ବାବ୍ରି ଅଭିଯୁକ୍ତଙ୍କୁ ଦୋଷ ମୁକ୍ତ କରାଯାଉ: ଇକବାଲ୍ ଅନସାରୀ
ନୂଆଦିଲ୍ଲୀ, ୧୭।୯: ବାବ୍ରି ମସଜିଦ୍ ଭଙ୍ଗା ମାମଲାରେ ସିବିଆଇର ସ୍ବତନ୍ତ୍ର କୋର୍ଟ ପକ୍ଷରୁ ଅଭିଯୁକ୍ତ ଲାଲ୍କୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀ, କଲ୍ୟାଣ ସିଂ, ବିନୟ କଟିଆର, ମହନ୍ତ ନୃତ୍ୟ ଗୋପାଳ ଦାସ, ସାଧ୍ୱୀ ରିତମ୍ଭରା, ଉମା ଭାରତୀଙ୍କ ସମେତ ୩୨…
ଆଜି ଆଉ ୧୩ ଜୀବନ ନେଲା କରୋନା, ୬୬୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଗୁରୁବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପୁରୀ ଏବଂ ଖୋର୍ଦ୍ଧା…
CORONAVIRUS UPDATE: ରାଜ୍ୟରୁ ଆଜି ସର୍ବାଧିକ ୪୨୪୧ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୬୭ ହଜାର ଟପିଲା
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଗୁରୁବାର ମୋଟ୍ ୩୦ ଜିଲାରୁ ୪,୨୪୧ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧, ୬୭, ୧୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ…
କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ, ଏହା ଜୀବନ ବଞ୍ଚାଇବା ଯୁଦ୍ଧ: ସଞ୍ଜୟ ରାଉତ
ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ତେବେ ଏହାକୁ ନେଇ ରାଜନୀତି କରାଯିବା ଅନୁଚିତ। କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ। ଏହା ଜୀବନ ବଞ୍ଚାଇବାର ଯୁଦ୍ଧ ବୋଲି ଗୁରୁବାର ଶିବସେନା ଏମ୍ପି ସଞ୍ଜୟ…
ଏଲ୍ଏସିରେ କରୋନା ସହିତ ବି ଲଢୁଛନ୍ତି ଭାରତୀୟ ଯବାନ
ଲେହ, ୧୭।୯: ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତୀୟ ଯବାନ ଏଠାରେ ଚାଇନା ସହିତ ମୁହାଁମୁହିଁ ହୋଇଛନ୍ତି। ସେହିପରି ଭାରତୀୟ ସେନା ଏବେ କରୋନା ସହିତ ମଧ୍ୟ ଲଢ଼େଇ ଜାରି ରଖିଛି। ସୀମାରେ ଦେଶ ସୁରକ୍ଷା ଦାୟିତ୍ୱ…
ଲୋକଙ୍କ ମଧ୍ୟରେ ଘୃଣା ସୃଷ୍ଟି କରୁଥିବା ୭୮୧୯ ଓ୍ବେବସାଇଟ୍ ବନ୍ଦ
ନୂଆଦିଲ୍ଲୀ, ୧୭।୯: ଦେଶରେ ଲୋକଙ୍କ ମଧ୍ୟରେ ଘୃଣା ସୃଷ୍ଟି କରୁଥିବା ଏବଂ ମିଥ୍ୟ ଖବର ପ୍ରସାରିତ କରୁଥିବା ୭୮୧୯ ଓ୍ବେବସାଇଟ୍ ପେଜ୍ ତଥା ଆକାଉଣ୍ଟକୁ ବନ୍ଦ କରି ଦିଆଯାଇଛି। ଏହାଦ୍ୱାରା ହିଂସାକାଣ୍ଡ ଘଟୁଥିବାରୁ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୭।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଗୁରୁବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ସିଆର୍ପିଏଫ୍ର ଜଣେ ଅଫିସରଙ୍କ ସମେତ ୨ ଜଣ ଆହତ…
ଜାନୁୟାରୀ ପହିଲାରୁ ଖେଳନା ଲାଗି ବାଧ୍ୟତାମୂଳକ ହେବ ବିଆଇଏସ୍
ନୂଆଦିଲ୍ଲୀ,୧୭।୯: କେନ୍ଦ୍ର ସରକାର ଘରୋଇ ବଜାରର ଖେଳନା ମାନୁଫାକଚର୍ସଙ୍କୁ ବୁଧବାର ଆଶ୍ୱସ୍ତି ଦେବା ଭଳି ପଦକ୍ଷେପ ନେଇଛନ୍ତି। ଖେଳନା ଲାଗି ବାଧ୍ୟତାମୂଳକ ବିଆଇଏସ୍ ପ୍ରମାଣନ କାର୍ଯ୍ୟକାରୀ ହେବା ସମୟକୁ ବଢ଼ାଇଛନ୍ତି। ୨୦୨୧ରୁ ଏହି ନୂଆ ନିୟମ କାର୍ଯ୍ୟକାରୀ ହେବ। ଏହା ମଧ୍ୟରେ…
ଅର୍ଥ ବ୍ୟବସ୍ଥାର ସ୍ଥିତାବସ୍ଥା ଫେରୁଛି
ନୂଆଦିଲ୍ଲୀ,୧୭।୯: କରୋନା ମହାମାରୀ ଯୋଗୁ ଘରୋଇ ବଜାର କ୍ଷତିଗ୍ରସ୍ତ ହୋଇ ରହିଛି। ଏଭଳି ସ୍ଥିତିରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର ଦେଶର ଶିଳ୍ପଜଗତକୁ ଆଶ୍ୱାସନା ଦେଇଛନ୍ତି। ସେ କହିଛନ୍ତି ଯେ, ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଫେରୁଛି। ଅଭିବୃଦ୍ଧି ଧୀରେ…
ଠିକାଦାରଙ୍କୁ ଅନୁକମ୍ପା ଚର୍ଚ୍ଚା
ଅନୁଗୋଳ ଅଫିସ୍, ୧୭।୯: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ଠିକାସଂସ୍ଥାଗୁଡିକୁ ଅନୁକମ୍ପା ଦେଖାଯାଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଠିକାସଂସ୍ଥାଗୁଡିକର ଟେଣ୍ଡର ଡକା ନ ଯାଇ କେବଳ ରିନ୍ୟୁଆଲ କରିଦିଆଯାଉଥିବା ନେଇ ଅଭିଯୋଗ ଉଠିଛି। ସୂଚନା ଅନୁଯାୟୀ, ଚିକିତ୍ସାଳୟରେ ୧୦ରୁ…
ବନ୍ଦେ ଭାରତରୁ ଏୟାର ଇଣ୍ଡିଆକୁ ୨୫୫୬ କୋଟି ରାଜସ୍ବ
ନୂଆଦିଲ୍ଲୀ,୧୭।୯: ଲକ୍ଡାଉନରେ ବିଦେଶରେ ଫସିଥିବା ଭାରତୀୟଙ୍କୁ ଫେରାଇ ଆଣିବା ଲାଗି କେନ୍ଦ୍ର ସରକାର ଆରମ୍ଭ କରିଥିବା ‘ବନ୍ଦେ ଭାରତ ମିଶନ’ରେ ଏୟାର ଇଣ୍ଡିଆ ବିମାନ ସେବା ଯୋଗାଣ କରିଥିଲା। ଏହାଦ୍ୱାରା ଏୟାର ଇଣ୍ଡିଆକୁ ଅଗଷ୍ଟ ୩୧ ସୁଦ୍ଧା ୨,୫୫୬ କୋଟି ଟଙ୍କାର…
ଅନଲାଇନ୍ କ୍ଲାସର ବାସ୍ତବଚିତ୍ର: ପାହାଡ ଉପରେ ଚାଲିଛି ଛାତ୍ରୀଛାତ୍ରଙ୍କ ପାଠପଢା
ହରଭଙ୍ଗା, ୧୬ା୯( ଡି.ଏନ.ଏ.)-ମହାମାରୀ କରୋନା କଟକଣା ପାଇଁ ସ୍କୁଲ କଲେଜ ବନ୍ଦ ରହିଛି। ସରକାର ଅନ୍ଲାଇନ୍ କ୍ଲାସ ଜରିଆରେ ପିଲାଙ୍କୁ ଶିକ୍ଷାଦାନ କରାଉଛନ୍ତି। ହେଲେ ଅନ୍ ଲାଇନ୍ କ୍ଲାସ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟ ପୂରଣ କରିପାରୁ ନ ଥିବା ଅଭିଯୋଗ ହୋଉଛି। ଏହାର…
Archives


