ସୀମାରେ ଯବାନଙ୍କ ପାଖରେ ଅସ୍ତ୍ର ଥାଏ
ନୂଆଦିଲ୍ଲୀ,୧୯ା୬:ଚାଇନା ସୀମାରେ ମୁତୟନ ସମସ୍ତ ଭାରତୀୟ ଯବାନଙ୍କ ପାଖରେ ଅସ୍ତ୍ରଶସ୍ତ୍ର ଥାଏ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଗୁରୁବାର କହିଛନ୍ତି। ଗଲଓ୍ବାନକୁ ବିନା ଅସ୍ତ୍ରରେ ଭାରତୀୟ ଯବାନଙ୍କୁ କାହିଁକି ପଠାଯାଇଥିଲା ଓ ଏଥିପାଇଁ କିଏ ଦାୟୀ ବୋଲି କଂଗ୍ରେସ ନେତା…
ଏଲ୍ଏସିରେ ଯୁଦ୍ଧ ଭଳି ସ୍ଥିତି
ନୂଆଦିଲ୍ଲୀ/ ଲେହ,୧୯ା୬:ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ ଓ ଚାଇନା ସେନା ମଧ୍ୟରେ ସଂଘର୍ଷ ଘଟି ଉଭୟ ପକ୍ଷର ସୈନ୍ୟ ମୃତାହତ ହେବା ପରେ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି)ରେ ଯୁଦ୍ଧ ଭଳି ସ୍ଥିତି ସୃଷ୍ଟି ହୋଇଛି। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି…
କ୍ୟାବିନେଟ ନିଷ୍ପତ୍ତି: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହେବ
ଭୁବନେଶ୍ୱର,୧୭ା୬(ବ୍ୟୁରୋ)-ଚଳିତବର୍ଷ ପୁରୀରେ ଶ୍ରୀଜୀଉଙ୍କ ରଥଯାତ୍ରା ଅନୁଷ୍ଠିତ ହେବ ନାହିଁ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଆଇନ ବିଭାଗ ପକ୍ଷରୁ ଦିଆଯାଇଥିବା ସଂକଳ୍ପକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭ କରୋନା ଆକ୍ରାନ୍ତ, କଟକର ସର୍ବାଧିକ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୭ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଟୁଇଟ୍ କରି ସୂଚନା ଦିଆଯାଇଛି। ନୂତନ ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରେ କଟକର ସର୍ବାଧିକ ୧୭ଜଣ ଥିବା ବେଳେ…
ରଥଯାତ୍ରା ପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା ଦେବେ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ଚଳିତବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଓ ଏହାସହ ଜଡ଼ିତ ଅନ୍ୟ କାର୍ଯ୍ୟକଳାପକୁ ଅନୁମତି ଦିଆଯିବ ନାହିଁ। ଏଥିପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା କରିବେ ନାହିଁ ବୋଲି ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ…
ପାକିସ୍ତାନ-ଚାଇନା-ନେପାଳ ସହିତ ସୀମା ବିବାଦ: ମୋଦିଙ୍କ ପାଇଁ ପାଲଟିଛି ଅଗ୍ନି ପରୀକ୍ଷା
ନୂଆଦିଲ୍ଲୀ, ୧୮।୬: ଭାରତ ସହିତ ପାକିସ୍ତାନ,ଚାଇନା ଓ ନେପାଳର ସୀମା ବିବାଦ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅଗ୍ନି ପରୀକ୍ଷା ପାଲଟିଛି। ଚାଇନାର ସୀମା ବିବାଦ ଯୋଗୁ ଗଲଓ୍ବାନ ଘାଟିରେ ସଂଘର୍ଷ ଘଟି ସାରିଛି। ଏହାର ସମାଧାନ…
