Home Middle

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୩ ହଜାର ଟପିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ଆରୋଗ୍ୟ ଲାଭ କରିଥିବା କୋଭିଡ ସଂକ୍ରମିତଙ୍କ ମଧ୍ୟରେ କନ୍ଧମାଳର ସର୍ବାଧିକ ୧୪…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପ୍ରତି ପଞ୍ଚାୟତରେ ହେବ ‘କୋଭିଡ୍‌ କେୟାର ହୋମ୍‌’; ପ୍ରାଥମିକ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ରଖାଯିବ

ଭୁବନେଶ୍ୱର,୧୭।୬(ବ୍ୟୁରୋ): କରୋନା ମୁକାବିଲା ନେଇ ପରବର୍ତ୍ତୀ ରଣକୌଶଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟର ପ୍ରତି ପଞ୍ଚାୟତରେ କୋଭିଡ କେୟାର ହୋମ୍‌ କରାଯିବ। ଏଥିରେ ୧୦ରୁ ୨୦ଜଣ ବ୍ୟକ୍ତି ରହିପାରିବେ। କୋଭିଡ କେୟାର ହୋମ୍‌ରେ ସାରା…

ଡ୍ରାଗନ ନାଲି ଆଖି ଦେଖାଇବାର ୩ ମୁଖ୍ୟ କାରଣ

ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଉତ୍ତେଜନା ଦେଖାଦେଇଛି। ତେବେ ସୀମା ବିବାଦ ପଛରେ ଚାଇନାର ନିହିତ ସ୍ବାର୍ଥ ରହିଛି। ୩ ମୁଖ୍ୟ କାରଣ ଯୋଗୁ ଡ୍ରାଗନ ଭାରତକୁ ନାଲି ଆଖି ଦେଖାଇବା ଆରମ୍ଭ କରିଥିବା…

କୂଟନୀତି ନୁହେଁ ମୂକନୀତି: ୪୪ ଦିନ ଧରି ଭାରତ-ଚାଇନା ବିବାଦ ନେଇ ମୋଦି-ଜୟଶଙ୍କର ନୀରବ

ନୂଆଦିଲ୍ଲୀ, ୧୭।୬: ଭାରତ ଚାଇନା ସୀମାରେ ଗଲଓ୍ବାନ ଘାଟିରେ ଥିବା ପଏଣ୍ଟ ୧୪ ନେଇ ଦୁଇଦେଶ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ମେ ୫ଠାରୁ ଦୁଇପକ୍ଷଙ୍କ ମଧ୍ୟରେ ବିବାଦର ସୂତ୍ରପାତ ଘଟିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନୀରବତା…

CORONAVIRUS UPDATE: ରାଜ୍ୟରେ ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ…

ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କର ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ପୁଅ ମାନସ ଦତ୍ତ ସୂଚନା…

ଦେଶରେ କରୋନା ସଙ୍କଟ ଜାରି: ୨୪ ଘଣ୍ଟାରେ ୨୦୦୩ ମୃତ, ୧୦,୯୭୪ ଆକ୍ରାନ୍ତ

ନୂଆଦିଲ୍ଲୀ,୧୭।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୯୭୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୪ ହଜାର ୬୫ ହୋଇଛି…

ଆହୁରି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା: ବଡ଼ଦାଣ୍ଡରୁ ହଟିବେ ଉଠା ଦୋକାନୀ, ୧୯ ସୁଦ୍ଧା କ୍ୟାବିନ୍‌ ଉଠାଇବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୧୬।୬: ପୁଣି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା। ମଙ୍ଗଳବାର ବଡ଼ଦାଣ୍ଡରୁ ଉଠା ଦୋକାନୀଙ୍କୁ ହଟାଇବାକୁ ପୌରସଂସ୍ଥା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୯ ତାରିଖ ସୁଦ୍ଧା ସିଂହଦ୍ୱାରରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡରୁ ଉଠାଦୋକାନୀମାନଙ୍କୁ କ୍ୟାବିନ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି।…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୯୭୪କୁ ବୃଦ୍ଧି

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୨୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଯାଜପୁରର ୧୯, କଟକର ୧୫, ମୟୂରଭଞ୍ଜର ୧୧, ଖୋର୍ଦ୍ଧାର ୧୧, ନୂଆପଡ଼ାର ୯, ସୁନ୍ଦରଗଡ଼ର ୭, କନ୍ଧମାଳର ୬, ବଲାଙ୍ଗୀରର ୫, ନୟାଗଡ଼ର ୫, ବାଲେଶ୍ୱର ୪,…

କରୋନାରେ ଜଣଙ୍କର ବି ମୃତ୍ୟୁ ଦୁଃଖଦାୟକ: ମୋଦି

ନୂଆଦିଲ୍ଲୀ,୧୬।୬: ବିଶ୍ୱ ପାଇଁ ଏବେବି ଚିନ୍ତାର କାରଣ ପାଲଟିଛି କରୋନା ସଂକ୍ରମଣ। ଦେଶରେ ୨୪ ଘଣ୍ଟାରେ ୧୦ ହଜାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ମଧ୍ୟ ଚିନ୍ତାର ବିଷୟ। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୧ ରାଜ୍ୟ…

୪୫ ବର୍ଷ ପରେ ଭାରତ-ଚାଇନା ସୀମାରେ ଗୁଳି ବିନିମୟ: ଜଣେ କର୍ନଲ-୨ ଯବାନ ଶହୀଦ

ଲଦାଖ, ୧୬।୬: ଭାରତ ଚାଇନା ସୀମାରେ ଦୀର୍ଘ ୪୫ ବର୍ଷ ପରେ ପୁଣି ଥରେ ଗୁଳି ବିନିମୟ ହୋଇଛି। ଏହି ଘଟଣାରେ ଜଣେ କର୍ନଲ ଏବଂ ୨ ଜଣ ଯବାନ ଶହୀଦ ହୋଇଛନ୍ତି। ଚାଇନର ୩ ସୈନ୍ୟଙ୍କର ଏଥିରେ ମୃତ୍ୟୁ ଘଟିଥିବା…

ଜୁଲାଇ ୧୫ ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୮ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୬।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜୁଲାଇ ୧୫ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ଛୁଇଁବ। ହୋଇଥିବା ଏକ ସର୍ଭେ ରିପୋର୍ଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri