Home Middle

ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ)-ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଖୁବଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ। ଓଡ଼ିଶା ହିନ୍ଦୁ ଦେବୋତ୍ତର ଆଇନ-୧୯୫୧ ଅନୁଯାୟୀ ମନ୍ଦିର ପରିଚାଳନା କରିବା ପରିବର୍ତ୍ତେ ରାଜ୍ୟ ସରକାରଙ୍କ ଏହି ନୂତନ ଆଇନ ଦ୍ୱାରା ସମସ୍ତ…

ବଡ଼ ଘୋଷଣା: ସବୁ ଜରୁରୀ ସହାୟତା ପାଇଁ ଏଣିକି ଡାଏଲ କରିବେ ‘୧୧୨’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜନସାଧାରଣଙ୍କ ସୁବିଧା ତଥା ତ୍ୱରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ସହାୟତା ନମ୍ବର ଯଥା ୧୦୦, ୧୦୧, ୧୦୨, ୧୦୪, ୧୦୮, ୧୮୧ ଓ ୧୦୯୮ ଏସବୁକୁ ଏକୀଭୂତ କରି ଗୋଟିଏ…

ଆସନ୍ତା ସପ୍ତାହରୁ ଦିଆଯିବ କରୋନା ଟିକା: ଫାଇଜର-ବାୟୋଏନ୍‌ଟେକ୍‌ ଟିକାକୁ ବ୍ରିଟେନରେ ମଞ୍ଜୁରୀ

ଲଣ୍ଡନ,୨।୧୨: ବ୍ରିଟେନରେ ଆସନ୍ତା ସପ୍ତାହରୁ ଲୋକଙ୍କୁ କରୋନା ପ୍ରତିଷେଧକ ଟିକା ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା ଟିକାକୁ ମଞ୍ଜୁରୀ ଦିଆଯାଇଛି। ଏହା ଦ୍ୱାରା ପ୍ରଥମ ପାଶ୍ଚାତ୍ୟ ଦେଶ ଭାବେ ବ୍ରିଟେନ୍‌ରେ କରୋନା ଟିକା…

ଜନ ଗଣ ମନ… ବଦଳାଇବା ପାଇଁ ଦାବି

ନୂଆଦିଲ୍ଲୀ,୨।୧୨: ରାଷ୍ଟ୍ର ଗାନ ଜନ ଗଣ ମନ…କୁ ପରିବର୍ତ୍ତନ କରିବା ପାଇଁ ଦାବି ହୋଇଛି। ଭାଜପା ସଦସ୍ୟ ସୁବ୍ରମଣ୍ୟମ୍‌ ସ୍ବାମୀ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଇତି ମଧ୍ୟରେ ସ୍ବାମୀ ପ୍ରଧାନମନ୍ତ୍ରୀଙ୍କ ପାଖକୁ ଲେଖିଥିବା ଚିଠିକୁ ସୋସିଆଲ୍‌…

ଗଲଓ୍ବାନ ଘାଟି ହିଂସା ଷଡ଼ଯନ୍ତ୍ର ରଚିଥିଲା ଚାଇନା: ଆମେରିକା ରିପୋର୍ଟ

ଓ୍ବାଶିଂଟନ,୨।୧୨: ପୂର୍ବ ଲଦାଖର ଗଲଓ୍ବାନ ଘାଟିରେ ଭାରତ ଚାଇନା ମଧ୍ୟରେ ଘଟିଥିବା ହିଂସା ନେଇ ଆମେରିକା ସଂସଦର ଏକ ଶୀର୍ଷ କମିଟି ପକ୍ଷରୁ ଏହାର ବାର୍ଷିକ ରିପୋର୍ଟ ଉପସ୍ଥାପନ କରାଯାଇଛି। ଆମେରିକାର ଚାଇନା ଆର୍ଥିକ ଏବଂ ସୁରକ୍ଷା ସମୀକ୍ଷା ଆୟୋଗ(ୟୁଏସ୍‌ସିସି) ପକ୍ଷରୁ…

ସରୁନି ଦୁଃଖ: ତାମିଲ୍‌ନାଡୁ ମୁହାଁ ସାମୁଦ୍ରିକ ଝଡ଼ ‘ବୁରେଭି’

ଚେନ୍ନାଇ,୨।୧୨: ଗତ ସପ୍ତାହରେ ସାମୁଦ୍ରିକ ଝଡ଼ ‘ନିଭାର’ ଯୋଗୁ ତାମିଲନାଡୁ, କେରଳ, ପୁଡୁଚେରୀର ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏବେ ପୁଣି ବଙ୍ଗୋପସାଗରରେ ସାମ୍ରଦିକ ଝଡ଼ ‘ବୁରେଭି’ ଧୀରେଧୀରେ ଶକ୍ତିଶାଳୀ ହେବାରେ ଲାଗିଛି। ଡିସେମ୍ବର ୩ ସକାଳେ ଏହା କନ୍ୟାକୁମାରୀ…

ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକା: ୩୬ ବର୍ଷ ପରେ ବି ମିଳିନି ନ୍ୟାୟ !

ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକାକୁ ଇତିମଧ୍ୟରେ ୩୬ ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ ଖସି ଯାଇଥିବା ଆଲୋଚନା ହେଉଛି । ୧୯୮୪ ଡିସେମ୍ବର ୨-୩ ତାରିଖ କାଳରାତିରେ ସ୍ଥାନୀୟ…

ବ୍ରହ୍ମପୁତ୍ରରେ ଡ୍ୟାମ୍‌ ଲାଗି ଭାରତର ଯୋଜନା

ନୂଆଦିଲ୍ଲୀ, ୨।୧୨(ପି.ଟି.): ବ୍ରହ୍ମପୁତ୍ର ନଦୀରେ ଚାଇନା ପକ୍ଷରୁ ଡ୍ୟାମ୍‌ କରାଯିବା ଲାଗି ଯୋଜନା ଚାଲିଥିବାବେଳେ ଭାରତ ପକ୍ଷରୁ ମଧ୍ୟ ଏକ ଡ୍ୟାମ୍‌ ନିର୍ମାଣ କରାଯିବ ବୋଲି ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି। ଅରୁଣାଚଳ ପ୍ରଦେଶରେ ଭାରତ ୧୦ ଗିଗାଓ୍ବାଟ୍‌ ହାଇଡ୍ରୋପାଓ୍ବାର ପ୍ରକଳ୍ପ କରିବାକୁ…

ପଛଘୁଞ୍ଚା ନାହିଁ କୃଷକ ଜାତକେ

ନୂଆଦିଲ୍ଲୀ,୨ା୧୨: ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀ ଓ ଜାତୀୟ ରାଜଧାନୀ ସୀମାରେ ଆନ୍ଦୋଳନ କରୁଥିବା ଚାଷୀମାନେ ପଛଘୁଞ୍ଚା ଦେବେ ନାହିଁ। କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଆନ୍ଦୋଳନ ପ୍ରତ୍ୟାହାର ପାଇଁ ମଙ୍ଗଳବାର ଚାଷୀ ନେତାମାନଙ୍କୁ ଅନୁରୋଧ କରିବା…

କୃଷକ-କେନ୍ଦ୍ର ବୈଠକ ନିଷ୍ଫଳ

ନୂଆଦିଲ୍ଲୀ,୨ା୧୨ (ପି.ଟି./ଆଇଏଏନ୍‌ଏସ୍‌): ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ଆନ୍ଦୋଳନରତ ଚାଷୀ ନେତାମାନଙ୍କ ସହ କେନ୍ଦ୍ର ସରକାରଙ୍କ ବୈଠକ ମଙ୍ଗଳବାର ଅମୀମାଂସିତ ରହିଛି। ୩୫ କୃଷକ ସଙ୍ଗଠନର ନେତା ଓ ୩ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟରେ ନୂଆଦିଲ୍ଲୀର କୃଷିଭବନଠାରେ ଚାଲିଥିବା ଆଲୋଚନାରୁ କିଛି…

ପୁଣି ନାଗାର୍ଜୁନ ବେଶ ସାମଗ୍ରୀ ଗାଏବ

ପୁରୀ ଅଫିସ,୨ା୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ଗାଏବ ଘଟଣା ପରେ ସୋମବାର ଜଣେ ସେବାୟତ କିଛି ବେଶ ସାମଗ୍ରୀ ନେଉଥିବା ଜଣାପଡ଼ିଥିଲା। ବାଘଛାଲ ଓ ଦୁଇଟି ଓଳମାଳ ଗାଏବ ହେବା ନେଇ ଆଲୋଚନା ଚାଲିଥିବାବେଳେ ମଙ୍ଗଳବାର କଦମ୍ବ…

ସ୍ପଷ୍ଟ କଲେ ସରକାର: ସମସ୍ତ ଦେଶବାସୀଙ୍କୁ ଦିଆଯିବ ନାହିଁ କରୋନା ଟିକା

ନୂଆଦିଲ୍ଲୀ,୧।୧୨: ସମଗ୍ର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୪୬,୨୮,୦୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୩୭୬୨୧ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏପରିସ୍ଥଳେ କୋଭିଡ୍‌ ଟିକା କାହାକୁ ଦିଆଯିବ ଅବା ନାହିଁ ସେ ନେଇ ବିଭିନ୍ନ ମନ୍ତବ୍ୟ ପ୍ରକାଶ ପାଉଥିଲା। ଏପରିକି ଭାରତର ପ୍ରତିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?