‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା
ଭୁବନେଶ୍ୱର,୭ା୬(ବ୍ୟୁରୋ): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏହି…
ଚିନ୍ତା ବଢ଼ାଇଲାଣି ଭୁବନେଶ୍ୱର: ପଟିଆ ଅଞ୍ଚଳରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆ ଅଞ୍ଚଳର ଗୋଟିଏ ପରିବାରର ୨ଜଣ କରୋନା ସକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪୦ ବର୍ଷୀୟ ପୁରୁଷ ଓ ୮ ବର୍ଷୀୟ ଝିଅ ଅଛନ୍ତି। ଉଭୟଙ୍କ ଦିଲ୍ଲୀ ଗସ୍ତ…
କରୋନା ମୃତ୍ୟୁ ଛୁଇଁଲା ୪ ଲକ୍ଷ: ୬୯ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୬୯ ଲକ୍ଷ ୮୧ ହଜାର ୪୩୫ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨ ହଜାର…
CORONAVIRUS UPDATE: ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି
ଭୁବନେଶ୍ୱର,୭।୬(ବ୍ୟୁରୋ): କରୋନା ସଂକ୍ରମିତ ହୋଇ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ମୃତକଜଣଙ୍କ ଗଞ୍ଜାମ ଜିଲାର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟ୍ରେ ରବିବାର…
CORONAVIRUS UPDATE: ରାଜ୍ୟରେ ଆଉ ୭୫ ପଜିଟିଭ୍ ଚିହ୍ନଟ; ୨,୮୫୬ରେ ପହଞ୍ଚିଲା ମୋଟ ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରର ଥିବା ବେଳେ ଲୋକାଲ୍ କେସ୍ ୩ ରହିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୫୬ରେ ପହଞ୍ଚିଛି। ଏ ନେଇ ରବିବାର…
ଆସିପାରେ ଆଉ ଏକ ବାତ୍ୟା: ୮ରେ ଲଘୁଚାପ
ଭୁବନେଶ୍ୱର,୭।୬(ବ୍ୟୁରୋ): ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିବା ପରିସ୍ଥିତି ଉପୁଜିଲାଣି। କେନ୍ଦ୍ରୀୟ ବଙ୍ଗୋପସାଗର ମ୍ୟାନ୍ମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ…
୮.୫ ଟ୍ରିଲିୟନ ଡଲାର କ୍ଷତି ସହିବ ବିଶ୍ୱ
ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଲାଗି ସାରା ବିଶ୍ୱର ଅର୍ଥ ବ୍ୟବସ୍ଥା ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି। ଆଗାମୀ ୨ ବର୍ଷରେ ବିଶ୍ୱ ଅର୍ଥ ବ୍ୟବସ୍ଥା ପ୍ରାୟ ୮.୫ ଟ୍ରିଲିୟନ ଡଲାର କ୍ଷତି ସହିବ ବୋଲି ଜାତିସଂଘର ଅର୍ଥନୈତିକ ଏବଂ ସାମାଜିକ ବ୍ୟାପାର…
ଏସ୍ସିବି ଆଇସୋଲେଶନ୍ ୱାର୍ଡରୁ ୨ କରୋନା ରୋଗୀ ଚିହ୍ନଟ
କଟକ ଅଫିସ,୬ା୬-ଏସ୍ସିବି ଆଇସୋଲେଶନ୍ ୱାର୍ଡରୁ ଶନିବାର ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ନିଜଠାରେ କରୋନାର ଲକ୍ଷଣ ସନ୍ଦେହ କରି ତିନି ଦିନ ତଳେ ଏସ୍ସିବିର କରୋନା ଓପିଡିକୁ ଚିକିତ୍ସା ପାଇଁ ଆସିଥିଲେ। ପରେ ଡାକ୍ତର…
୧୦ରେ ଓଡିଶା ଛୁଇଁବ ମୌସୁମୀ: ଉପକୂଳ, ଦକ୍ଷିଣ ଓଡିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୬ା୬(ବ୍ୟୁରୋ)-ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିଲାଣି। କେନ୍ଦ୍ରୀୟ ବଙ୍ଗୋପସଗାର ମିଆଁମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର ଓ ଏହାର…
ଓଡ଼ିଶା ପାଇଁ ଜୁନ୍ ନିର୍ଣ୍ଣାୟକ ମାସ, ଘାଟି ଡେଇଁଗଲେ ବିପଦ କମିଯିବ: ବାଗ୍ଚୀ
ଭୁବନେଶ୍ୱର,୬।୬(ବ୍ୟୁରୋ): ଓଡ଼ିଶା ପାଇଁ ଜୁନ୍ ମାସ ନିର୍ଣ୍ଣାୟକ ମାସ। ଏହା ପଛରେ ଦୁଇଟି କାରଣ ରହିଛି। ଗତ କିଛି ସପ୍ତାହରେ ରାଜ୍ୟକୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଛନ୍ତି। ଏମାନଙ୍କ ଉପରେ କରୋନାର ପ୍ରଭାବ ପଡ଼ିଛି କି ନାହିଁ ତାହା ଆଉ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୨ ଆକ୍ରାନ୍ତ, କେନ୍ଦ୍ରାପଡ଼ାର ସର୍ବାଧିକ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଆଉ ୧୧୨ଜଣ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୧,୭୧୬ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମଧ୍ୟରେ କେନ୍ଦ୍ରାପଡ଼ାର ୩୩, ବଲାଙ୍ଗୀରର…
ଭାରତରେ କରୋନା ସଂକ୍ରମଣ ହାର ଅଧିକ ନ ଥିଲେ ବି ରହିଛି ବିପଦ ଆଶଙ୍କା: ଡବ୍ଲ୍ୟୁଏଚ୍ଓ
ଜେନେଭା/ନୂଆଦିଲ୍ଲୀ, ୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସରକାର କରୋନା ବିରୋଧରେ ଲଢ଼େଇ ଜୋର୍ଦାର କରିଛନ୍ତି। ସରକାରଙ୍କ ଏହି ଉଦ୍ୟମକୁୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତରେ କରୋନା ସଂକ୍ରମଣ ହାର ଅଧିକ ନ…
Archives


