CORONAVIRUS UPDATE: ସୁସ୍ଥ ହେଲେ ଆଉ୧୨୦, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୫୯୪କୁ ବୃଦ୍ଧି
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୩୩ ଜଣ ଥିବା ବେଳେ ଗଜପତିର ୧୮, ସୋନପୁରର ୧୩, ବାଲେଶ୍ୱର ୧୨, ବଲାଙ୍ଗୀର-ଖୋର୍ଦ୍ଧାର ୮, ମୟୂରଭଞ୍ଜର ୭, କଟକର ୪, ଯାଜପୁର-ନୟାଗଡ଼-ନୂଆପଡ଼ାର ୩,…
ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦିଙ୍କୁ କରୋନା
ଇସଲାମବାଦ:ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦି କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ ଆଇସୋଲେଶନରେ ରହିଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି ଯେ, ଗୁରୁବାରଠାରୁ…
ଭୁବନେଶ୍ୱରରେ ଆଉ ୩ ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତମାନେ ଭୀମପୁର, ଭରତପୁର, ଡୁମ୍ଡୁମା ଏଚ୍ବି କଲୋନୀ ଅଞ୍ଚଳର
ଭୁବନେଶ୍ୱର,୧୩।୬(ବ୍ୟୁରୋ): ଶନିବାର ଭୁବନେଶ୍ୱରରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ଜଣେ ଆକ୍ରାନ୍ତ ଲୋକାଲ୍ କଣ୍ଟାକ୍ଟ କେସ୍ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଅପରାହ୍ନରେ ଟୁଇଟ୍ କରି ସୂଚନା…
ଛତ୍ରପୁର ଏସ୍ଡିପିଓ-ଆଇଆଇସିଙ୍କୁ କରୋନା: ଟୁଇଟ୍ କରି ସୂଚନା ଦେଲେ ଗଞ୍ଜାମ ଏସ୍ପି
ଛତ୍ରପୁର,୧୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନ ଛତ୍ରପୁର ଏସ୍ଡିପିଓ ଓ ଥାନା ଆଇଆଇସି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଶନିବାର ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେମାନଙ୍କ ସେବା…
CORONAVIRUS UPDATE: ଦିନକରେ ଚିହ୍ନଟ ହେଲେ ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩,୭୨୩
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଶନିବାର ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ୨୨୫ ଜଣଙ୍କୁ ମିଶାଇଲେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଦେଶରେ ଥମୁନି କରୋନା: ୧୧୦ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଥିଲା ଲକ୍ଷେ, ୧୦ ଦିନରେ ୨ ଲକ୍ଷରୁ ଛୁଇଁଲା ୩ ଲକ୍ଷ
ନୂଆଦିଲ୍ଲୀ, ୧୩।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଶନିବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯ ହଜାର ୬୦୩ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୮ ହଜାର ୮୯୦ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୫୪ ହଜାର ୩୩୦…
ମହାରାଷ୍ଟ୍ରରେ ବେଲଗାମ ହେଉଛି କରୋନା: ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ମୁମ୍ବାଇ,୧୨।୬: ସାରା ବିଶ୍ୱରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣରେ ସବୁଠାରୁ ଅତ୍ୟଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଦିନକୁ ଦିନ ଏଠାରେ ବଢ଼ୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସରକାରଙ୍କ ପାଇଁ ଏବେ ଚିନ୍ତା ବଢ଼ାଇ ଦେଇଛି। ଶୁକ୍ରବାର…
ଅମାନିଆଙ୍କୁ ସାବଡ କରିଛି ରାଜ୍ୟ ପୋଲିସ: ମାସ୍କ ନ ପିନ୍ଧି ଦେଲେଣି ୧ କୋଟି ୨୫ଲକ୍ଷ ଟଙ୍କା
ଭୁବନେଶ୍ୱର,୧୨ା୬(ବ୍ୟୁରୋ)- କରୋନା ସଂକ୍ରମଣ ପ୍ରତିହତ କରିବାକୁ ରାଜ୍ୟ ସରକାର ଯଥା ସମ୍ଭବ ଚେଷ୍ଟା ଚଳାଇଛନ୍ତି। ଏପରି କି ଘରୁ ବାହାରକୁ ଗୋଡ଼ କାଢ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ହେଲେ କେତେକ ଅମାନିଆ ଏହାକୁ ନ ମାନି ବିନା ମାସ୍କରେ ଖୁଲମଖୁଲା…
୧୭ରୁ କାର୍ଯ୍ୟରେ ଯୋଗଦେବେ ଅଧ୍ୟାପକ
ଭୁବନେଶ୍ୱର,୧୨।୬(ବ୍ୟୁରୋ)- ଚଳିତ ମାସ ୧୭ରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଖୋଲିବ। ଏଥିସହ ସମସ୍ତ ଅଧ୍ୟାପକ, ଶିକ୍ଷକ, ଅଣଶିକ୍ଷକ ଓ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ସେହିପରି କୋଭିଡ ଗାଇଡଲାଇନ ମାନି କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଶୁକ୍ରବାର ଉଚ୍ଚ…
ଭୁବନେଶ୍ୱର ମାର୍କେଟ ବିଲଡିଂ ସିଲ୍
ଭୁବନେଶ୍ୱର,୧୨।୬(ବ୍ୟୁରୋ)-ପ୍ରବଳ ଗହଳି ଯୋଗୁ ଶୁକ୍ରବାର ଭୁବନେଶ୍ୱର ମାର୍କେଟ ବିଲଡିଂକୁ ସିଲ୍ କରି ଦିଆଯାଇଛି। କରୋନା କଟକଣାର ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଜୋନାଲ ଡେପୁଟି କମିଶନର ଏହାକୁ ସିଲ୍ କରିଛନ୍ତି। ଆସୁଥିବା ରଜ ପର୍ବ ତା ସହିତ ୨…
CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ; ଗଞ୍ଜାମରୁ ସର୍ବାଧିକ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୦ଜଣ ରହିଛନ୍ତି। ଏହାଛଡ଼ା ଖୋର୍ଦ୍ଧାର ୧୯, ବାଲେଶ୍ୱରର…
ଭୁବନେଶ୍ୱରରେ ଆଉ ୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲ ମହିଳା କର୍ମଚାରୀ(୪୬) ଓ ଜଣେ ନୟାପଲ୍ଲୀ ଅଞ୍ଚଳର ଯୁବକ(୩୦) ଅଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି।…
Archives


