Home Middle

ଜୁଲାଇ-ଅଗଷ୍ଟରେ ଅଧିକ ହେବ କରୋନା ସଂକ୍ରମଣ

ନୂଆଦିଲ୍ଲୀ, ୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ତେବେ ଜୁଲାଇ ଏବଂ ଅଗଷ୍ଟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାର ଯଥେଷ୍ଟ ଆଶଙ୍କା ରହିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା…

ଦିଲ୍ଲୀ ଦଙ୍ଗା ପାଇଁ ସୌଦିରୁ ଆସିଥିଲା ଟଙ୍କା

ନୂଆଦିଲ୍ଲୀ, ୨।୭: ଦିଲ୍ଲୀରେ ହୋଇଥିବା ଦଙ୍ଗା ପାଇଁ ସୌଦିରୁ ଟଙ୍କା ଆସିଥିଲା। ଏନେଇ ପୂର୍ବରୁ ପ୍ରସ୍ତୁତି ହୋଇଥିଲା। ସୌଦି ସହିତ ଦେଶର କେତେକ ଅଞ୍ଚଳରୁ ମଧ୍ୟ ଆର୍ଥିକ ସହାୟତା ଦଙ୍ଗାକାରୀଙ୍କ ପାଖରେ ପହଞ୍ଚିଥିବା ପୋଲିସ କହିଛି। ଜାମିଆ ଛାତ୍ର ନେତା ମିରାନ…

CORONAVIRUS UPDATE: ରାଜ୍ୟରେ ପୁଣି ୨୨୯ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତ ସଂଖ୍ୟା ୭୫୪୫କୁ ବୃଦ୍ଧି

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୨୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଓ ୩୬ଜଣ ସ୍ଥାନୀୟ ଅଞ୍ଚଳର। ଅନ୍ୟପଟେ…

ମିଳୁନି ସରକାରୀ ବିହନ, ଚାଷୀ ହଇରାଣ

କେନ୍ଦୁଝର,୨।୭ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଚାଷୀଙ୍କୁ ମିଳୁନି ସରକାରୀ ବିହନ। ଚାଷ ପାଇଁ ଚାଷୀ ଅଣ୍ଟା ଭିଡ଼ି କ୍ଷେତ ପ୍ରସ୍ତୁତ କରି ସାରିଥିବା ବେଳେ ବିହନ ମିଳୁ ନ ଥିବାରୁ ଚିନ୍ତାରେ ରହିଛନ୍ତି। ବିକ୍ରୟ କେନ୍ଦ୍ର ତଥା ଲ୍ୟାମ୍ପ୍‌ସରୁ ବିହନ ନ ପାଇ…

ରାଜ୍ୟରେ ପୁଣି ବଢିଲା ବସ୍‌ ଭଡ଼ା: କିଲୋମିଟର ପିଛା ନୂଆ ଦର କେତେ ହେଲା ଜାଣନ୍ତୁ…

ଭୁବନେଶ୍ୱର,୧ା୭(ବ୍ୟୁରୋ)-ରାଜ୍ୟରେ ପୁଣି ବସ୍‌ ଭଡ଼ା ବୃଦ୍ଧି ପାଇଛି। ୧୫ ଦିନ ମଧ୍ୟରେ ଦୁଇଥର ବସ୍‌ ଭଡ଼ା ବଢିଲାଣି। ୨୦୨୦ ଜୁନ୍‌ ୧୬ ତାରିଖରେ ରାଜ୍ୟ ସରକାର ଭଡ଼ା ବୃଦ୍ଧି କରିଥିଲେ। ଗତ କିଛିଦିନ ହେବ ଡିଜେଲ ଓ ପେଟ୍ରୋଲ ଦର ୨୨…

ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ

ପୁରୀ ଅଫିସ,୧।୭-ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିଛନ୍ତି ତିନିଠାକୁର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ଶେଷ ହୋଇଛି ବାହୁଡା ଯାତ୍ରା। ସେବାୟତମାନେ ତିନି ରଥରେ ତିନି ଠାକୁରଙ୍କୁ ଟାଣି ଟାଣି ଆଣିଥିଲେ।…

ନାବାଳିକାଙ୍କୁ ବଳାତ୍କାର ଘଟଣା: ପୂର୍ବତନ ଆଇଆଇସି ଆନନ୍ଦ ମାଝି ଗିରଫ

କଟକ ଅଫିସ,୧।୭-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚର ଏକ ସ୍ବତନ୍ତ୍ର ଟିମ୍‌ ଗିରଫ କରିଛି। ଏ ନେଇ ପୋଲିସ ଡିଜି ଅଭୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତାଙ୍କୁ ଅନୁଗୋଳ ଜିଲା ହଣ୍ଡପା ଅଞ୍ଚଳରୁ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୬୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୫,୩୫୩କୁ ବୃଦ୍ଧି

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୬୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୪୮ଜଣ ଅଛନ୍ତି। ସେହିଭଳି ଜଗତସିଂହପୁରର ୩୧, ବାଲେଶ୍ୱରର ୨୬, କଟକ ୨୫, ଯାଜପୁର-ଖୋର୍ଦ୍ଧାର ୧୨, କେନ୍ଦ୍ରାପଡ଼ା-ସୁନ୍ଦରଗଡ଼ର ୩, କେନ୍ଦୁଝରର ୨ ଏବଂ ଭଦ୍ରକ-ନୟାଗଡ଼ର ଜଣେ…

ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କଲେ ନବୀନ: ପ୍ରଥମ ଥର ପାଇଁ ୯ ଉପସଭାପତିଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୧।୭(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କରିଛନ୍ତି। ସେ ୮ ବରିଷ୍ଠ ଉପସଭାପତି, ୯ ଉପସଭାପତି, ଜଣେ ସାଧାରଣ ସମ୍ପାଦକଙ୍କୁ ନିଯୁକ୍ତ କରିଛନ୍ତି। ବରିଷ୍ଠ ଉପସଭାପତି ଭାବେ ଅନଙ୍ଗ ଉଦୟ…

ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ୧୨ ନୂଆ ଆକ୍ରାନ୍ତ; ଜାଣନ୍ତୁ କେଉଁ ଅଞ୍ଚଳର କେତେ

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ବୁଧବାର ଆଉ ୧୨ ନୂଆ କୋଭିଡ ପଜିଟିଭ୍‌ ମାମଲା ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରେ ୪ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ଥିବାବେଳେ ୮ ଲୋକାଲ୍‌ କେସ୍‌ ରହିଛି। ନୂଆ ହୋମ୍‌ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତଙ୍କ ମଧ୍ୟରେ…

ରାଜ୍ୟରେ ବାତିଲ ହେଲା +୨ ପରୀକ୍ଷା

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ବାତିଲ ହେଲା ବାକିଥିବା +୨ ପରୀକ୍ଷା। କଳା, ବିଜ୍ଞାନ, ବାଣିଜ୍ୟର ବାକିଥିବା ପରୀକ୍ଷା ବାତିଲ ହୋଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ଏ ନେଇ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କରୋନା ସ୍ଥିତି…

ବାହୁଡ଼ାରେ ମହାପ୍ରଭୁଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ଶେଷ କରିବା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଛନ୍ତି ମହାପ୍ରଭୁ। ଭକ୍ତଶୂନ୍ୟ ବାହାଡ଼ାଯାତ୍ରାରେ ମହାପ୍ରଭୁଙ୍କ ନୀତିକାନ୍ତି ସଅଳ ଅନୁଷ୍ଠିତ ହୋଇଥିଲା। ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ମହାପ୍ରଭୁଙ୍କ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri