୍କ ଅବଦାନ ସବୁବେଳେ ଦେଉଥିବ ପ୍ରେରଣା

ନୂଆଦିଲ୍ଲୀ, ୧୫।୧୨: ସ୍ବାଧୀନ ଭାରତ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୭୦ ତମ ପୁଣ୍ୟତିଥି ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶ ପାଇଁ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ଅବଦାନ…

ଟିକା ପାଇଁ ଜରୁରୀ ପଞ୍ଜୀକରଣ

ନୂଆଦିଲ୍ଲୀ,୧୪।୧୨-ଟିକା ପ୍ରଦାନ ନେଇ କେନ୍ଦ୍ର ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। କେବଳ ପୂର୍ବ ପଞ୍ଜୀକୃତଙ୍କୁ ହିଁ ଟିକା ମିଳିବ ବୋଲି ନିୟମ ଜାରି କରାଯାଇଛି। ଜନସାଧାରଣ ଟିକା ପାଇଁ co-WIN ଆପରେ ପଞ୍ଜୀକରଣ କରିପାରିବେ। ପଞ୍ଜୀକରଣ ପାଇଁ ଭୋଟର ପରିଚୟ…

ପୁରୀ, ଯାଜପୁରରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ)- ରାଜ୍ୟରେ ଡାକ୍ତର ଅଭାବ ପୂରଣ କରିବା, ମେଡିକାଲ ଶିକ୍ଷାର ପ୍ରସାର ଏବଂ ଉନ୍ନତ ମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଟର୍ନ କି ମାଧ୍ୟମରେ ଯାଜପୁର ଓ ପୁରୀଠାରେ ଦୁଇଟି ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କରିବାକୁ ରାଜ୍ୟ…

ଉପାସରେ ଅନ୍ନଦାତା: ଜିଦ୍‌ରେ ଅଟଳ କେନ୍ଦ୍ର ସରକାର, ରାଜନୈତିକ କାଦୁଅ ଫିଙ୍ଗା ଜୋରଦାର୍‌

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ୧୯ ଦିନରେ ପହଞ୍ଚିଛି। ସରକାରଙ୍କ ଉପରେ ଚାପ ବୃଦ୍ଧି କରିବା ଲାଗି ଅନ୍ନଦାତାମାନେ ସୋମବାର ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଉପାସରେ ବସି ରହିଛନ୍ତି। ଅନ୍ନଦାତାଙ୍କୁ ସମର୍ଥନ…

କାସ୍ପିଆନ୍‌ ସାଗର କୂଳରେ ୨୭୨ ସିଲ୍‌ ମୃତ ଦେହ: ଚିନ୍ତାରେ ପରିବେଶ ବିଜ୍ଞାନୀ

ମସ୍କୋ,୧୪।୧୨: ରୁଷ୍‌ର କାସ୍ପିଆନ୍‌ ସାଗର କୂଳରେ ୨୭୨ ସିଲ୍‌ଙ୍କ ମୃତ ଦେହ ପଡ଼ି ରହିଛି। କିଭଳି ଏତେ ସଂଖ୍ୟକ ସିଲ୍‌ଙ୍କ ମୃତ୍ୟୁ ଘଟିଲା ସେ ନେଇ ପରିବେଶ ବିଜ୍ଞାନୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଚାରିପଟୁ ସ୍ଥଳଭାଗ ଦ୍ୱାରା ପରିବେଷ୍ଟିତ ହୋଇଥିବା ଏହି…

ଉତ୍ତରପ୍ରଦେଶ-କେରଳକୁ ମିଳିବ ଅଧିକ କରୋନା ଟିକା

ନୂଆଦିଲ୍ଲୀ,୧୪।୧୨: ଭାରତରେ ଖୁବ୍‌ ଶୀଘ୍ର କରୋନା ପ୍ରତିଷେଧକ ଟିକାଦାନ ସାର୍ବଜନୀକ ଭାବେ ଆରମ୍ଭ କରାଯିବ। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଉତ୍ତରପ୍ରଦେଶ ଏବଂ କେରଳକୁ ଅଧିକ କରୋନା ଟିକା ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ନର୍ସ ଏବଂ ଅନ୍ୟ କରୋନା…

ଚାଇନା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌: ଗୁପ୍ତଚରୀ କରୁଛନ୍ତି ୨୦ ଲକ୍ଷ ସିସିପି ସଦସ୍ୟ

ଓ୍ବାଶିଂଟନ,୧୪।୧୨: ପୃଥିବୀର ବିଭିନ୍ନ ଦେଶର ଗୁପ୍ତ ତଥ୍ୟ ଚୋରି କରିବା ଲାଗି ଚାଇନା ରଚିଥିବା ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ସମ୍ପ୍ରତି ବିଭିନ୍ନ ଦେଶର ଭିନ୍ନ ଭିନ୍ନ କମ୍ପାନୀରେ ଚାଇନା କମ୍ୟୁନିଷ୍ଟ୍‌ ପାର୍ଟି(ସିସିପି) ସଦସ୍ୟମାନେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ସେମାନେ ସମ୍ପୃକ୍ତ…

କୃଷକଙ୍କ ଦାବି: ମୋଦି ଆମ କଥା ଶୁଣନ୍ତୁ

ନୂଆଦିଲ୍ଲୀ,୧୪।୧୨: ନୂଆ କୃଷି ଆଇନକୁ ବିରୋଧ କରି ଗତ ୧୯ ଦିନ ହେଲା ଦିଲ୍ଲୀରେ କୃଷକ ଆନ୍ଦୋଳନ ଜାରି ରହିଛି। ଦିଲ୍ଲୀର ବିଭିନ୍ନ ସୀମାରେ ଡେରା ପକାଇଥିବା ଲକ୍ଷଲକ୍ଷ କୃଷକ ଆଜି ସିଂଘୁ ସୀମାରେ ପୂର୍ବାହ୍ନ ୮ଟାରୁ ଅପରାହ୍ନ ୫ଟା ଯାଏ…

ଉପବାସରେ ଅନ୍ନଦାତା

ନୂଆଦିଲ୍ଲୀ,୧୪ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ରାଜଧାନୀ ଦିଲ୍ଲୀ ସୀମାରେ ବିରୋଧ ପ୍ରଦର୍ଶନ କରି ଆସୁଥିବା କୃଷକ ସୋମବାର ଉପବାସ ରହି ଧାରଣାରେ ବସିଛନ୍ତି । କେନ୍ଦ୍ର ସରକାରଙ୍କ ସହ କଥା ହୋଇଥିଲେ ମଧ୍ୟ ଏହାର କୌଣସି ସମାଧାନ…

ଦୁର୍ଘଟଣାରେ ଜଳିଗଲା କାର, ବାଇକ: ଚାଲିଗଲା ବାଇକ ଚାଳକଙ୍କ ଜୀବନ

ରଘୁନାଥପୁର,୧୩ା୧୨(ଡି.ଏନ୍‌.ଏ.)-ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା କଟକ ପାରାଦୀପ ରାସ୍ତାର ଗୋପାଳପୁରଠାରେ ରବିବାର ଏକ କାର ଓ ବାଇକ୍‌ ମୁହଁାମୁହିଁ ଧକ୍କା ହୋଇ ସମ୍ପୂର୍ଣ୍ଣ ଜଳି ଯାଇଛି। ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣାନନ୍ଦପୁର ପଞ୍ଚାୟତ ମନୁମହଲାର ଶେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?