ସେନାକୁ ଅସ୍ତ୍ର ବ୍ୟବହାର ସ୍ବାଧୀନତା
ନୂଆଦିଲ୍ଲୀ,୨୨ା୬(ପି.ଟି./ଆଇଏଏନ୍ଏସ୍) : ସମୟ ସହ ତାଳ ଦେଇ ପରିବର୍ତ୍ତିତ ପରିସ୍ଥିତିରେ ଆଭିମୁଖ୍ୟ ବଦଳାଇଛି ଭାରତ। ଗଲଓ୍ବାନ ଉପତ୍ୟକାରେ ଚାଇନା ସୈନ୍ୟଙ୍କ ସହ ସଂଘର୍ଷରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଏବେ ସୀମାନ୍ତ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି)ରେ ଭାରତ ପକ୍ଷରୁ…
ରାଜଧାନୀରେ ଡକ୍ଟରେଟ୍ ଡିଗ୍ରୀ ଠକେଇ ର଼୍ୟାକେଟ
ଭୁବନେଶ୍ୱର,୨୨।୬ (ବ୍ୟୁରୋ): ପାଠପଢ଼ା, ଗବେଷଣା କି ପରୀକ୍ଷା ଦେବାକୁ ପଡ଼ିବନି। ଟଙ୍କାରେ ମିଳୁଛି ବିଭିନ୍ନ ଡକ୍ଟରେକ୍ଟ ଡିଗ୍ରୀ। ଏଭଳି ଏକ ବିଜ୍ଞାପନ ସୋସିଆଲ ମିଡ଼ିଆରେ ଘୂରି ବୁଲୁଥିବାବେଳେ ସାର୍ଟିଫିକେଟ ପାଇବା ଆଶାରେ ହଜାର ହଜାର ଛାତ୍ରୀଛାତ୍ର ଠକେଇର ଶିକାର ହୋଇଛନ୍ତି। ଟଙ୍କା…
ଆଜି ପୂର୍ବାହ୍ନ ୧୧ଟାରେ ରଥଯାତ୍ରା ଶୁଣାଣି
ଭୁବନେଶ୍ୱର,୨୨।୬: ଚଳିତବର୍ଷ ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରିମ୍କୋର୍ଟ ଗତ ୧୮ତାରିଖରେ ଦେଇଥିବା ରାୟର ପୁନର୍ବିଚାର କରିବା ପାଇଁ ଏକାଧିକ ଆବେଦନ ହୋଇଛି। ୧୬ରୁ ଊର୍ଦ୍ଧ୍ୱ ଆବେଦନଗୁଡ଼ିକର ସୋମବାର ଶୁଣାଣି ହେବ। ବିଚାରପତି ଏସ୍.ରବୀନ୍ଦ୍ର ଭଟ୍ଟଙ୍କ ଜଣିକିଆ…
କାଠଗଡ଼ାରେ ରଥଯାତ୍ରା ଭାଗ୍ୟ, ରାୟ ଅପେକ୍ଷାରେ ଶ୍ରଦ୍ଧାଳୁ
ପୁରୀ ଅଫିସ,୨୨।୬: ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଚଳିତବର୍ଷ ବଡ଼ଦାଣ୍ଡରେ ଗଡ଼ିବ ନାହିଁ ରଥ। ସର୍ବୋଚ୍ଚ ଅଦାଲତଙ୍କ ଏହି ରାୟକୁ ରାଜ୍ୟ ସରକାର ସ୍ବାଗତ କରିଛନ୍ତି। ହେଲେ ଏହାକୁ ଗ୍ରହଣ କରିପାରୁ ନାହାନ୍ତି କୋଟି କୋଟି ଜଗନ୍ନାଥ ପ୍ରେମୀ। ସୁପ୍ରିମକୋର୍ଟଙ୍କ ରାୟର ପୁନର୍ବିଚାର…
ସୋସିଆଲ ମିଡିଆରୁ ଯୁବତୀଙ୍କ ଫଟୋ ନେଇ ପର୍ନସାଇଟରେ ହେଉଛି ଅପଲୋଡ୍
ଭୁବନେଶ୍ୱର,୨୧ା୬(ବ୍ୟୁରୋ)-ଆଜିର ବ୍ୟସ୍ତବହୁଳ ଜୀବନରେ ଅନେକ ଯୁବପିଢି କିଛି ଲାଇକ୍ ପାଇଁ ନିଜର ଫଟୋକୁ ସୋସିଆଲ ମିଡ଼ିଆରେ ଛାଡୁଛନ୍ତି। ବିଶେଷ କରି ଯୁବତୀମାନେ ସୋସିଆଲ ମିଡ଼ିଆରେ ଫଟୋ ଛାଡିବାରେ ପୁରୁଷଙ୍କ ଅପେକ୍ଷା ଆଗରେ ଅଛନ୍ତି। କିନ୍ତୁ ସେମାନଙ୍କ ଫଟୋ ସୋସିଆଲ ମିଡ଼ିଆରୁ ନିଆଯାଇ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୬ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୩ ,୭୨୦ରେ ପହଞ୍ଚିଲା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩ ହଜାର ୭୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ରବିବାର ସୁସ୍ଥ…
ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ ରଥଯାତ୍ରା ଶୁଣାଣି
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପୂର୍ବାହ୍ନ ୧୧ଟାରେ ଜଷ୍ଟିସ୍ ଏସ୍ ରବୀନ୍ଦ୍ର ଭଟ୍ଟଙ୍କ କୋର୍ଟରେ ଏହି ଶୁଣାଣି ହେବ। ଜଣିକିଆ ବେଞ୍ଚରେ ଏହି ଶୁଣାଣି ହେବ। ରଥଯାତ୍ରା ପୁନର୍ବିଚାର ନେଇ…
CORONAVIRUS UPDATE: ଭୁବନେଶ୍ୱରରେ ଆଉ ଜଣେ କରୋନା ପଜିଟିଭ୍, ୧୮୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରବିବାର ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆକ୍ରାନ୍ତ ଜଣଙ୍କ ଚନ୍ଦ୍ରଶେଖରପୁର ନିଳାଦ୍ରୀବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ସେ ଅନ୍ୟ ଜଣେ ଆକ୍ରାନ୍ତଙ୍କ…
ସୁପ୍ରିମକୋର୍ଟଙ୍କ ରାୟ ନେଇ ଶଙ୍କରାଚାର୍ଯ୍ୟଙ୍କ ଉଦ୍ବେଗ: ‘ରଥଯାତ୍ରା ବନ୍ଦ ପାଇଁ ଏହା ସୁଚିନ୍ତିତ ଯୋଜନା’
ପୁରୀ ଅଫିସ, ୨୧।୬: ଚଳିତ ବର୍ଷ ବଡ଼ଦାଣ୍ଡରେ ଗଡ଼ି ପାରିବନି ମହାପ୍ରଭୁଙ୍କ ରଥ। ମହାମାରୀ କରୋନା ସଂକ୍ରମଣକୁ ନେଇ ରଥଯାତ୍ରା ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନ୍ୟାୟକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ଗୋବର୍ଦ୍ଧନ…
୧୧ ଦିନରେ ଲକ୍ଷେ ୩୪ ହଜାର
ନୂଆଦିଲ୍ଲୀ, ୨୧।୬:ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଲଗାତାର ୧୧ ଦିନ ଧରି ଦେଶରେ ହାରାହାରି ୧୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ଜୁନ୍ ୧୦ଠାରୁ ଜୁନ୍ ୨୦ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ମୃତକଙ୍କ ମଧ୍ୟରେ ବରଗଡ଼ ଜିଲାର ଜଣେ ୭୬ ବର୍ଷୀୟ ବୃଦ୍ଧ ଥିବା ବେଳେ ଜଣେ ଗଞ୍ଜାମ ଜିଲାର ୪୯ ବର୍ଷୀୟ ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା…
CORONAVIRUS UPDATE: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ; ଆଜି ସର୍ବାଧିକ ୩୦୪ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୩୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୨ଜଣ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୩୨ ଲୋକାଲ୍ କଣ୍ଟାକ୍ଟ କେସ୍ ଥିବା ସୂଚନା ଓ ଲୋକସଂମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ ଟୁଇଟ୍ କରି ସୂଚନା ଦିଆଯାଇଛି।…
Archives


