Home Middle

ଧଳ ଭ୍ରାତାଙ୍କ ଘରୁ ମିଳିଲା ବିପୁଳ ପରିମାଣର ବନ୍ଧୁକ, ଗୁଳି

ଭୁବନେଶ୍ୱର,୧୧।୧୨- ଚାରି ବର୍ଷ ତଳେ ଗିରଫ ହୋଇଥିବା ଧଳ ସାମନ୍ତ ଭ୍ରାତାଙ୍କ ଘରର ଇଣ୍ଟେରିୟର ଭିତରୁ ମିଳିଛି ୧୬ ଚୋରା ବନ୍ଧୁକ ଓ ୧୦୯୫ ଗୁଳି। ୨୦୧୬ରେ ଗିରଫ ହେବା ପୂର୍ବରୁ ସେମାନେ ଏହି ବନ୍ଧୁକ ଲୁଚାଇଥିଲେ। ଏ ସମ୍ପର୍କରେ ଅଧିକ…

ମୁଖ୍ୟମନ୍ତ୍ରୀ ନାହିଁ କଲେ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):କୋଭିଡ-୧୯ ମହାମାରୀ ସଂକ୍ରମଣ ଆଶଙ୍କାରେ ଗତ ୯ ମାସ ହେବ ରାଜ୍ୟରେ ସମସ୍ତ ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କେତେକ କ୍ଷେତ୍ରରେ ଅନ୍‌ଲାଇନରେ ପଢା ହେଉଛି। ତେବେ ଅଧିକାଂଶ ପିଲା ଏହି ଶିକ୍ଷାଦାନରୁ ବଞ୍ଚିତ ହେଉଛନ୍ତି। ପାଠପଢା…

ଭାକ୍‌ସିନ ନେବା ପରେ ୨ ମାସ ପାଇଁ ଛାଡ଼ିବାକୁ ପଡ଼ିବ ମଦ

ନୂଆଦିଲ୍ଲୀ,୧୦।୧୨- ରୁଷିଆରେ ପ୍ରସ୍ତୁତ ସ୍ପୁଟନିକ ଭି କୋଭିଡ୍‌-୧୯ ଭାକ୍‌ସିନ ନେବା ପରେ ୨ ମାସ ପାଇଁ ମଦ ଛାଡ଼ିବାକୁ ପଡ଼ିବ। ଏ ନେଇ ରୁଷିଆନ ଅଫିସିଆଲ ପରାମର୍ଶ ଦେଇଥିବା ନ୍ୟୁୟର୍କ ପୋଷ୍ଟରେ ଏକ ରିପୋର୍ଟ ପ୍ରକାଶ ପାଇଛି। ମଣିଷଙ୍କ ଶରୀରରେ ସ୍ପୁଟନିକ…

୧୮ମାସରେ ଶେଷ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନବକଳେବର କାର୍ଯ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧୨-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି। ଗୋଟିଏ ଖଣ୍ଡଗିରିସ୍ଥିତ ବସ୍‌ ଡିପୋ ଏବଂ…

ସ୍ବଦେଶୀ ନାଭିଗେଶନ ସିଷ୍ଟମ୍‌ ‘ନାଭଆଇସି’କୁ ମାନ୍ୟତା: ଆମେରିକା-ରୁଷ୍‌-ଚାଇନା ସହିତ ସମକ୍ଷକ ଭାରତ

ନୂଆଦିଲ୍ଲୀ, ୧୦।୧୨: ଦେଶରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ନାଭିଗେଶନ ସିଷ୍ଟମ୍‌ ‘ନାଭଆଇସି’କୁ ମାନ୍ୟତା ମିଳିଛି। ଏହାଦ୍ୱାରା ଆମେରିକା,ରୁଷ୍‌ ଏବଂ ଚାଇନା ସହିତ ଭାରତ ସମକ୍ଷକ ହୋଇପାରିଛି। ଆମେରିକା ଜିପିଏସ୍‌ ପ୍ରସ୍ତୁତ କରିଥିବାବେଳେ ରୁଷ୍‌ରେ ଗ୍ଲୋନେସ୍‌, ଚାଇନାରେ ବେଇଦାଉ ନାଭିଗେଶନ ସିଷ୍ଟମ୍‌ ପ୍ରସ୍ତୁତ…

ଲୋକତନ୍ତ୍ର ଭାରତର ସଂସ୍କାର:ମୋଦି

ନୂଆଦିଲ୍ଲୀ,୧୦।୧୨: ଲୋକତନ୍ତ୍ର ଭାରତର ସଂସ୍କାର। ଏହା କେବେ ଶେଷ ହେବ ନାହିଁ। ସବୁବେଳେ ଏହା ଜାରି ରହିବ। ନୂଆ ସଂସଦ ଭବନର ଶିଳାନ୍ୟାସ କରି ଗୁରୁବାର ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ନୂଆ ସଂସଦ ଭବନ ଭାରତର ଆବଶ୍ୟକତା। ଏହା…

