Home Middle

ସାଢେ ୪ କୋଟି ଓଡିଆଙ୍କ ବିଜୟ : ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨ା୬(ବ୍ୟୁରୋ)-ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। କେତେକ ସର୍ତ୍ତ ଅନୁଯାୟୀ ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସେ ରାୟରେ ପ୍ରକାଶ କରିଛନ୍ତି। ତେବେ ଏ ନେଇ କେନ୍ଦ୍ରମନ୍ତ୍ରୀ…

ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ: ରଥଯାତ୍ରାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୨।୬: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ଅନୁମତି ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେତେକ ସର୍ତ୍ତ ଅନୁଯାୟୀ କେବଳ ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସୁପ୍ରିମକୋର୍ଟ ନିଜ ରାୟରେ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ…

୫୮ ବର୍ଷ ପରେ ଭାରତ-ଚାଇନା ସୀମାରେ ଯୁଦ୍ଧ ସଜବାଜ

ଲଦାଖ,୨୨।୬: ଗଲଓ୍ବାନ ଘାଟିରେ ଘଟିଥିବା ହିଂସକ ସଂଘର୍ଷ ପରେ ସୀମାରେ ଭାରତ ଚାଇନା ମୁହାଁମୁହିଁ ହେବାରେ ଲାଗିଛନ୍ତି। ଗୋଟିଏ ପଟେ ଶାନ୍ତିପୂର୍ଣ୍ଣ ଆଲୋଚନା ପାଇଁ ଉଭୟ ପକ୍ଷ ଉଦ୍ୟମ କରୁଥିବାବେଳେ ଅନ୍ୟପଟେ ସୀମାରେ ସଜବାଜ ହେବାରେ ଲାଗିଛନ୍ତି। ୫୮ ବର୍ଷ ପରେ…

CORONAVIRUS UPDATE: ଭୁବନେଶ୍ୱରରେ ଆଉ ୧୧ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୯୬ରେ ପହଞ୍ଚିଲା

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ଭୁବନେଶ୍ୱରରେ ପୁଣି ୧୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ବୟସ ଯଥାକ୍ରମେ ୨୧,୨୨, ୩୦, ୩୩, ୪୦ ଏବଂ ୫୫।…

ପୁରୀ ଅଭିମୁଖେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଅଭୟ; ଅନୁଧ୍ୟାନ କରିବେ ଆଇନ ଶୃଙ୍ଖଳା ପରିସ୍ଥିତି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନ ହେବ ସେ ନେଇ ନାନା ଆଶା ଆଶଙ୍କା ଲାଗିରହିଛି। ଅନ୍ୟପକ୍ଷରେ ରଥଯାତ୍ରା ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟରେ ମାମଲା ଶୁଣାଣି ଚାଲିଥିବା ବେଳେ ପୁରୀ ଗସ୍ତରେ ଯାଇଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ…

ଘରେ ବସି ରଥଯାତ୍ରା ରାୟ ଶୁଣାଇବେ ପ୍ରଧାନ ବିଚାରପତି

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପୁରୀ ରଥଯାତ୍ରା ଆୟୋଜନ ମାମଲାର ଶୁଣାଣି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏସ.ଏ ବୋବଡେଙ୍କ ନେତୃତ୍ୱାଧୀନ ତିନି ଜଣିଆ ଖଣ୍ଡପୀଠ କରିବେ। ନିଜ ନାଗପୁର ସ୍ଥିତ ବାସଭବନରୁ ପ୍ରଧାନ ବିଚାରପତି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମାମଲା ଶୁଣାଣି କରିବେ ବୋଲି…

ରଥଯାତ୍ରାକୁ କେନ୍ଦ୍ର, ରାଜ୍ୟର ସମର୍ଥନ: ପରମ୍ପରା ବଜାୟ ରହୁ କହିଲେ ସଲିସିଟର ଜେନେରାଲ

ନୂଆଦିଲ୍ଲୀ,୨୨।୬: ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଛନ୍ତି। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି ଉପସ୍ଥାପନ କରିଛନ୍ତି। ବର୍ଷ ବର୍ଷ ଧରି ଚାଲିଥିବା ପରମ୍ପରା ବନ୍ଦ ନ କରାଯାଉ।…

ନୌଶେରା ସେକ୍ଟରରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଭାରତୀୟ ଯବାନ ଶହୀଦ,୧୨ରୁ ଅଧିକ ପାକିସ୍ତାନୀ ସୈନ୍ୟ ଆହତ

ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀରର ନୌଶେରାସ୍ଥିତ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ପୁଞ୍ଛ ଜିଲାର କ୍ରିଷ୍ଣାଘାଟି, ରାଜୌରୀ ଏବଂ ନୌଶେରା ସେକ୍ଟରକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଭୋର୍‌ ୩ଟା ୩୦…

ସୁପ୍ରିମକୋର୍ଟରେ ରଥଯାତ୍ରା ଶୁଣାଣି: ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୁପ୍ରିମକୋର୍ଟରେ ବର୍ତ୍ତମାନ ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗକୁ ନେଇ  ଶୁଣାଣି ଆରମ୍ଭ ହୋଇଛି। ଏହି ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠକୁ ରେସିଡେଣ୍ଟ କମିଶନର ସଞ୍ଜୀବ ମିଶ୍ର…

CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଲା

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତରେ ସୋମବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୪୬ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫କୁ…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୩ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩କୁ ବୃଦ୍ଧି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୩୭…

ଚାଇନାକୁ କଡ଼ା ଜବାବ ଦେବାକୁ ଭାରତବାସୀ ହୁଅନ୍ତୁ ଏକଜୁଟ: ମନମୋହନ ସିଂ

ନୂଆଦିଲ୍ଲୀ, ୨୨।୬: ଭାରତ ଚାଇନା ସୀମାରେ ବୃଦ୍ଧି ପାଉଥିବା ଉତ୍ତେଜନା ନେଇ କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମୁହଁ ଖୋଲିଛନ୍ତି। ଏଥିପାଇଁ ଭାରତବାସୀଙ୍କୁ ଏକଜୁଟ ହେବାକୁ ପଡ଼ିବ ବୋଲି ସେ କହିଛନ୍ତି। ଗଲଓ୍ବାନରେ ଶହୀଦ୍‌ ହୋଇଥିବା ଯବାନଙ୍କ ବଳିଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri