ଘୁଞ୍ଚିଲା ଜେଇଇ, ନିଟ୍ ପରୀକ୍ଷା
ନୂଆଦିଲ୍ଲୀ ୩।୭- ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ଉନ୍ନତମାନର ଶିକ୍ଷା ପାଇଁ କେନ୍ଦ୍ର ସରକାର ଜେଇଇ ଓ ନିଟ୍ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି। Keeping in mind the safety of students and to ensure quality education we have…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୨୦୩ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫,୭୦୫କୁ ବୃଦ୍ଧି
ଭୁବନେଶ୍ୱର, ୩।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫,୭୦୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୩୮ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧା ୩୭, ଗଜପତି ୧୯,…
କରୋନା ଲକ୍ଷଣ ଲୁଚାଇଲେ ଆପଣ ଲୁଚିଯିବେ: ବାଗ୍ଚୀ
ଭୁବନେଶ୍ୱର,୩।୭(ବ୍ୟୁରୋ): ୪୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଘରକୁ ଘର ବୁଲି ସର୍ଭେ ହେଉଛି। ଗାଁର ପ୍ରତି ଘର ଏବଂ ସହରର ପ୍ରତି ବସ୍ତି ଅଞ୍ଚଳରେ ସର୍ଭେ ହେବ। ଘର ଘର ବୁଲି ଆଶା, ଏଏନ୍ଏମ୍ କର୍ମୀ ଲକ୍ଷଣ ନେଇ ସର୍ଭେ…
ହୋମ୍ କ୍ୱାରାଣ୍ଟାଇନ୍ ପାଳନ ନ କରିି ଯମ କୋଳକୁ ଯାଉଛନ୍ତି: ବାଗ୍ଚୀ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ହେଲେ ଲୋକମାନଙ୍କ ମଧ୍ୟରେ ଭୟ ଓ ସଚେତନତା କମିଯାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର କରୋନା ମୁକାବିଲା କମିଟି ମୁଖ୍ୟ ତଥା ରାଜ୍ୟ ସରକାରଙ୍କ ମୁଖପାତ୍ର…
ଓଡ଼ିଶାରେ କରୋନା ଟେଷ୍ଟ ଫି’ ୨୨୦୦ ଟଙ୍କା
ଭୁବନେଶ୍ୱର,୩।୭(ବ୍ୟୁରୋ): ଏଣିକି ଘରୋଇ ଲ୍ୟାବ୍ରେ କରୋନା ଟେଷ୍ଟ କରାଇପାରିବେ। ଏଥିପାଇଁ ୨୨ଶହ ଟଙ୍କା ଫି’ ଦେବାକୁ ପଡ଼ିବ। ରାଜ୍ୟ ସରକାର ଆର୍ଟି-ପିସିଆର୍ ଟେଷ୍ଟ ପାଇଁ ସର୍ବାଧିକ ଫି’ ଧାର୍ଯ୍ୟ କରିଛନ୍ତି। ଜିଏସ୍ଟି ସହ ସର୍ବାଧିକ ଫି’ ୨୨ଶହ ଧାର୍ଯ୍ୟ କରାଯାଇଛି। ଏହି…
ଲେହରେ ଗର୍ଜିଲେ ମୋଦି
ଲେହ,୩।୭: ସମସ୍ତଙ୍କୁ ଚକିତ କଲାଭଳି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରିଛନ୍ତି। ଏହି ଗସ୍ତ ଅବସରରେ ସେ ଚାଇନା ଉପରେ ଖୁବ୍ ବର୍ଷିଛନ୍ତି। ସେଠାରେ ସେ ଭାରତୀୟ ସେନାଙ୍କୁ ସମ୍ବୋଧନ ଦେବା ଅବସରରେ କହିଛନ୍ତି ବିସ୍ତାରବାଦର ଯୁଗ ଶେଷ…
ଡରାଇଲାଣି କରୋନା: ରାଜଧାନୀରେ ଚିହ୍ନଟ ହେଲେ ୨୪ ନୂଆ ଆକ୍ରାନ୍ତ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରେ ୨୦ କ୍ୱାରାଣ୍ଟାଇନ୍ ଆକ୍ରାନ୍ତ ଥିବା ବେଳେ ୪ ଲୋକାଲ କେସ୍ ରହିଛି। ଏହାଛଡ଼ା ୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ବିଏମ୍ସି ପକ୍ଷରୁ ଅପରାହ୍ନରେ ଟୁଇଟ୍…
CORONAVIRUS UPDATE : ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ୨୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ରେ ପହଞ୍ଚିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
CORONAVIRUS UPDATE: ବଢୁଛି କରୋନା ଭୟ, ରାଜ୍ୟରେ ଦିନକରେ ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୫୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୪୨୫ ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରୁ…
ଅଚାନକ ଲେହରେ ପହଞ୍ଚିଲେ ମୋଦି
ଶ୍ରୀନଗର,୩।୭: ଚାଇନା ସୀମାରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହଠାତ୍ ଲେହରେ ପହଞ୍ଚିଛନ୍ତି। ଶୁକ୍ରବାର ସକାଳେ ଏଠାରେ ପହଞ୍ଚି ଯବାନମାନଙ୍କୁ ଭେଟିଥିଲେ। ଏହାପୂର୍ବରୁ କେବଳ ପ୍ରତିରକ୍ଷା ମୁଖ୍ୟ ବିପିନ ରାୱତ ସେଠାକୁ ଯାଇଥିଲେ। ମୋଦି ନିମୁ ଫରୱାର୍ଡ ପୋଷ୍ଟରେ…
ଆଜି ଅଧରପଣା
ପୁରୀ ଅଫିସ,୩।୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଉପରେ ଶୁକ୍ରବାର ଅଧରପଣା ନୀତି ସମ୍ପନ୍ନ ହେବ। ଏଥିଲାଗି ସ୍ବତନ୍ତ୍ର ହାଣ୍ଡି ତିଆରି ସରିଛି। ତାହାକୁ ଅଧରପଣା ହାଣ୍ଡି କୁହାଯାଏ। ଏହି ହାଣ୍ଡିରେ ପଣା ପ୍ରସ୍ତୁତ ହୋଇ ଦାରୁବିଗ୍ରହଙ୍କ ପାଖରେ ଲାଗି ହେବ।…
୭ ଜିଲାକୁ ସୁନାମି ଭୟ
ଭୁବନେଶ୍ୱର,୩।୭(ବ୍ୟୁରୋ):ରାଜ୍ୟକୁ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ସୁନାମି ଆଉ ଏକ ବିପତ୍ତି ଭାବେ ଉଭାହେଲାଣି। କେଉଁ ସମୟରେ ସୁନାମି ଉପକୂଳକୁ କ୍ଷତି ପହଞ୍ଚାଇବ ତାହା ଆକଳନ କରିବା ମୁସ୍କିଲ। ତେବେ ଏହି ବିପଦରୁ ଉପକୂଳ ଅଞ୍ଚଳର ଲୋକମାନଙ୍କୁ ରକ୍ଷା କରିବା…
Archives


