Home Middle

ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୨।୧୧(ବ୍ୟୁରୋ): ଚକାଆଖି ସବୁ ଦେଖୁଛି, ପୁଅ ମୋର କଳା ଠାକୁର ଭଳି ଅନେକ ସୁପରହିଟ୍‌ ଫିଲ୍ମ ଦେଇସାରିଥିବା ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କର ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଜଟଣୀସ୍ଥିତ ଘରେ…

ରାଜ୍ୟପାଳଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ଟୁଇଟ୍‌ କରି ସୂଚନା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ରେ ଲେଖିଛନ୍ତି, ‘ମାନ୍ୟବର ରାଜ୍ୟପାଳ ପ୍ରଫେସର…

ବିହାର ନିର୍ବାଚନ: ୯୪ ଆସନରେ ମଙ୍ଗଳବାର ମତଦାନ

ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୯୪ଟି ଆସନରେ ମତଦାନ ମଙ୍ଗଳବାର କରାଯିବ। ଏସବୁ ଆସନ ମଧ୍ୟରୁ ୫୦ ଏବେ ଏନ୍‌ଡ଼ିଏ ଦଖଲରେ ରହିଛି। ସେହିପରି ୪୧ ଆସନ ମହାମେଣ୍ଟ ଖାତାରେ ରହିଛି। ୨୦୧୫ ବିଧାନସଭା ନିର୍ବାଚନରେ ଆର୍‌ଜେଡି, ଜେଡ଼ିୟୁ…

୬୦ କୋଟି କରୋନା ଟିକା ବୁକିଂ କରିଛି ଭାରତ

ନୂଆଦିଲ୍ଲୀ,୨।୧୧: କରୋନା ମହାମାରୀ ଲଢ଼େଇରେ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଇତିମଧ୍ୟରେ ଭାରତ ସରକାର ୬୦ କୋଟି କରୋନା ଟିକା ବୁକିଂ କରିଛନ୍ତି। ସେହିପରି ଅନ୍ୟ ୧୦୦ କୋଟି ଟିକା ସଂଗ୍ରହ ପାଇଁ ଲକ୍ଷ୍ୟ ରଖିଛନ୍ତି। ଆଡଭାନ୍ସ୍‌ ମାର୍କେଟ…

ଆଜି ୧୦ ତଳେ କରୋନା ମୃତ୍ୟୁସଂଖ୍ୟା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩…

ଆଜି ରାଜ୍ୟରେ ୧୩୮୯ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୩୮୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩, ୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୯୮ ଜଣ…

ଚାଇନାର ଦାଦାଗିରି: ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ନିର୍ମାଣ କରୁଛି ରେଳ ଲାଇନ୍‌

ନୂଆଦିଲ୍ଲୀ,୨।୧୧: ଏଲ୍‌ଏସିରେ ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଥିବା ଚାଇନା ଦାଦାଗିରି ଆରମ୍ଭ କରିଛି। ଭାରତର ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ଚାଇନା ସିଚୁଆନ୍‌-ତିବ୍ବତ ରେଳ ଲାଇନ୍‌ ନିର୍ମାଣ କରିବାକୁ ଯୋଜନା କରିଛି। ଏହାର ଲମ୍ବ ୧୦୧୧ କିଲୋମିଟର ହେବ। ଏହାର ନିର୍ମାଣ ପାଇଁ…

ରାଜ୍ୟପାଳଙ୍କୁ କରୋନା

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍‌ ଟେଷ୍ଟ୍‌ କରାଇ ନେବାକୁ ମଧ୍ୟ ରାଜ୍ୟପାଳ ଅନୁରୋଧ…

ନିଯୁକ୍ତି, ରାଜସ୍ବ ଗିଳିବ ସ୍ଲରି ପାଇପ୍‌

ଯାଜପୁର ଅଫିସ,୨।୧୧: ଶିଳ୍ପ କମ୍ପାନୀଗୁଡ଼ିକ ଏବେ ସ୍ଲରି ପାଇପ୍‌ ଲାଇନ ବିଛାଇ ଖଣିଜ ପଦାର୍ଥ ପରିବହନ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏଥିଯୋଗୁ କର୍ମନିଯୁକ୍ତି ହ୍ରାସ ପାଇବା ସହ ସରକାର ବିପୁଳ ପରିମାଣର ରାଜସ୍ବ ହରାଇବେ ବୋଲି ରାଜ୍ୟ ଜଳ ସମ୍ପଦ ବିଭାଗ…

ମନ୍ଦିର ବନ୍ଦ ମନ ଭାଙ୍ଗିଲା

ଢେଙ୍କାନାଳ ଅଫିସ, ୨।୧୧: ଆରମ୍ଭ ହୋଇଛି ଧର୍ମମାସ କାର୍ତ୍ତିକ। କାର୍ତ୍ତିକ ସୋମବାରରେ ଶିବଦର୍ଶନ କଲେ ମହାଦେବଙ୍କ ଅପାର କରୁଣା ମିଳେ ବୋଲି କାହିଁ କେଉଁ କାଳରୁ ବିଶ୍ୱାସ ରହିଛି। ହେଲେ ଚଳିତବର୍ଷ କରୋନା ଭକ୍ତ-ଭଗବାନଙ୍କ ମଧ୍ୟରେ ଦୂରତା ସୃଷ୍ଟି କରିଛି। ସଂକ୍ରମଣ…

ଅଦିନିଆ ବର୍ଷା ଉଜାଡିଲା ମକାଚାଷୀଙ୍କ ସ୍ବପ୍ନ

କୋକସରା, ୨।୧୧(ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକରେ ଅଦିନିଆ ବର୍ଷା ଉଜାଡିଦେଲା ଚାଷୀଙ୍କ ସ୍ବପ୍ନ। ବର୍ଷାରେ ଶହଶହ ଏକର ଧାନ ଫସଲ କ୍ଷତିହୋଇ ଗଜା ହୋଇଯିବାରୁ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ଚାଷୀ। ହେଲେ ବ୍ଲକର ମକା ଚାଷୀ ବି…

ଆଜି ରାଜ୍ୟରେ ଆରୋଗ୍ୟ ହେଲେ ୧୮୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୮୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୫୨, ଅନୁଗୋଳରୁ ୧୪୮, ସୁନ୍ଦରଗଡରୁ ୯୭, ପୁରୀରୁ ୯୬, ମୟୂରଭଞ୍ଜରୁ ୮୩, ବଲାଙ୍ଗିରିରୁ ୭୬, ଯାଜପୁରରୁ ୭୬, କେନ୍ଦୁଝରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?