Home Middle

୧୪ରେ ଦେଶବ୍ୟାପୀ ତୀବ୍ର ହେବ ଆନ୍ଦୋଳନ: କୃଷକ ସଙ୍ଗଠନ

ନୂଆଦିଲ୍ଲୀ,୯ା୧୨-କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଲିଥିବା ଆନ୍ଦୋଳନ ଭିନ୍ନ ମୋଡ଼ ନେଇଛି। ବିବାଦୀୟ କୃଷି ଆଇନ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରା ନ ଗଲେ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି ବୁଧବାର କୃଷକ ସଙ୍ଗଠନଗୁଡ଼ିକ ରୋକ୍‌ଠୋକ୍‌ ଶୁଣାଇଛନ୍ତି। ଏହାସହ…

ପ୍ରଧାନମନ୍ତ୍ରୀଙ୍କ ଉଡ଼ାଣ ସମ୍ପର୍କିତ ସୂଚନା ଆର୍‌ଟିଆଇରେ ଦିଆଯାଇ ପାରିବ ନାହିଁ: ଭାରତୀୟ ବାୟୁସେନା

ନୂଆଦିଲ୍ଲୀ,୯।୧୨: ପ୍ରଧାନମନ୍ତ୍ରୀଙ୍କ ଉଡ଼ାଣ ସମ୍ପର୍କିତ ତଥ୍ୟ ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ଅନ୍ତର୍ଗତ ପ୍ରଦାନ କରାଯାଇ ପାରିବ ନାହିଁ। ଏସମ୍ପର୍କରେ ଭାରତୀୟ ବାୟୁସେନା ପକ୍ଷରୁ ବୁଧବାର ଦିଲ୍ଲୀ ହାଇକୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଏଭଳି କରାଯାଇ ପାରିବ…

ସରକାରଙ୍କ ୫ ସଂଶୋଧନ ପ୍ରସ୍ତାବ: ଆଇନ ହଟାଇବାକୁ ଜିଦ୍‌ରେ ଅଟଳ ରହିଲେ ଅନ୍ନଦାତା

ନୂଆଦିଲ୍ଲୀ,୯।୧୨: କୃଷି ଆଇନକୁ ନେଇ ଦେଶବ୍ୟାପି ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ୫ ସଂଶୋଧନ ପ୍ରସ୍ତାବ ସମ୍ପର୍କିତ ଚିଠି ଚାଷୀ ସଂଗଠନଗୁଡ଼ିକୁ ବୁଧବାର ପଠାଯାଇଛି। ତେବେ ଅନ୍ନଦାତା ଏହାକୁ ଗ୍ରହଣ କରିବାକୁ ମନା କରିବା ସହିତ ଆଇନ…

କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ଲାଗିବନି ସୂଚନା ପୋଷ୍ଟର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୯।୧୨: ଏଣିକି କୌଣସି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ସୂଚନା ପୋଷ୍ଟର ଲଗାଯିବ ନାହିଁ। ଏସମ୍ପର୍କରେ ବୁଧବାର ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏଭଳି କରିବା ଦ୍ୱାରା ଲୋକଙ୍କ ମଧ୍ୟରେ ବିଭାଜନ ହେଉଥିବା କୋର୍ଟ କହିଛନ୍ତି। କେତେକ ଆକ୍ରାନ୍ତଙ୍କୁ ଲୋକେ…

କରୋନା ଟିକା ପ୍ରସ୍ତୁତିରେ ଭାରତକୁ ସହଯୋଗ: ହାଇଦ୍ରାବାଦରେ ୬୪ ବିଦେଶୀ ପ୍ରତିନିଧି

ହାଇଦ୍ରାବାଦ,୯।୧୨: ଭାରତରେ ପ୍ରସ୍ତୁତ କରାଯାଉଥିବା କରୋନା ଟିକା ପ୍ରସ୍ତୁତିରେ ଭାରତକୁ ସହଯୋଗ କରିବା ପାଇଁ ବିଦେଶୀ ରାଷ୍ଟ୍ରଙ୍କ ଆଗ୍ରହ ବୃଦ୍ଧି ପାଇବାରେ ଲାଗିଛି। ଏହି ମର୍ମରେ ୬୪ ବିଦେଶୀ ପ୍ରତିନିଧି ବୁଧବାର ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ପହଞ୍ଚିଛନ୍ତି। ପ୍ରତିନିଧିମାନେ ବାୟୋଟେକ୍‌ ଏବଂ…

ଟିକନରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୯।୧୨: ଜମ୍ମୁ-କଶ୍ମୀରରେ ଗୁରୁବାର ଭୋର୍‌ ୫ଟା ସମୟରେ ସମୟରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଛି। ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ଟିକନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା।…

ଚାଷୀଙ୍କୁ ବିପୁଳ ସମର୍ଥନ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନ ଏବଂ ରାଜନୈତିକ ଦଳ ତରଫରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାକୁ ଦେଶବ୍ୟାପୀ ବିପୁଳ ସମର୍ଥନ ମିଳିଛି। ଓଡ଼ିଶାରେ ମଧ୍ୟ…

ଆସନ୍ତା କାଲି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର, ୮ା୧୨(ବ୍ୟୁରୋ)- ବୁଧବାର ଅପରାହ୍ନ ୫ଟା ୪୫ ମିନିଟ୍‌ରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଲାଗିବ ମୋହର। ତେବେ ବୈଠକର…

୯୦ ବର୍ଷୀୟା ବୃଦ୍ଧା ନେଲେ ବିଶ୍ୱର ପ୍ରଥମ ଫାଇଜର ଟିକା

ଲଣ୍ଡନ,୮।୧୨- ଜଣେ ୯୦ ବର୍ଷୀୟା ବୃଦ୍ଧା ମାର୍ଗେରେଟ କିନାନ ମଙ୍ଗଳବାର ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଫାଇଜର କୋଭିଡ୍‌-୧୯ ଟିକା ନେଇଛନ୍ତି। ଆସନ୍ତା ସପ୍ତାହରେ ୯୧ ବର୍ଷରେ ପାଦ ଦେବାକୁ ଯାଉଥିବା କିନାନଙ୍କୁ କଭେଣ୍ଟ୍ରିର ଲୋକାଲ ମେଡିକାଲରେ ଟିକା ଦିଆଯାଇଛି। ଫାଇଜର…

ତୁର୍କୀର ଷଡ଼ଯନ୍ତ୍ର: କଶ୍ମୀରକୁ ପଠାଇବ ଆତଙ୍କବାଦୀ

ଆଙ୍କାରା,୮।୧୨: ଭାରତରେ ଅଶାନ୍ତି ସୃଷ୍ଟି କରିବା ଲାଗି ପାକିସ୍ତାନ ଏବେ ତୁର୍କୀ ସହିତ ହାତ ମିଳାଇଛି। କଶ୍ମୀରକୁ ଆତଙ୍କବାଦୀ ପଠାଇବା ଲାଗି ତୁର୍କୀ ପାକିସ୍ତାନ ସହିତ ମିଶି ଷଡ଼ଯନ୍ତ୍ର ରଚିଥିବା କୁହାଯାଉଛି। ସିରିଆର ଆତଙ୍କବାଦୀ ସଂଗଠନକୁ ଏଥିରେ ସାମିଲ କରାଯାଇଛି। ପୂର୍ବରୁ…

ଥରକରେ ୧୦୦ ଜଣଙ୍କୁ ଦିଆଯିବ କରୋନା ଟିକା: ଜଣଙ୍କ ପାଇଁ ଅଧାଘଣ୍ଟା

ନୂଆଦିଲ୍ଲୀ,୮।୧୨: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଖୁବ୍‌ ଶୀଘ୍ର ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଜରୁରିକାଳୀନ ସ୍ଥିତିରେ ଭାରତରେ କରୋନା ଟିକା ଦିଆଯିବା ଲାଗି ଫାଇଜର ଏବଂ ସିରମ୍‌ ଇନଷ୍ଟିଚ୍ୟୁଟ ପକ୍ଷରୁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ…

ଏଲ୍‌ଏସିର ୬-୭ ଅଞ୍ଚଳରେ କବ୍‌ଜା: ସେନାକୁ ନିର୍ଦ୍ଦେଶ ଦେଇଥିଲେ ସରକାର

ନୂଆଦିଲ୍ଲୀ,୮।୧୨: ପୂର୍ବ ଲଦାଖରେ ଭାରତ ଚାଇନା ସୀମାରେ ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲଏସି)ରେ ଲଗାତାର ଉତ୍ତେଜନା ବଢୁଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଭାରତୀୟ ସେନାଙ୍କ ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ନିଦ୍ଦେର୍ଶ ମେ’ ମାସରେ ଜାରି କରାଯାଇଥିଲା। ନିର୍ଦ୍ଦେଶରେ ଭାରତ ସରକାର ଏଲ୍‌ଏସିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?