ଖୋଲିବ ସ୍କୁଲ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ ଖୋଲିପାରେ। ଏ ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଡିସେମ୍ବର ସ୍କୁଲ ଖୋଲିହେବ ବୋଲି ଏସ୍‌ଆର୍‌ସି କହିଥିଲେ। ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରରେ ସ୍କୁଲ…

ସଂସଦ ଭବନର ଶିଳାନ୍ୟାସ କଲେ ମୋଦି: ୨୦୨୨ ଅଗଷ୍ଟ ସୁଦ୍ଧା ଶେଷ ହେବ ନିର୍ମାଣ କାର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୂଆ ସଂସଦ ଭବନର ଶିଳାନ୍ୟାସ କରିଛନ୍ତି। ଏହାର ନିର୍ମାଣ କାର୍ଯ୍ୟ ୨୦୨୨ ଅଗଷ୍ଟ ସୁଦ୍ଧା ଶେଷ ହେବ ବୋଲି କୁହାଯାଉଛି। ସ୍ବାଧୀନତାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ନୂଆ ସଂସଦ ଭବନ ନିର୍ମାଣ କାର୍ଯ୍ୟ…

ଫାଇଜର ଟିକାର ପାର୍ଶ୍ୱପ୍ରତିକ୍ରିୟା: ଆଲର୍ଜି ଥିବା ଲୋକେ ନ ନେବାକୁ ସତର୍କ ସୂଚନା ଜାରି

ଲଣ୍ଡନ,୧୦।୧୨: ବ୍ରିଟେନରେ ମଙ୍ଗଳବାରଠାରୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ସାର୍ବଜନୀକ ଭାବେ ଦିଆଯିବା ଆରମ୍ଭ ହୋଇଛି। ତେବେ ଟିକା ନେବା ପରେ ୨ଜଣଙ୍କଠାରେ ଆଲର୍ଜି ସମସ୍ୟା ଦେଖାଦେଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ଖରାପ ହୋଇଛି।…

୨୮୫୮ କୋଟିର ଋଣ କରିବ ଓଡ଼ିଶା

ନୂଆଦିଲ୍ଲୀ: କରୋନା ପରେ ରାଜସ୍ବ ସଂଗ୍ରହ କ୍ଷତିଗ୍ରସ୍ତ ହୋଇଛି। କେନ୍ଦ୍ର ପକ୍ଷରୁ ମିଳୁଥିବା ଜିଏସ୍‌ଟି କ୍ଷତିପୂରଣ ପାଣ୍ଠି ମଧ୍ୟ ପ୍ରଭାବିତ ସ୍ଥିତିରେ ରହିଛି। ଏହାକୁ ବିଚାର କରି କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ବଜାରରୁ ଋଣ ଉଠାଇବା ଲାଗି ଅନୁମତି ଦେଇଛନ୍ତି। କେନ୍ଦ୍ର…

ପଲିଥିନ ବ୍ୟାନ୍‌ ପ୍ରହସନ

ଅନୁଗୋଳ ଅଫିସ, ୧୦।୧୨: ଅନୁଗୋଳ ସହରକୁ ପଲିଥିନ ମୁକ୍ତ କରିବାକୁ ଗତବର୍ଷ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ୨୦୧୯ ଅକ୍ଟୋବର ୨ରୁ ଏହି ନିୟମକୁ ସହରରେ ଲାଗୁ କରାଯାଇଥିଲା। ବେଆଇନ କାରବାର ହେଲେ ଦୋକାନୀଙ୍କ ଉପରେ ଚଢ଼ାଉ ସହ ଜରିମାନା ଆଦାୟ…

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ : ୧୨ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୯ା୧୨(ବ୍ୟୁରୋ)-କେନ୍ଦ୍ରରେ ଭାଜପା ପରିଚାଳିତ ଏନଡିଏ ସରକାର କାର୍ଯ୍ୟକାରୀ କରିଥିବା ନୂତନ କୃଷି ଆଇନକୁ ବିରୋଧ କରି ସାରା ଦେଶରେ ଚାଷୀ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଛି । ଏହି ଆଇନକୁ ପ୍ରତ୍ୟାହାର କରିବା ଦାବିରେ ଚାଷୀମାନେ ଅଡି ବସିଛନ୍ତି। ବହୁ ଦଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?