Home Middle

୭ ଜିଲାକୁ ସୁନାମି ଭୟ

ଭୁବନେଶ୍ୱର,୩।୭(ବ୍ୟୁରୋ):ରାଜ୍ୟକୁ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ସୁନାମି ଆଉ ଏକ ବିପତ୍ତି ଭାବେ ଉଭାହେଲାଣି। କେଉଁ ସମୟରେ ସୁନାମି ଉପକୂଳକୁ କ୍ଷତି ପହଞ୍ଚାଇବ ତାହା ଆକଳନ କରିବା ମୁସ୍କିଲ। ତେବେ ଏହି ବିପଦରୁ ଉପକୂଳ ଅଞ୍ଚଳର ଲୋକମାନଙ୍କୁ ରକ୍ଷା କରିବା…

ପୁଣି ଜଣେ ବଲିଉଡ୍‌ର ପ୍ରସିଦ୍ଧ କଳାକାରଙ୍କ ପରଲୋକ

ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଗତ କିଛିଦିନ ହେବ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ନିଃଶ୍ୱାସ…

ସୁନାବେଶରେ ୩ ଠାକୁର

ପୁରୀ ଅଫିସ,୨ା୭: ସରି ଆସୁଛି ଶ୍ରୀଗୁଣ୍ଡିଚା ମହୋତ୍ସବ। ବୁଧବାର ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ରତ୍ନବେଦି ଅଭିମୁଖେ ବାହୁଡ଼ି ଆସିଥିଲେ ମହାପ୍ରଭୁ। ଗୁରୁବାର ସିଂହଦ୍ୱାର ସମ୍ମୁଖରେ ରଥାରୂଢ ଦାରୁଦିଅଁଙ୍କ ସୁନାବେଶ ବା ବଡ଼ତଢାଉ ବେଶ ହୋଇଛି। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ…

ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲରେ ହେବ କୋଭିଡ୍‌ ଭ୍ୟାକ୍ସିନ୍‌ ପରୀକ୍ଷଣ

ଭୁବନେଶ୍ୱର, ୨।୭(ବୁରୋ): ଭୁବନେଶ୍ୱର ସମ୍‌ ହସ୍ପିଟାଲରେ କୋଭିଡ-୧୯ ପରୀକ୍ଷଣ ହେବ। ମଣିଷ ଉପରେ ପରୀକ୍ଷଣ ଲାଗି ଆଇସିଏମ୍‌ଆର୍‌ ଦ୍ୱାରା ଦେଶର ୧୩ଟି ହସ୍ପିଟାଲ ମନୋନିତ ହୋଇଛି। ୧୩ ହସ୍ପିଟାଲ ମଧ୍ୟରେ ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲ ରହିଛି। ଏ ନେଇ ଶିକ୍ଷା…

ଜୁଲାଇ ୬ରୁ ଖୋଲିବ ଏହି ସବୁ ଐତିହ୍ୟସ୍ଥଳୀ

ନୂଆଦିଲ୍ଲୀ,୨।୭-ଅନଲକ ୧ ପରେ ବର୍ତ୍ତମାନ ଦେଶରେ ଅନଲକ ୨ ଆରମ୍ଭ ହୋଇଛି। ତେବେ ସରକାର ଧିରେ ଧିରେ କିଛି କଟକଣାକୁ କୋହଳ କରୁଥିବାବେଳେ କିଛି କଟକଣାକୁ କଡାକଡି ପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏପରିସ୍ଥିତିରେ ତାଜମହଲଠାରୁ ଆରମ୍ଭ କରି ଦିଲ୍ଲୀରେ…

ଜୁଲାଇ ୧୩ରୁ ଅନ୍‌ଲାଇନରେ ପାଠ ପଢିବେ କଲେଜ ପିଲା

ଭୁବନେଶ୍ୱର,୨।୭(ବ୍ୟୁରୋ)- କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଶିକ୍ଷାନଷ୍ଠାନରେ ପାଠ ପଢ଼ା ବନ୍ଦ ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଭଳିସ୍ଥଳେ ପଛାଇ ଯାଉଥିବା ପାଠପଢା ଏବଂ ଉଚିତ୍‌ ସମୟରେ ପାଠ୍ୟକ୍ରମ ଶେଷ କରିବାକୁ ଅନ୍‌ଲାଇନରେ…