ଏବର୍ଷ ରଥଯାତ୍ରା ବନ୍ଦ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ପୁରୀ ରଥଯାତ୍ରାକୁ ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ଘଟିଛି। ଏ ବର୍ଷ ଘୋଷଯାତ୍ରାକୁ ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ରାୟ ଦେଇଛନ୍ତି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ୍ ହୋଇଥିବା ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ…
CORONAVIRUS UPDATE: ରାଜ୍ୟରେ ପୁଣି ୧୭୪ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨କୁ ବୃଦ୍ଧି
ଭୁବନେଶ୍ୱର,୧୮।୬(ବ୍ୟୁରୋ) ରାଜ୍ୟରେ ଗୁରୁବାର ପୁଣି ୧୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫୦୦କୁ ଟପିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ କ୍ୱାରାଣ୍ଟାଇନ୍ ସେଣ୍ଟରର ରହିଥିବା ବେଳେ ୨୮ଜଣ ସ୍ଥାନୀୟ ଅଞ୍ଚଳର ରହିଥିବା…
୮ମ ଥର ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ହେଲା ଭାରତ
ଜେନେଭା, ୧୮।୬: ଭାରତ ୮ମ ଥର ପାଇଁ ଜାତିସଂଘ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବେ ନିର୍ବାଚିତ ହୋଇଛି। ଏନେଇ ହୋଇଥିବା ଭୋଟିଂରେ ୧୯୩ ସଦସ୍ୟ ରାଷ୍ଟ୍ର ଅଂଶଗ୍ରହଣ କରିଥିଲେ। ଭାରତ ସପକ୍ଷରେ ୧୮୪ ଦେଶ ନିଜର ସମର୍ଥନ ଦେଇଥିଲେ। ଆମେରିକା…
୧୬.୬% ଖସିଯିବ ରାଜ୍ୟ ଜିଡିପି
ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ମହାମାରୀ ସାରା ବିଶ୍ୱ ଲାଗି ସଙ୍କଟ ଭାବେ ଉଭାହୋଇଛି। ଏହା କେବଳ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିନାହିଁ ବରଂ ବିଶ୍ୱ ଅର୍ଥ ବ୍ୟବସ୍ଥାକୁ ଗଭୀର ଭାବେ ବିପର୍ଯ୍ୟସ୍ତ କରିଛି। ଜୀବନ ଏବଂ ଜୀବିକା ମହାମାରୀ ଯୋଗୁ ଗଭୀର ଭାବେ…
ପ୍ରଧାନମନ୍ତ୍ରୀଙ୍କ ନିକଟରେ ୩ ଦାବି ରଖିଲେ ନବୀନ
ଭୁବନେଶ୍ୱର,୧୭।୬(ବ୍ୟୁରୋ)-କରୋନା(କୋଭିଡ୍-୧୯) ମହାମାରୀ ସଂକ୍ରମଣ ଆଶଙ୍କା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ଯୁକ୍ତ ଦୁଇ ପରୀକ୍ଷା ମଧ୍ୟ ଅଧାରୁ ବନ୍ଦ ରହିଛି। ଅବଶିଷ୍ଟ ପରୀକ୍ଷା ଶେଷ ହେବା ପରେ ଜାତୀୟ ସ୍ତରରେ ହେଉଥିବା ଏନ୍ଇଇଟି, ଜେଇଇ ମେନ, ସିଏଲ୍ଏଟି ଭଳି ପ୍ରବେଶିକା…
ବିଏମ୍ସିର ସୂଚନା: ରାଜଧାନୀରେ ପୁଣି ୧୭ କରୋନା ପଜିଟିଭ୍ ଚିହ୍ନଟ; ଅଛନ୍ତି ୭ ରେଳ ବିଭାଗ ଅଧିକାରୀ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜଧାନୀରୁ ୧୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ହୋମ୍ କ୍ୱାରାଣ୍ଟାଇନ୍ର ଥିବା ବେଳେ ୩ ଲୋକାଲ କେସ୍ ରହିଛି। ସେହିଭଳି ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବୁଧବାର…
Archives


