ଜୁନ୍ ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୪।୬(ବ୍ୟୁରୋ): କରୋନା ଯୁଦ୍ଧରେ ବିଜୟ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। କରୋନା ବିରୋଧରେ ଲଢ଼େଇ ଲମ୍ବା ଲଢ଼େଇ। ଲକ୍ଡାଉନ୍ କୋହଳ ଅର୍ଥ ନୁହେଁ କରୋନା ଚାଲିଯାଇଛି। ଜୁନ୍ ମାସ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।…
CORONAVIRUS UPDATE: ପୁଣି ୬୫ ଆକ୍ରାନ୍ତ ସୁସ୍ଥ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୪୮୧ ବୃଦ୍ଧି
ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୧୪, ଜଗତସିଂହପୁର-କେନ୍ଦ୍ରାପଡ଼ାର ୧୦, ଭଦ୍ରକର ୮, କେନ୍ଦୁଝରର ୭, ବଲାଙ୍ଗୀରର ୬, ଖୋର୍ଦ୍ଧାର ୩, ବାଲେଶ୍ୱର-ଯାଜପୁରର ୨, ଢେଙ୍କାନାଳ-ଝାରସୁଗୁଡ଼ା-କନ୍ଧମାଳର ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ…
ଶ୍ରମିକଙ୍କ ପ୍ରାପ୍ୟ ଶୁଣାଣି: କୁଆଡ଼େ ଗଲା ୨୦ ହଜାର କୋଟି, ପଚାରିଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୪।୬: ଲକ୍ଡାଉନ୍ ସମୟରେ ଶ୍ରମିକଙ୍କ ପ୍ରାପ୍ୟ ନେଇ ସୁପ୍ରିମ୍କୋର୍ଟ କେନ୍ଦ୍ର ସରକାରଙ୍କ ଉପରେ ଶକ୍ତ ମନୋଭାବ ପୋଷଣ କରିଛନ୍ତି। ଦାଖଲ ହୋଇଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ସୁପ୍ରିମ୍କୋର୍ଟ ଶ୍ରମିକ ଏବଂ ଦିନ ମଜୁରିଆ ପ୍ରାପ୍ୟ ପାଇବା ଉପରେ…
ମୋଦି-ମୋରିସନ୍ ଭର୍ଚୁଆଲ୍ ଶିଖର ସମ୍ମିଳନୀ
ନୂଆଦିଲ୍ଲୀ, ୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରତିପକ୍ଷ ସ୍କଟ୍ ମୋରିସନ୍ଙ୍କ ମଧ୍ୟରେ ଭର୍ଚୁଆଲ୍ ଶିଖର ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୋଦି ଦୁଇଦେଶ ମଧ୍ୟରେ ବ୍ୟବସାୟ ବୃଦ୍ଧି ଲାଗି ଗୁରୁତ୍ୱାରୋପ କରିଛନ୍ତି। ଗତ କିଛି ବର୍ଷ…
CORONAVIRUS UPDATE: ଆଉ ନୂଆ ୯୦ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି
ଭୁବନେଶ୍ୱର,୪।୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ପୁଣି ୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଙ୍କ୍ୟା ୨୪୭୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୭୯…
ଥମୁନି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୯ ହଜାର ୩୦୪ ନୂଆ ଆକ୍ରାନ୍ତ
ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୩୦୪ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୨୬୦ ରହିଛି ବୋଲି…
କରୋନା କବଳରେ ସାରା ଓଡ଼ିଶା
ଭୁବନେଶ୍ୱର,୪।୬:(ବ୍ୟୁରୋ):ମହାମାରୀ କରୋନା କବଳକୁ ଚାଲିଯାଇଛି ରାଜ୍ୟର ସମସ୍ତ ଜିଲା। ପୂର୍ବରୁ ୨୯ ଜିଲାରେ କରୋନା ପଜିଟିଭ୍ ଚିହ୍ନଟ ହୋଇସାରିଥିବାବେଳେ ଏବେ ବାକିଥିବା ରାୟଗଡ଼ା ଜିଲାରୁ କୋଭିଡ୍-୧୯ ଠାବ ହୋଇଛି। ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟରୁ…
ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ, ପିଆଜ, ଡାଲି ବାଦ୍
ନୂଆଦିଲ୍ଲୀ,୩ା୬(ପି.ଟି.): ଦେଶରେ ପୁଞ୍ଜିିନିବେଶ ବଢ଼ାଇବା ଲକ୍ଷ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ସଂଶୋଧନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ପୁଞ୍ଜିନିବେଶ କ୍ଷେତ୍ରରେ ପ୍ରତିବନ୍ଧକ ସାଜୁଥିଲା। କ୍ୟାବିନେଟ ନିଷ୍ପତ୍ତି କୃଷି ସେକ୍ଟରରେ ପରିବର୍ତ୍ତନ ଆଣିବା ସହ…
CORONAVIRUS UPDATE: ସୁସ୍ଥ ହେଲେ ଆଉ ୯୧ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୪୧୬କୁ ବୃଦ୍ଧି
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୯୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ଦେବଗଡ଼ର ୨୨, ପୁରୀର ୧୬, ନୟାଗଡ଼ର ୧୫, ବଲାଙ୍ଗୀରର ୯, ଅନୁଗୋଳ-ବାଲେଶ୍ୱରର ୫, ଭଦ୍ରକ-ସୁନ୍ଦରଗଡ଼ର ୩, କଟକ-ଗଞ୍ଜାମ-ଖୋର୍ଦ୍ଧା-କଳାହାଣ୍ଡି-ବରଗଡ଼ର ୨, ଢେଙ୍କାନାଳ-ଗଜପତି-ଯାଜପୁରର ଜଣେ ଲେଖାଏଁ…
ଲକ୍ଡାଉନ୍-୫: ପ୍ରତିଦିନ ୮ ହଜାରରୁ ଅଧିକ ରହୁଛି ନୂଆ ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୩।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍ଡାଉନ୍-୫ ଜୁନ୍ ୧ଠାରୁ ଜାରି ହୋଇଛି। ଏଥିରେ ବହୁ କ୍ଷେତ୍ରରେ ସର୍ତ୍ତ ଭିତ୍ତିକ କୋହଳ ନୀତି ଲାଗୁ କରାଯାଇଛି। ଲକ୍ଡାଉନ୍-୫ରେ ପ୍ରତିଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ହଜାରରୁ…
କେନ୍ଦ୍ର କ୍ୟାବିନେଟ୍ରେ ୨ଟି ଅଧ୍ୟାଦେଶକୁ ମିଳିଲା ମଞ୍ଜୁରୀ: କୃଷକଙ୍କ ପାଇଁ ‘ଗୋଟିଏ ଦେଶ, ଗୋଟିଏ ବଜାର’ ନୀତି
ନୂଆଦିଲ୍ଲୀ,୩।୬: କରୋନା ସଙ୍କଟ ବେଳେ ବୁଧବାର ପୁଣିଥରେ କେନ୍ଦ୍ର କ୍ୟାବିନେଟର ଦ୍ବିତୀୟ ବୈଠକ ବସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨ଟି ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି। ଆବଶ୍ୟକ ବସ୍ତୁ ଅଧିନିୟମ, ଏପିଏସି ଅଧିନିୟମରେ ସଂଶୋଧନକୁ ମଞ୍ଜୁରୀ ମିଳିଛି।…
CORONAVIRUS UPDATE: ଆଉ ୧୪୩ ନୂଆ ପଜିଟିଭ୍ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୩୮୮କୁ ବୃଦ୍ଧି
ଭୁବନେଶ୍ୱର, ୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ୍ ସେଣ୍ଟରର ହୋଇଥିବା ବେଳେ ୧୧ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି ପାଇଛି। ଏ…
Archives


