Home Middle

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୪୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ ଜିଲାରୁ ୧୦୬, କଟକରୁ ୯୯, ବଲାଙ୍ଗୀରରୁ ୮୬, କେନ୍ଦ୍ରାପଡାରୁ ୭୬, ବରଗଡରୁ ୭୧, ନୂଆପଡାରୁ ୭୦, ପୁରୀରୁ…

ଦୀପାବଳି ପୂର୍ବରୁ ଏଲ୍‌ଏସିରୁ ହଟିବେ ଭାରତ-ଚାଇନା !

ନୂଆଦିଲ୍ଲୀ,୧୧।୧୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦର ସମାଧାନ ଖୁବ୍‌ ଶୀଘ୍ର ହେବ ବୋଲି କୁହାଯାଉଛି। ଦୀପାବଳି ପୂର୍ବରୁ ଦୁଇ ପକ୍ଷ ବିବାଦୀୟ ଅଞ୍ଚଳରୁ ପଛକୁ ହଟିବେ ବୋଲି ସହମତି ପ୍ରକାଶ କରିଛନ୍ତି। ଫିଙ୍ଗର ଏବଂ…

ଜୀବନ ସୁରକ୍ଷା ହିଁ ସର୍ବୋତ୍ତମ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୧।୧୧: ଜୀବନକୁ ସୁରକ୍ଷିତ ରଖିବା ହିଁ ସର୍ବୋତ୍ତମ। ଜୀବନ ତୁଳନାରେ ଅନ୍ୟ କାହାର ଗୁରୁତ୍ୱ ନାହିଁ ବୋଲି ବୁଧବାର ସୁପ୍ରିମ୍‌କୋର୍ଟ କହିଛନ୍ତି। ଏହା ସହିତ ପଶ୍ଚିମବଙ୍ଗରେ ବାଣଫୁଟା ଉପରେ ଲାଗିଥିବା ପ୍ରତିବନ୍ଧକ ହଟାଇବା ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଦେଇଛନ୍ତି। ବିଚାରପତି…

ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୧୫ ଆକ୍ରାନ୍ତ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ…

ରାଜ୍ୟରୁ ପୁଣି ୧୨୨୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୩ଲକ୍ଷ ୫ହଜାରରେ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୨୨୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୫୦୦୦ ହଜାରରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଚାହିଁ ବସିଛି ପାକିସ୍ତାନ: ଜାଣିଶୁଣି କରୁଛି ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗ ପାଇଁ ପାକିସ୍ତାନ ଜାଣିଶୁଣି ଏଭଳି କରୁଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସକାଳ ୯ଟା…

ବିଜେଡି ହାତରେ ବାଲେଶ୍ୱର, ତିର୍ତ୍ତୋଲ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ଉଭୟ ଆସନରେ ବିଜୟୀ ହୋଇ ଦଳ ନିଜର ପ୍ରତିିପତ୍ତି ପୁଣି ଜାହିର କରିଛି। ବାଲେଶ୍ୱର ଆସନକୁ ବିଜେଡି ଭାଜପା ହାତରୁ ଛଡ଼ାଇ ଆଣିଛି। ଭାଜପାର ଅନୁକମ୍ପା ଭୋଟ ହାତେଇବାର…

କନ୍ଦାଉଛି ରାସ୍ତା ପାର୍ଶ୍ୱ କଟକଣା

ଅନୁଗୋଳ ଅଫିସ, ୧୧।୧୧ – ମାତ୍ର ତିନିଦିନ ପରେ ଦୀପାବଳି। କରୋନା କାଳ ହୋଇ ନ ଥିଲେ ଏତେବେଳକୁ ଦୀପ ଓ ବାଣ ବ୍ୟବସାୟ ଶିଖର ଛୁଉଁଥାଆନ୍ତା। ରାସ୍ତା ପାର୍ଶ୍ୱରେ ଭଳିକି ଭଳି ଦୋକାନ ଚମକୁଥାନ୍ତା। ସକାଳୁ ସନ୍ଧ୍ୟା ଯାଏ ଗ୍ରାହକଙ୍କ…

ଆଇପିଏଲ-୨୦୨୦: ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ

ଦୁବାଇ, ୧୦।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ…

ପୁଣି ବିଜେଡି ହାତରେ ତିର୍ତ୍ତୋଲ

ଜଗତ୍‌ସିଂହପୁର ଅଫିସ, ୧୦ା୧୧-ତିର୍ତ୍ତୋଲ ଉପନିର୍ବାଚନରେ ପୁଣି ବିଜେଡି ବାଜିମାତ୍‌ କରିଛି। ବିଜେଡି ପ୍ରାର୍ଥୀ ବିଜୟଶଙ୍କର ଦାସ ତାଙ୍କ ନିକଟତ୍ତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ରାଜକିଶୋର ବେହେରାଙ୍କ୪୧,୭୦୩ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟ ଲାଭ କରିଛନ୍ତି। ୩ୟ ସ୍ଥାନରେ ରହିଛନ୍ତି…

ବିଜେଡି ହାତକୁ ଗଲା ବାଲେଶ୍ୱର ସଦର

ବାଲେଶ୍ୱର ଅଫିସ,୧୦।୧୧: ବାଲେଶ୍ୱର ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ବିଜୟୀ ହୋଇଛନ୍ତି। ଏବେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଫଳାଫଳ ଘୋଷଣାକୁ ଅପେକ୍ଷା ରହିଛି। ତେବେ ଶେଷ ରାଉଣ୍ଡ ଗଣତି…

କରୋନାରୁ ସୁସ୍ଥ ହେଲେ ଆଉ ୧୪୪୮, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୨,୯୧,୧୩୭କୁ ବୃଦ୍ଧି ପାଇଛି। ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୬୧ଜଣ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?