CORONAVIRUS UPDATE: ରାଜ୍ୟରେ ପୁଣି ୧୭୩ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଲା
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୫୦ଜଣ ଚିହ୍ନଟ ହୋଇଥିବା ବେଳେ ୨୩…
୭ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ହଜାର ଟପିଛି, ତରବରିଆ ଭାବେ ନିଆଯାଇଛି ଅନ୍ଲକ୍-୧ ନିଷ୍ପତ୍ତି: ବିଶେଷଜ୍ଞ
ନୂଆଦିଲ୍ଲୀ, ୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୭ ଦିନ ମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ ହଜାର ଟପିଛି। ଅନ୍ଲକ୍-୧ ନିଷ୍ପତ୍ତି ସରକାର ତରବରିଆ ଭାବେ ନେଇଥିବାରୁ ଏଭଳି ହୋଇଥିବା ବିଶେଷଜ୍ଞ…
ଅକ୍ଟୋବର ୪ରେ ସିଭିଲ ସର୍ଭିସ ପ୍ରିଲିମ୍
ନୂଆଦିଲ୍ଲୀ,୫ା୬(ପି.ଟି.)-ଚଳିତ ବର୍ଷର ସିଭିଲ୍ ସର୍ଭିସ୍ ପ୍ରାରମ୍ଭିକ ପରୀକ୍ଷା (ପ୍ରିଲିମ୍) ଅକ୍ଟୋବର ୪ରେ ଅନୁଷ୍ଠିତ ହେବ। କେନ୍ଦ୍ର ଜନସେବା ଆୟୋଗ (ୟୁପିଏସ୍ସି) ପକ୍ଷରୁ ଶୁକ୍ରବାର ଏହା ଘୋଷଣା କରାଯାଇଛି। ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ ସିଭିଲ୍ ସର୍ଭିସ୍ର ମୁଖ୍ୟ ପରୀକ୍ଷା ୨୦୨୧ ଜାନୁୟାରୀ ୮ରୁ…
CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪କୁ ବୃଦ୍ଧି
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ୩୫,…
ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି ପରେ ନିର୍ଦ୍ଧାରିତ ସମୟରେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ ଛେରାପହଁରା କରିଛନ୍ତି। ଏହା…
ଭୁବନେଶ୍ୱରରୁ ଆଉ ୧୩ ପଜିଟିଭ୍ ଚିହ୍ନଟ: ହୋମ କ୍ୱାରାଣ୍ଟାଇନ୍ର ୭, ଲୋକାଲ କେସ୍ ୬
ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ଶୁକ୍ରବାର ଆଉ ୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୬ ଲୋକାଲ କେସ୍ ରହିଛି। ଏନେଇ ବିଏମ୍ସି ପକ୍ଷରୁ ଟୁଇଟ କରି…
CORONAVIRUS UPDATE: ପୁଣି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ଛୁଇଁଲା
ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ…
୨୪ ଘଣ୍ଟାରେ ୯ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨.୨୫ ଲକ୍ଷ ଟପିଲା
ନୂଆଦିଲ୍ଲୀ,୫।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୮୫୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨.୨୫ ଲକ୍ଷ ଟପିଛି। ସେହପରି ୨୪ ଘଣ୍ଟାରେ ଦେଶରେ…
CORONAVIRUS UPDATE: ରାଜ୍ୟରେ ପୁଣି ୧୩୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଲା
ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି। ତେବେ ନୂଆ ୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ଟି…
ସ୍ନାନ ବେଦୀରେ ଦାରୁଦିଅଁ
ପୁରୀ ଅଫିସ୍,୫।୬: ଶେଷ ହୋଇଛି ପ୍ରତୀକ୍ଷା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ନିର୍ଘଣ୍ଟ ସମୟରେ ଠାକୁରଙ୍କ ରାତି ୩ଟା ୧୦ରେ ପହଣ୍ଡି ହୋଇଥିଲା। ସ୍ନାନବେଦୀରେ ବିଜେ କରିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି। ମଙ୍ଗଳାର୍ପଣ ରାତି ୧ଟା…
ଆଜି ସ୍ନାନଯାତ୍ରା
ପୁରୀ ଅଫିସ, ୫ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରିରହିଛି…
‘ଆତ୍ମସଂଯମ ହିଁ ଏକମାତ୍ର ବିକଳ୍ପ’
ଭୁବନେଶ୍ୱର,୫ା୬(ବ୍ୟୁରୋ):ଜୀବନ ଓ ଜୀବିକା ଦୁଇଟି ଯାକ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥରେ ରହିଲେ ଜୀବିକା ଆଗକୁ ବଢ଼ିବ। ଜୀବିକା ଗୁରୁତ୍ୱପୂର୍ଣ୍ଣ ବୋଲି ଲକ୍ଡାଉନ କୋହଳ କରାଯାଇଛି। ଜୀବନ ପ୍ରତି ଯେପରି ବିପଦ ସୃଷ୍ଟି ନ ହେବ ସେଥିପ୍ରତି ସାବଧାନ ରହିବା ଜରୁରୀ। ଆତ୍ମସଂଯମ ହିଁ…
Archives


