Home Middle

ସଂକ୍ରମଣ କମାଉଛି ଆଇଭର୍‌ମେକ୍ଟିନ୍‌

ଭୁବନେଶ୍ୱର,୬ା୧୧(ବ୍ୟୁରୋ):କୋଭିଡ୍‌-୧୯ ସଂକ୍ରମଣକୁ ଅନେକାଂଶରେ ରୋକିବାରେ ସହାୟକ ହେଉଛି ଆଇଭରମେକ୍ଟିନ ପ୍ରୋଫିଲାକ୍ସିସ୍‌ ଔଷଧ। ଆଇଭରମେକ୍ଟିନର ଦୁଇ ଡୋଜ୍‌ରେ ସଂକ୍ରମଣ ୭୩% ପର୍ଯ୍ୟନ୍ତ କମିଯାଉଥିବା ଭୁବନେଶ୍ୱର ଏମ୍‌ସ ଦାବି କରିଛି। କୋଭିଡ୍‌ ଚିକିତ୍ସା ଓ ଏହାର ପ୍ରତିକାର ଉପରେ ଏମ୍‌ସ ପକ୍ଷରୁ ସ୍ବାସ୍ଥ୍ୟକର୍ମୀଙ୍କୁ ନେଇ…

ବିଜୟ ପଥେ ବାଇଡେନ୍

ଓ୍ବାଶିଂଟନ/ନ୍ୟୁୟର୍କ,୫ା୧୧-ହ୍ବାଇଟ୍‌ ହାଉସ୍‌ ଦୌଡ଼ରେ କିଏ ଜିତିବ ତାକୁ ନେଇ ଲାଗିରହିଥିବା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟିଛି। ଭୋଟ ଗଣତିର ଦ୍ୱିତୀୟ ଦିନରେ ବାଇଡେନ୍‌ ବିଜୟର ଧାରା ଅବ୍ୟାହତ ରଖି ବିଶ୍ୱର ସବୁଠୁ ହାଇପ୍ରୋଫାଇଲ୍‌ ଅଫିସ୍‌ ପଥରେ ଅଗେଇ ଚାଲିଛନ୍ତି। ରାଷ୍ଟ୍ରପତି ପଦରେ…

ଜୀବନ ପ୍ରଦୀପ ଦାସ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ବିଜେଡିରୁ ସସ୍‌ପେଣ୍ଡ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।

ଜାତିସଂଘରେ ଭାରତର ପ୍ରସ୍ତାବକୁ ସମର୍ଥନ: ଆତଙ୍କବାଦ ବିରୋଧରେ ୭୫ ଦେଶ ଏକଜୁଟ

ଜେନେଭା,୫।୧୧: ଆତଙ୍କବାଦ ବିରୋଧରେ ଜାତିସଂଘରେ ଭାରତକୁ ବଡ଼ ସଫଳତା ମିଳିଛି। ଭାରତ ପକ୍ଷରୁ ଜାତିସଂଘ ବାର୍ଷିକ ବୈଠକରେ ଆଗତ କରାଯାଇଥିବା ଏସମ୍ପର୍କିତ ପ୍ରସ୍ତାବକୁ ୭୫ରୁ ଅଧିକ ଦେଶ ସମର୍ଥନ କରିଛନ୍ତି। ଏନେଇ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ଥିବା ଟି.ଏସ୍‌.ତିରୁମୂର୍ତ୍ତି ସୂଚନା…

CORONAVIRUS UPDATE: ରାଜ୍ୟରେ ପୁଣି ୧୩୮୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ପ୍ରକୋପ ଜାରି ରହିଛି। ଗୁରୁବାର ରାଜ୍ୟରେ ପୁଣି ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୩ଲକ୍ଷରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮ କ୍ୱାରାଣ୍ଟାଇନ୍‌…

ପାକିସ୍ତାନୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌: ଆର୍ନିଆ ସେକ୍ଟରରେ ଗୁପ୍ତ ସୁଡ଼ଙ୍ଗ ଠାବ କଲା ବିଏସ୍‌ଏଫ୍‌

ଶ୍ରୀନଗର,୫।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଡ଼ିବାରେ ଲାଗିଛି। ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ରଚିଥିବା ଏକ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ବିଏସ୍‌ଏଫ୍‌ ପକ୍ଷରୁ ସର୍ଚ୍ଚ ଅପରେଶନ ସମୟରେ ଜମ୍ମୁର ଆର୍ନିଆ ସେକ୍ଟରର ପିଣ୍ଡି…

କ୍ଷମତା ଦଖଲ ପାଇଁ ବାଇଡେନ ପ୍ରସ୍ତୁତ: ପରାଜୟ ସ୍ବୀକାର କରିବାକୁ ଅରାଜି ଟ୍ରମ୍ପ୍‌

ଓ୍ବାଶିଂଟନ,୫।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌ ଏବେ କ୍ଷମତା ଦଖଲ ମୁହାଁ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ୫୦ ରାଜ୍ୟ ମଧ୍ୟରୁ ୪୩ ରାଜ୍ୟର ଫଳାଫଳ ମିଳିଛି। ମିଳିଥିବା ଫଳାଫଳ ଅନୁସାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ପଛରେ…

ଡିସେମ୍ବର ୨ୟ ସପ୍ତାହ ପରେ ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର,୫।୧୧(ବ୍ୟୁରୋ): ୟୁରୋପ ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ସଂକ୍ରମଣ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡ଼ିଶାରେ ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ରହିଛି। ଏବେଠାରୁ ସତର୍କ ରହିବାକୁ ପଡିବ ବୋଲି…

କାମଚଳାରେ ଚାଲିଛି କାମ

ଢେଙ୍କାନାଳ ଅଫିସ, ୫।୧୧: ଶିଳ୍ପରେ ସମୃଦ୍ଧ। ପର୍ଯ୍ୟଟନ ସମ୍ଭାରରେ ଭରପୂର। ରାଜନୈତିକ ଏବଂ ପ୍ରଶାସନିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ। ଏସବୁ ବଢ଼ାଇଛି ଢେଙ୍କାନାଳର ଗୁରୁତ୍ୱ। ହେଲେ ରାଜ୍ୟର କେନ୍ଦ୍ରସ୍ଥଳରେ ଅବସ୍ଥିତ ଏହି ଜିଲାର ପ୍ରଶାସନିକ ପରିଚାଳନା ବ୍ୟବସ୍ଥା ଢିଲା ପଡ଼ିଛି। ଦୀର୍ଘଦିନ ଧରି…

ରାତି ପାହିଲେ ବନିଶୀ ଖୋଜା, ମାଛ ଧରି ଚଳୁଛନ୍ତି ଶହେ ପରିବାର

ବାଲେଶ୍ୱର ଅଫିସ, ୫।୧୧-ରାତି ପାହିଲେ ଖୋଜା ପଡ଼େ ବନିଶୀ। ବୁଢ଼ାବଳଙ୍ଗ ନଦୀ ୟୁଟର୍ଣ୍ଣ ମାରି ସମୁଦ୍ରଆଡ଼କୁ ବୋହିଯାଇଥିବା ଚାରିଗୋଛିଆ ମୁହାଣରେ ଏହି ବନିଶୀ ସାହଯ୍ୟରେ ମାଛ ଧରି ବାଲେଶ୍ୱର ଜିଲା ସଦର ବ୍ଲକ ଶ୍ରୀକୋଣା ପଞ୍ଚାୟତ ଚାରିଗୋଛିଆ ଗ୍ରାମର ଶହେ ପରିବାର…

ହାତୀ ଘଉଡ଼ାଇବାକୁ ରାତି ଅନିଦ୍ରା

ଖମାର,୫ା୧୧: ହାତୀ ଖାଇଯାଉଛନ୍ତି ଧାନ ଫସଲ। ବାର୍‌ହା ମଧ୍ୟ ନଷ୍ଟ କରୁଛନ୍ତି ଚାଷ। ବାରମ୍ବାର ଅଭିଯୋଗ ପରେ ବି ବନ୍ୟଜନ୍ତୁ ଉପଦ୍ରବ ରୋକିପାରୁନି ବନ ବିଭାଗ। ତେଣୁ ନିଜ ଫସଲ ବଞ୍ଚାଇବାକୁ ମଞ୍ଚାରେ ରାତି ଅନିଦ୍ରା ହୋଇ ଜଗି ବସୁଛନ୍ତି ଚାଷୀ।…

ମିଛ ଖେଲୋ ଇଣ୍ଡିଆ ବିଜ୍ଞାପନ: ସାଇର ତଦନ୍ତ ଦାବି

ନୁଆଦିଲ୍ଲୀ,୫।୧୧(ପି.ଟି.): ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଖେଲୋ ଇଣ୍ଡିଆ ଗେମ୍ସ ପାଇଁ ଏକ ମିଛ ବିଜ୍ଞାପନ ଜରିଆରେ ଆଥଲେଟମାନଙ୍କୁ ଧୋକା ଦିଆଯିବା ପରେ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଏ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?