Home Middle

ରାଜ୍ୟରେ ୪୦୦ ତଳକୁ ଖସିଲା କରୋନା ପଜିଟିଭ୍‌ ସଂଖ୍ୟା , ୫ ମୃତ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୯ ଜଣ ଲୋକାଲ…

୨୦୨୨ ସୁଦ୍ଧା ପୃଥିବୀର ସମସ୍ତଙ୍କୁ ଦିଆଯିବ କରୋନା ଟିକା: ୨୦୦୦ ହଜାର କାର୍ଗୋ ବିମାନରେ ହେବ ପରିବହନ

ଓ୍ବାଶିଂଟନ,୧।୧୨: ପୃଥିବୀର ସମସ୍ତ ଲୋକଙ୍କୁ ୨୦୨୨ ସୁଦ୍ଧା କରୋନା ଟିକା ଦିଆଯିବ। ୭ ଶହ କୋଟି ଲୋକଙ୍କ ପାଖରେ ୧୪ ଶହ କୋଟି ଟିକା ପହଞ୍ଚାଇବା ପାଇଁ ବିଭିନ୍ନ ବିମାନ କମ୍ପାନୀଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଟିକା ପରିବହନ କାର୍ଯ୍ୟରେ…

ସୀମାରେ ଡିଆର୍‌ଡିଓ ଲ୍ୟାବ୍‌: ଏଲ୍‌ଓସି-ଏଲ୍‌ଏସି ଉପରେ ରହିବ କଡ଼ା ନଜର

ନୂଆଦିଲ୍ଲୀ,୧।୧୨: ସୀମାରେ ଗବେଷଣା ଜାରି ସହିତ ଏଲ୍‌ଓସି-ଏଲ୍‌ଏସି ଉପରେ କଡ଼ା ନଜର ରଖିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏଠାରେ ରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ )ର ଥିବା ୨ଟି ଲ୍ୟାବ୍‌କୁ ମିଶାଇ…

ଓସିଏ ଆୟୋଜନ କରିବ ଟି-୨୦ ଲିଗ୍‌

ଭୁବନେଶ୍ୱର, ୩୦ା୧୧ (ସ୍ପୋଟର୍‌ସ ବ୍ୟୁରୋ)-କଟକସ୍ଥିତ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) କ୍ଲବ ପରିସରରେ ଏହାର କର୍ମକର୍ତ୍ତା, ଫାଇନାନ୍ସ କମିଟି ଓ ଟୁର୍ନାମେଣ୍ଟ କମିଟି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା କ୍ରିକେଟର ଭବିଷ୍ୟତ ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା। ଆଗାମି…

ଇଟାଭାଟିରେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇଦେଲେ

ସଜନାଗଡ଼, ୩୦ା୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା ଏକ ଇଟାଭାଟିରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇ ଦିଆଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏନେଇ ନାବାଳିକାଙ୍କ ଦାଦା ନୀଳଗିରି ଥାନାରେ ଏତଲା ଦେଇଛନ୍ତି। ଉକ୍ତ ଇଟାଭାଟିରେ…

ରାଜ୍ୟ ସରକାରଙ୍କ ଡିସେମ୍ବର ଗାଇଡଲାଇନ: ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନେଇ ଡିସେମ୍ବର ମାସ ପାଇଁ ରାଜ୍ୟ ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। ଡିସେମ୍ବର ୩୧ ଯାଏ ଏହି ଗାଇଡଲାଇନ ବଳବତ୍ତର ରହିବ। କଣ୍ଟେନମେଣ୍ଟ ଜୋନରେ ଲକ ଡାଉନ ଜାରି କରାଯାଇପାରିବ। ସ୍ଥାନୀୟ ପ୍ରଶାସନ ସତର୍କତାର ସହ କଣ୍ଟେନମେଣ୍ଟ…

୩୨ ବର୍ଷ ତଳେ ଅନ୍ନଦାତାଙ୍କ ଆଗରେ ମୁଣ୍ଡ ନୁଆଇଁଥିଲେ ସରକାର: ଏବେ ହେବ କି ଏହାର ପୁନରାବୃତ୍ତି !

ନୂଆଦିଲ୍ଲୀ,୩୦।୧୧: କୃଷି ଆଇନକୁ ନେଇ ଦେଶବ୍ୟାପୀ ଅନ୍ନଦାତାଙ୍କ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ପ୍ରଦର୍ଶନକୁ ୫ ଦିନ ବିତିଛି। ଏହା ୩୨ ବର୍ଷ ତଳେ ୧୯୮୮ ଅକ୍ଟୋବର ୨୫ରେ ହୋଇଥିବା ଚାଷୀ ଆନ୍ଦୋଳନକୁ ମନେ ପକାଇ ଦେଇଛି। ୧୪ ରାଜ୍ୟର ୫…

ମୋଦିଙ୍କୁ ଘେରିଲେ ସୋନିଆ-ରାହୁଲ-ପ୍ରିୟଙ୍କା: କୃଷି ଆଇନ ବିରୋଧରେ କଂଗ୍ରେସର ସୋସିଆଲ ମିଡ଼ିଆ ଅଭିଯାନ

ନୂଆଦିଲ୍ଲୀ,୩୦।୧୧: କୃଷି ଆଇନକୁ ବିରୋଧ କରି କଂଗ୍ରେସ ପକ୍ଷରୁ ସୋସିଆଲ୍‌ ମିଡ଼ିଆରେ ଏକ ଅଭିଯାନ ସୋମବାରଠାରୁ ଆରମ୍ଭ ହୋଇଛି। ସ୍ପିକ୍‌ ଅପ୍‌ ଫର ଫାର୍ମରର୍ସ ନାମକ ଏହି ଅଭିଯାନରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ରାଷ୍ଟ୍ରୀୟ…

ବ୍ରହ୍ମପୁତ୍ର ନଦୀ ଉପରେ ଚାଇନାର ନଦୀ ବନ୍ଧ ଯୋଜନା: ଭାରତ-ବାଂଲାଦେଶ ଉପରେ ପଡ଼ିବ ପ୍ରଭାବ

ବେଜିଂ,୩୦।୧୧: ବ୍ରହ୍ମପୁୁତ୍ର ନଦୀ ଉପରେ ଚାଇନା ବିଶାଳକାୟ ନନ୍ଦୀବନ୍ଧ ନିର୍ମାଣ କରିବାକୁ ଯାଉଛି। ଏସମ୍ପର୍କରେ ଚାଇନାର ସରକାରୀ ଖବର କାଗଜ ଗ୍ଲୋବାଲ ଟାଇମ୍ସ୍‌ରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଲଦାଖରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏପରିସ୍ଥଳେ ଚାଇନା…

ସହାୟତା ଡେସ୍କରୁ ମିଳୁନି ସହଯୋଗ

ଅନୁଗୋଳ ଅଫିସ, ୩୦।୧୧: ମେଡିକାଲ ଆସିଥିବା ରୋଗୀଟିଏ ଉପଯୁକ୍ତ ଚିକିତ୍ସା ସେବା ପାଇପାରୁ ନ ଥିବା ଅନେକ ସମୟରେ ଦେଖାଯାଇଥାଏ। ଏପରି କି ବିଭାଗୀୟ ଡାକ୍ତରଙ୍କ ନିକଟରେ ସେ କିପରି ତୁରନ୍ତ ପହଞ୍ଚିପାରିବ ତାହା ମଧ୍ୟ ଜାଣି ନ ଥାଏ। ଏପରି…

ଚାହିଦା ବୃଦ୍ଧିରେ ମିଡିଲ୍‌ ଇଣ୍ଡିଆ

ନୂଆଦିଲ୍ଲୀ: କରୋନା ମହାମାରୀ ଚାପରେ ଭାରତର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ୭.୫% ଖସିଛି। ଏହା ପ୍ରଥମ ତ୍ରୈମାସରେ ୨୩.୯% ଖସିଥିଲା। ଏଭଳି ସ୍ଥିତିରେ…

ଚାଷୀଙ୍କ କଥା ଶୁଣନ୍ତୁ ସରକାର, ସେମାନେ ନୁହନ୍ତି ପାକିସ୍ତାନୀ: ଆନ୍ନା ହଜାରେ

ନୂଆଦିଲ୍ଲୀ,୨୯।୧୧: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଦେଶର ଚାଷୀ ସଂଗଠନ ଏକଜୁଟ ହୋଇଛନ୍ତି। ଚାଷୀ ସଂଗଠନକୁ ଏବେ ସମାଜସେବୀ ଆନ୍ନା ହଜାରେ ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ, କୃଷି ଆଇନ୍‌କୁ ନେଇ କେନ୍ଦ୍ର ସରକାର ଏବଂ ଚାଷୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?