ବିନା ଭକ୍ତରେ ଚତୁର୍ଦ୍ଧାବିଗ୍ରହଙ୍କ ସୁନାବେଶ

ପୁରୀ ଅଫିସ, ୨।୭: ନବଦିନାତ୍ମକ ଯାତ୍ରା ଶେଷକରି ବୁଧବାର ବାହୁଡ଼ି ଆସିଛନ୍ତି ଚତୁର୍ଦ୍ଧାବିଗ୍ରହ। ସିଂହଦ୍ୱାର ସମ୍ମୁଖରେ ରଥାରୂଢ଼ ମହାପ୍ରଭୁଙ୍କର ଗୁରୁବାର ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଛି। ପ୍ରାୟ ୧୩୮ ପ୍ରକାରର ସୁବର୍ଣ୍ଣ ଅଳଙ୍କାରେରେ ସଜ୍ଜିତ ହୋଇଛନ୍ତି ଦାରୁବିଗ୍ରହ। ବିଶ୍ୱନିଅନ୍ତାଙ୍କ ଏହି ଦିବ୍ୟ…

ଓଡ଼ିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି

ଭୁବନେଶ୍ୱର,୨।୭(ବ୍ୟୁରୋ): କରୋନା ରୋଗୀଙ୍କ ପାଇଁ ଓଡ଼ିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ଗୁରୁବାର ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ପ୍ଲାଜମା ଥେରାପିରେ ଚିକିତ୍ସା ପଦ୍ଧତି ନିରୂପଣ କରିବା ଲାଗି ବୈଷୟିକ କମିଟି…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୪୯ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫,୫୦୨କୁ ବୃଦ୍ଧି

ଭୁବନେଶ୍ୱର, ୨।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୪୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ୨୪, ମୟୂରଭଞ୍ଜ ୧୪, କଟକ ୧୩, କଳାହାଣ୍ଡି-କେନ୍ଦ୍ରାପଡ଼ାରୁ ୬ଜଣ ଲେଖାଏ, ରାୟଗଡ଼ା ୫, ଅନୁଗୋଳ-ଝାରସୁଗୁଡ଼ା-ସୁନ୍ଦରଗଡ଼ରୁ…

ଶିବଙ୍କ ରାଜ୍ୟରେ ସିନ୍ଧିଆ ସରକାର: ନୂଆ ଟିମ୍‌ରେ ସିନ୍ଧିଆ ଗୋଷ୍ଠୀର ୯ ମନ୍ତ୍ରୀ

ଭୋପାଳ, ୨।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ହୋଇଛି। ୨୮ ଜଣ ନୂଆମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଛି। ସେମାନଙ୍କ ମଧ୍ୟରେ ୭ ଜଣ ଶିବରାଜଙ୍କ ଅନୁଗତ ରହିଥିବାବେଳେ ଜ୍ୟୋତିରାଦିତ୍ୟ ସିନ୍ଧିଆ ଗୋଷ୍ଠୀର ୯ ଜଣ ରହିଛନ୍ତି। ନୂଆ…

ରାଜଧାନୀରେ ମାଡୁଛି କରୋନା: ଚିହ୍ନଟ ହେଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଲୋକାଲ୍‌ କେସ୍‌ ରହିଥିବା ବେଳେ ୮ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଛି। ଏହାଛଡ଼ା ୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଅପରାହ୍ନରେ ଭୁବନେଶ୍ୱର…

ମୂଳପୋଛ ହେବେ ଆତଙ୍କବାଦୀ: ହିଟ୍‌ଲିଷ୍ଟ୍‌ରେ ୧୨ଜଣ

ଶ୍ରୀନଗର, ୨।୭: ଜମ୍ମୁ-କଶ୍ମୀରରୁ ଆତଙ୍କବାଦୀଙ୍କୁ ମୂଳପୋଛ କରିବା ପାଇଁ ସ୍ଥାନୀୟ ପୋଲିସ ପକ୍ଷରୁ ଏକ ବଡ଼ଧରଣ ପଦକ୍ଷେପ ଗ୍ରହଣ କରାଯାଇଛି। କଶ୍ମୀର ଜୋନ୍‌ ପୋଲିସ ୧୨ ଜଣ ଆତଙ୍କବାଦୀଙ୍କ ହିଟ୍‌ଲିଷ୍ଟ୍‌ ପ୍ରସ୍ତୁତ କରାଯାଇଛି। ଏଥିରେ ଜୈଶ୍‌-ଇ-ମହମ୍ମଦ୍‌ର ୩ ଜଣ, ଲଶ୍କର-ଇ-ତୋଏବାର ୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri