Home Middle

ଭୁବନେଶ୍ୱରରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୩୫ ଲୋକାଲ କେସ୍‌

ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୩୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୫୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୨୩୫ ରହିଛି। ସେହିପରି ଆଜି ୩୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି ସୁଦ୍ଧା…

ଆଗ୍ରା ରାସାୟନିକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ଆଗ୍ରା,୭।୯-ଉତ୍ତରପ୍ରଦେଶ ଆଗ୍ରାସ୍ଥିତ ସିକନ୍ଦରା ଅଞ୍ଚଳରେ ଥିବା ଏକ ରାସାୟନିକ କାରଖାନାରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। କେମିକାଲ ଫ୍ୟାକ୍ଟ୍ରିରେ ଭୀଷଣ ନିଆଁ ଲାଗିବା ଯୋଗୁ ଆଖପାଖ ଅଞ୍ଚଳ ଧୂଆଁମୟ ହୋଇଯାଇଛି। ଖବରପାଇ ସ୍ଥାନୀୟ ଅଗ୍ନିଶମ…

ପର୍ଯ୍ୟଟନ ମନ୍ତ୍ରୀଙ୍କୁ କରୋନା, ଟୁଇଟ୍‌ କରି ଦେଲେ ସୂଚନା

ଭୁବନେଶ୍ୱର,୭ା୯(ବ୍ୟୁରୋ): ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ଆକ୍ରାନ୍ତ ହୋଇଛନ୍ତି। ମନ୍ତ୍ରୀ ନିଜେ ଟୁଇଟ୍‌ କରି ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୨୦ରୁ ନିରନ୍ତର ଭାବେ କାର୍ଯ୍ୟ କରିଆସୁଥିଲି। ଏହି ମହାମାରୀ ସମୟରେ ଲୋକମାନେ ଯେମିତି…

ଭାରତ ପାଲଟିଛି ପୃଥିବୀର କରୋନା କ୍ୟାପିଟାଲ: ଜବାବ ଦିଅନ୍ତୁ ମୋଦି

ନୂଆଦିଲ୍ଲୀ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରକୁ ଘେରିବା ଆରମ୍ଭ ହୋଇଛି। କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁର୍ଜଓ୍ବୋଲା କହିଛନ୍ତି ଯେ, ମୋଦି କରୋନା ରୋକିବା…

ଶକରଗଡ଼ ଲଞ୍ଚପ୍ୟାଡ୍‌ରେ ଶହେରୁ ଅଧିକ ଆତଙ୍କବାଦୀ: ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର, ୭।୯: ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଆତଙ୍କବାଦୀମାନେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ସ୍ଥାନୀୟ ସାମ୍ବା କଠୁଆ ସେକ୍ଟର ସମ୍ମୁଖରେ ଥିବା ଶକରଗଡ଼ରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ପ୍ରୋତ୍ସାହନରେ ଶହେରୁ ଅଧିକ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ…

କ୍ଷେପଣାସ୍ତ୍ରର ବେଗ ବଢ଼ିିବ: ଡିଆର୍‌ଡିଓ ପକ୍ଷରୁ ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, ୭।୯: ଆଗାମୀ ଦିନରେ ଭାରତ ପାଖରେ ଦ୍ରୁତବେଗରେ ଗତି କରିପାରୁଥିବା କ୍ଷେପଣାସ୍ତ୍ର ରହିବ। ଡିଆର୍‌ଡିଓ ପକ୍ଷରୁ ସଫଳତାର ସହିତ ଏହାର ପରୀକ୍ଷଣ ସୋମବାର କରାଯାଇଛି। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଓଡ଼ିଶାର ବାଲେଶ୍ୱରସ୍ଥିତ…

ରାଜଧାନୀରୁ ବାବର ଖାଲ୍‌ସା ଆତଙ୍କବାଦୀ ଗିରଫ: ଟାର୍ଗେଟରେ ଥିଲେ ରାଜନେତା

ନୂଆଦିଲ୍ଲୀ, ୭।୯: ଆତଙ୍କବାଦୀ ସଂଗଠନ ବାବର ଖାଲ୍‌ସାର ୨ ସଦସ୍ୟଙ୍କୁ ରାଜଧାନୀ ଦିଲ୍ଲୀରୁ ସୋମବାର ଗିରଫ କରାଯାଇଛି। ଦୁଇ ଆତଙ୍କବାଦୀ ଦିଲାଓ୍ବର ସିଂ ଏବଂ କିଲଓ୍ବନ୍ତ ସିଂଙ୍କ ଟାର୍ଗେଟରେ ପଞ୍ଜାବ ଏବଂ ଦିଲ୍ଲୀର ବହୁ ରାଜନେତା ଥିଲେ ବୋଲି ପୋଲିସ ପକ୍ଷରୁ…

ବର୍ଷା-ଅନୁଭବ ବିବାଦ: ଶୁଣାଣି ତାରିଖ ଘୁଞ୍ଚିଲା

କଟକ ଅଫିସ,୭ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍‌ଡିଜେଏମ୍‌ କୋର୍ଟଙ୍କ…

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ପୋଲ ତଳୁ ମିଳିଲା ଆଇଇଡ଼ି

ଶ୍ରୀନଗର, ୭।୯: ଜମ୍ମୁ-କଶ୍ମୀର କୁପଓ୍ବାରା ଜିଲାରେ ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ସ୍ଥାନୀୟ ଅରାମପୋରା ଅଞ୍ଚଳରେ ଥିବା ସୋପୋର-କୁପଓ୍ବାରା ପୋଲ ତଳେ ଆତଙ୍କବାଦୀମାନେ ଆଇଇଡ଼ି ପ୍ଲାଣ୍ଟ୍‌ କରିଥିଲେ। ସୂଚନା ପାଇ ସୁରକ୍ଷାକର୍ମୀ ଏହାକୁ ନିଷ୍କ୍ରିୟ କରି ଦେଇଛନ୍ତି।…

ଆଜି ଆଉ ୧୦ ଜୀବନ ନେଲା କରୋନା, ୫୫୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ…

CORONAVIRUS UPDATE: ରାଜ୍ୟରୁ ଆଜି ୩,୮୬୧ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ବୃଦ୍ଧି

ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୩,୮୬୧ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୨୭,୮୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୭୮…

କଂଗ୍ରେସ ଗଠନ କଲା ୭ କମିଟି: ଜିତିନ ପ୍ରସାଦ-ରାଜ ବବରଙ୍କୁ ଅଣଦେଖା

ନୂଆଦିଲ୍ଲୀ, ୭।୯: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ହାଇକମାଣ୍ଡ ଦଳକୁ ସାଂଗଠନିକସ୍ତରରେ ସୁଦୃଢ଼ କରିବା ଲାଗି ୭ଟି କମିଟି ଗଠନ କରିଛନ୍ତି। କମିଟିରେ ଦଳର ଯୁବ ଏବଂ ବରିଷ୍ଠ ସଦସ୍ୟଙ୍କୁ ସ୍ଥାନ ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri