Home Middle

ମୁମ୍ବାଇ-ଅହମଦାବାଦ୍‌-ଜୟପୁର-ଜମ୍ମୁରେ ସୂର୍ଯ୍ୟୋପରାଗ ଆରମ୍ଭ

ନୂଆଦିଲ୍ଲୀ, ୨୧।୬: ମୁମ୍ବାଇ, ଅହମଦାବାଦ୍‌, ଜୟପୁର ଏବଂ ଜମ୍ମୁରେ ସୂର୍ଯ୍ୟୋପରାଗ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟା ୧ରେ ମୁମ୍ବାଇର ପୁଣେରେ ସୂର୍ଯ୍ୟୋପରାଗ ଆରମ୍ଭ ହୋଇଥିବାବେଳେ ଅହମଦାବାଦରେ ୧୦ଟା ୪, ଜୟପୁରରେ ୧୦ଟା ୧୫ ଏବଂ ଜମ୍ମୁରେ ୧୦ଟା ୨୧ରେ ଆରମ୍ଭ ହୋଇଛି।…

ନାକ୍‌ ମାନ୍ୟତା ପାଇନାହାନ୍ତି ରାଜ୍ୟର ୮୪% ଶିକ୍ଷାନୁଷ୍ଠାନ: ବିପୁଳ ଆର୍ଥିକ ଅନୁଦାନ ହରାଉଛି ରାଜ୍ୟ

ଭୁବନେଶ୍ୱର,୨୧।୬: କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ତାଲିକାରେ ଓଡ଼ିଶାର ସରକାରୀ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। କେବଳ ଉତ୍କଳ ବିଶ୍ୱବିଦ୍ୟାଳୟ ଶ୍ରେଷ୍ଠ ଶହେ ବିଶ୍ୱବିଦ୍ୟାଳୟ ମଧ୍ୟରେ ରହିଛି। ଆଉ କୌଣସି ଶିକ୍ଷାନୁଷ୍ଠାନ…

ଆଦିବାସୀଙ୍କ ଜୀବିକା ବିପନ୍ନ: ବିକ୍ରି ହେଉନି ଶାଳମଞ୍ଜି, ମିଳୁନି ସହାୟକ ମୂଲ୍ୟ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ମହାମାରୀ କରୋନା କେବଳ ସ୍ବାସ୍ଥ୍ୟ ପାଇଁ ବିପଦ ସୃଷ୍ଟି କରିନାହିଁ, ଏହି ଭୂତାଣୁ ଜୀବନଜୀବିକାକୁ ମଧ୍ୟ ଗଭୀର ଭାବେ ପ୍ରଭାବିତ କରିଛି। କରୋନା ରୋକିବା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ବଣପାହାଡ଼ ଘେରା ଦୁର୍ଗମ ଅଞ୍ଚଳରେ ରହୁଥିବା ଆଦିବାସୀ ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା: ପୁରୀ ରଥଯାତ୍ରାକୁ ଅନୁମତି ଦିଆଯାଉ

ଭୁବନେଶ୍ୱର,୨୦।୬(ବ୍ୟୁରୋ)- ପୁରୀର ଶ୍ରୀ ଜଗନ୍ନାଥ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ନ କରିବା ପାଇଁ ସୁପ୍ରିମ କୋର୍ଟ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର କୋର୍ଟଙ୍କ ଆଦେଶକୁ ପାଳନ କରିବାକୁ ଜୁନ ୧୮ ତାରିଖରେ ଅନୁଷ୍ଠିତ ସ୍ବତନ୍ତ୍ର କ୍ୟାବିନେଟ ବୈଠକରେ ଅନୁମୋଦନ…

ମୁକେଶ ହେଲେ ବିଶ୍ୱର ନବମ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୨୦।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବ୍ଲୁମ୍‌ବର୍ଗ ବିଲିୟନେୟାର ସୂଚୀରେ ବିଶ୍ୱର ଶୀର୍ଷ ୧୦ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ସାମିଲ ହୋଇଛନ୍ତି। ପ୍ରାୟ ୬୪.୬ ବିଲିୟନ ଡଲାର ସମ୍ପତ୍ତି ସହ ତାଲିକାରେ ସେ ନବମ ସ୍ଥାନରେ ରହିଛନ୍ତି। ସେ ଏକମାତ୍ର…

ଦିଲ୍ଲୀରେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ: ପତ୍ନୀ, ଦୁଇ ଝିଅ ମଧ୍ୟ ସଂକ୍ରମିତ

ଭୁବନେଶ୍ୱର, ୨୦।୬(ବ୍ୟୁରୋ)-  ଦିଲ୍ଲୀରେ ଜଣେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ହେଲେ ୩୯ ବର୍ଷୀୟ ଡା. ଅଶ୍ୱିନୀ କୁମାର ପ୍ରତାପ। ତାଙ୍କ ଘର କଟକ ଜିଲା ବାଙ୍କୀରେ। ସେ ନ୍ୟାଶନାଲ ହେଲ୍‌ଥ ସିଷ୍ଟମ ରିସୋର୍ସ ସେଣ୍ଟର(ଏନ୍‌ଏଚ୍‌ଏସ୍‌ଆର୍‌ସି)ରେ ଜଣେ ସିନିୟର…

CORONAVIRUS UPDATE: ଆଜି ସର୍ବାଧିକ ୨୩୭ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୩୫୩୪କୁ ବୃଦ୍ଧି

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଆରୋଗ୍ୟ ସଂଖ୍ୟା ବଢ଼ୁଛି। ଏହି କ୍ରମରେ ଶନିବାର ରାଜ୍ୟରେ ସର୍ବାଧିକ ୨୩୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୫୩୪କୁ ବୃଦ୍ଧି…

କରୋନା ଚିକିତ୍ସା ପାଇଁ ଆସିଲା ଔଷଧ: ଦାମ ମାତ୍ର ୧୦୩ ଟଙ୍କା

ନୂଆଦିଲ୍ଲୀ,୨୦।୬: ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲ କମ୍ପାନୀ କରୋନାରେ ସାମାନ୍ୟ ଭାବେ ପୀଡ଼ିତ ରୋଗୀଙ୍କ ଚିକିତ୍ସା ପାଇଁ ଏକ ଆଣ୍ଟିଭାଇରାଲ ଔଷଧ ଆଣିଛନ୍ତି। ଫାଭିପିରାଭିର(Favipiravir) ଆଣ୍ଟିଭାଇରାଲ ଔଷଧକୁ ଫାଭିଫ୍ଲୁ ବ୍ରାଣ୍ଡ ନାମରେ ଲଞ୍ଚ କରାଯାଇଛି। କମ୍ପାନୀ ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। କମ୍ପାନୀ…

ଭୁବନେଶ୍ୱରରେ ମାଡ଼ିବାରେ ଲାଗିଲାଣି କରୋନା: ଆଉ ୧୯ ପଜିଟିଭ୍‌ ଚିହ୍ନଟ; ଅଛି ୧୫ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ଅଞ୍ଚଳରେ ଶନିବାର ଆଉ ୧୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୧୫ ଲୋକାଲ କେସ୍‌ ରହିଛି। ସେହିଭଳି ୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ବିଏମ୍‌ସି…

୨୬/୧୧ ମୁମ୍ବାଇ ଆକ୍ରମଣ ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣା ଗିରଫ: ଭାରତକୁ ପ୍ରତ୍ୟର୍ପଣର ହେବ ବିଚାର

ଲସ୍‌ ଏଞ୍ଜେଲସ୍‌/ ନୂଆଦିଲ୍ଲୀ, ୨୦।୬: ମୁମ୍ବାଇ ୧୬/୧୧ ଆକ୍ରମଣର ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣାଙ୍କୁ ଲସ୍‌ ଏଞ୍ଜେଲସ୍‌ ପୋଲିସ ଗିରଫ କରିଛି। ମୂଳ ପାକିସ୍ତାନୀ ରାଣା କାନାଡ଼ାରେ ରହି ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନକୁ ସହାୟତା ଯୋଗାଉଥିଲେ। ସେ ଗତ ୧୪ ବର୍ଷ ଧରି…

ଭୁବନେଶ୍ୱର ଡୁମ୍‌ଡୁମା ସୁବାସ ନଗର ବସ୍ତିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀର ଡୁମଡୁମା ଅଞ୍ଚଳ ସୁବାସ ନଗର ବସ୍ତିକୁ ଶନିବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସୁବାସ ନଗର ବସ୍ତିରୁ ଏକାଧିକ କରୋନା ପଜିଟିଭ୍‌ ବାହାରିଛି। ଏପରିକି ସେମାନଙ୍କର କୌଣସି ଟ୍ରାଭେଲ୍‌ ହିଷ୍ଟ୍ରି ନାହିଁ। ଏହାକୁ ଦୃଷ୍ଟିରେ ରଖି ଡୁମ୍‌ଡୁମା…

ଆତ୍ମନିର୍ଭର ଭାରତ ବାଟରେ କଣ୍ଟା: ବଜାରରେ କୋଟି କୋଟି ଟଙ୍କାର ଚାଇନା ସାମଗ୍ରୀ

ନୂଆଦିଲ୍ଲୀ, ୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭର ଭାରତ ଗଠନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଲୋକେ ସ୍ବଦେଶୀ ଉତ୍ପାଦ ବ୍ୟବହାର କଲେ ଦେଶର ଆର୍ଥତ୍କ ସ୍ଥିତିରେ ସୁଧାର ଆସିବାର ଆଶା ରହିଛି। ତେବେ ଆତ୍ମନିର୍ଭର ଭାରତ ବାଟରେ କଣ୍ଟା ସାଜିଛି ଚାଇନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri