Home Middle

ରାଜଧାନୀରେ ବଢ଼ୁଛି କରୋନା କାୟା: ପୁଣି ଚିହ୍ନଟ ହେଲେ ୪୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଶନିବାର ଆଉ ୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୪ ହୋଇଛି। ସେଥିରୁ ୨୪୭ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୧୬୦ ସକ୍ରିୟ…

ଚଳିତବର୍ଷ ହେବ ନାହିଁ ବୋଲ୍‌ବମ୍‌ ଯାତ୍ରା

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ତା’ର କାୟା ବିସ୍ତାର କରିଥିବା ବେଳେ ଏହା ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ଗୋଟିଏ ପରେ ଗୋଟିଏ କଟକଣା ଜାରି କରିଚାଲିଛନ୍ତି। ବିଶେଷକରି ଭିଡ଼ ରୋକିବା ପାଇଁ…

କଟକ ସହର ଶଟ୍‌ଡାଉନ୍‌ ଘୋଷଣା

କଟକ ଅଫିସ, ୪।୭: କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବା ପରେ କଟକ ସହରକୁ ଶନିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୮ ତାରିଖ ମଧ୍ୟରାତ୍ର ଯାଏ ଏହି ନିୟମ ବଳବତ୍ତର ରହିବ ବୋଲି କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ କୁହାଯାଇଛି। ଏହା…

ଗଞ୍ଜାମରେ କରୋନା ସ୍ଥିତି ଅସମ୍ଭାଳ: ୨ ଆଇଏଏସ୍‌ ପରେ ଗଲେ ୬ ଓଏଏସ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ ଜିଲା। ଗୋଟିଏ ପଟେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧ରେ ପହଞ୍ଚିଥିବା ବେଳେ ସେଥିରୁ ୨୦୬୬ଜଣ ଗଞ୍ଜାମର। ଏପରିକି ଦିନକୁ ଦିନ ଗଞ୍ଜାମରେ ସ୍ଥିତି ଅସମ୍ଭାଳ ହେଉଥିବା ଦେଖିବାକୁ ମିଳୁଛି। ଫଳରେ ସର୍ବାଧିକ ଆକ୍ରାନ୍ତ ଏହି…

କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୬ ହୋଇଛି। ସେଥିରୁ ୨୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ଜଣଙ୍କ ମୃତ୍ୟୁ…

ବିଶ୍ୱ ଦରବାରରେ ଚମକିଲେ ଓଡ଼ିଆ ଝିଅ ବୈଶାଳୀ

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଶ୍ୱ ଦରବାରରେ ଚମକିଲେ ଓଡ଼ିଆ ଝିଅ। ପୁରୀରେ ଜନ୍ମିତ ତଥା ଇଂଲଣ୍ଡର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଟପ୍ପର ବୈଶାଳୀ ମହାନ୍ତି ଜାତିସଂଘର ନୀତି ଅଧିକାରୀ ଭାବେ ନିଯୁକ୍ତ ଓଡ଼ିଶାକୁ ଗର୍ବିତ କରିଛନ୍ତି। ଜୁଲାଇ ପହିଲାରେ ସେ ନୂତନ ଦାୟିତ୍ୱ ଗ୍ରହଣ କରିଥିବା…

ବିପଦରେ ପୃଥିବୀ: କରୋନା ଯୋଗୁ ସୃଷ୍ଟି ହେବାରେ ଲାଗିଛି ନୂଆ ସଙ୍କଟ

ଓ୍ବାଶିଂଟନ/ନୂଆଦିଲ୍ଲୀ, ୪।୭: କରୋନା ମାହାମାରୀ ଯୋଗୁ ପୃଥିବୀ ଉପରେ ପୁଣି ଏକ ବିପଦ ମାଡ଼ି ଆସୁଛି। ଏବେ ଏହା ଦ୍ୱାରା ନୂଆ ସଙ୍କଟ ସୃଷ୍ଟି ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ ଏବଂ ଗ୍ଲୋଭସ୍‌ର ବ୍ୟବହାର କରିବାକୁ…

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ; ଅଛନ୍ତି ଗଞ୍ଜାମରୁ ୩, ଖୋର୍ଦ୍ଧାରୁ ୨

ଭୁବନେଶ୍ୱର, ଛତ୍ରପୁର, ୪।୭(ବ୍ୟୁରୋ/ଡି.ଏନ୍‌.ଏ.): ଶନିବାର ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୫ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି। ତେବେ ଗଞ୍ଜାମ ଜିଲାର ୩ ଆକ୍ରାନ୍ତ ପୁରୁଷ ହୋଇଥିବା…

୨୪ ଘଣ୍ଟାରେ ୨୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ୪।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଏହି ସମୟ ମଧ୍ୟରେ ୨୨ ହଜାର ୭୭୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ…

CORONAVIRUS UPDATE: ରାଜ୍ୟରେ ପୁଣି ୪୯୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ ରେ ପହଞ୍ଚିଲା

ଭୁବନେଶ୍ୱର, ୪।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୪୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କରୋନାରେ ପୁଅ ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା

କବିସୂର୍ଯ୍ୟନଗର,୩ା୭(ଡି.ଏନ୍‌.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ। ମୃତକ ହେଲେ କବିସୂର୍ଯ୍ୟନଗର ଏନ୍‌ଏସିର ଟ୍ୟାକ୍ସ କଲେକ୍ଟ ଅଫିସର ରାଜକିଶୋର ଶତପଥୀ (୫୫)।…

ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ,୩ା୭-ମହାମାରୀ କରୋନା ସାରାବିଶ୍ୱରେ କାୟାବିସ୍ତାର କରିଚାଲିଛି। ତେବେ ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମହମୁଦ କ୍ୟୁରେସି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। This afternoon…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri