ରାତ୍ରକାଳୀନ କର୍ଫ୍ୟୁ : ରାତି ୭ରୁ ସକାଳ ୭ନୁହେଁ, ସକାଳ୫
ଭୁବନେଶ୍ୱର,୧।୬(ବ୍ୟୁରୋ)-ରାତ୍ରକାଳୀନ କର୍ଫ୍ୟୁରେ ସମାନ୍ୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଅପରାହ୍ନରେ ପୋଲିସ ଡିଜିପି ଅଭୟ ଘୋଷଣା କରିଥିଲେ ଯେ, ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯିବ। ମାତ୍ର ଏବେ ଏଥିରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଏଣିକି ରାତି ୭ଟାରୁ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୯ କରୋନା ଆକ୍ରାନ୍ତ; ଯାଜପୁରରୁ ସର୍ବାଧିକ
ଭୁବନେଶ୍ୱର, ୧।୬(ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି। ରାଜ୍ୟରେ ସୋମବାର ୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
୧୧ ଜିଲାରେ ଶନିବାର, ରବିବାର ଶଟ୍ଡାଉନ୍
ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇଦିନିଆ ଶଟ୍ଡାଉନ୍ ଘୋଷଣା କରିଛନ୍ତି। ରାଜ୍ୟର ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ବଲାଙ୍ଗୀର ଜିଲାରେ ଜୁନ୍…
CORONAVIRUS UPDATE: ରାଜ୍ୟରେ ପୁଣି ୧୫୬ ପଜିଟିଭ୍ ଚିହ୍ନଟ; ୨୧୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧ା୬(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ା ଜିଲାରୁ ସର୍ବାଧିକ ୫୦…
୧୮ ସପ୍ତାହରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଲା
ନୂଆଦିଲ୍ଲୀ,୧।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଗତ ୧୮ ସପ୍ତାହ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ୬୨୨ରେ ପହଞ୍ଚିଛି। ଏହା କରୋନା ଓ୍ବାଲର୍ଡ ମିଟର ଡାଟାବେସ୍ରୁ ଦର୍ଶାଯାଇଛିି। ସେହିପରି…
ଆଜିଠାରୁ ଗଡ଼ିବ ୨୦୦ ସ୍ବତନ୍ତ୍ର ଟ୍ରେନ୍
ନୂଆଦିଲ୍ଲୀ,୧।୬: ଜୁନ୍ ପହିଲାରୁ ସାରା ଦେଶରେ ୨୦୦ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବା ନେଇ ରବିବାର ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ପ୍ରଥମ ଦିନରେ ଏହି ଟ୍ରେନ୍ଗୁଡ଼ିକରେ ୧.୪୫ ଲକ୍ଷ ଯାତ୍ରୀ ଯାତ୍ରା କରିବା ନେଇ ଯୋଜନା ଧାର୍ଯ୍ୟ ହୋଇଛି।…
ସହଯୋଗ ସତ୍ତ୍ୱେ ଚାଲିପାରୁନି ବସ୍
ଭୁବନେଶ୍ୱର,୧।୬(ବ୍ୟୁରୋ): କରୋନା ଯୋଗୁ ଲକ୍ଡାଉନ ଜାରି ରହିଥିବାରୁ ଗତ ମାର୍ଚ୍ଚ ୨୨ତାରିଖରୁ ଯାତ୍ରୀବାହୀ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଲକ୍ଡାଉନ ହେବାର ୬୦ଦିନରୁ ଅଧିକ ଦିନ ବିତିବାପରେ ବର୍ତ୍ତମାନ ରାଜ୍ୟରେ ଗାଡ଼ି ଚଳାଚଳ ଧୀରେ ଧୀରେ ସ୍ବାଭାବିକ ହେବାକୁ ଯାଉଛି,…
ସ୍ଥାନୀୟ ସାମଗ୍ରୀକୁ ମିଳିବ ଅଗ୍ରାଧିକାର
ନୂଆଦିଲ୍ଲୀ,୧।୬: କେନ୍ଦ୍ର ସରକାର ବର୍ତ୍ତମାନ ଆତ୍ମନିର୍ଭର ଭାରତ ଯୋଜନା ଉପରେ ଗୁରୁତ୍ୱ ଦେଇଛନ୍ତି। ଚଳିତ ଦଶନ୍ଧିରେ ଦେଶକୁ ଏକ ନୂଆ ଉପଲବ୍ଧି ପ୍ରଦାନ କରିବା ସହ ନୂଆ ସୋପାନକୁ ନେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଯୋଜନାରେ ଯେଉଁ ସାମଗ୍ରୀ ଭାରତରେ ପ୍ରସ୍ତୁତ…
ବିଦ୍ୟୁତ୍ ବିଲ୍ ଲକ୍ଷେ ଟଙ୍କା ଟପିଲେ ରିଟର୍ନ ଫାଇଲିଂ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୧।୬: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଆୟକର ରିଟର୍ନ (ଆଇଟିଆର୍) ଫର୍ମ ବିଜ୍ଞପ୍ତି ଜାରି କରିଛନ୍ତି। କରେଣ୍ଟ ଆକାଉଣ୍ଟ ଜମା ୧ କୋଟି କିମ୍ବା ଇଲେକ୍ଟ୍ରିସିଟି ବିଲ୍ ନିର୍ଦ୍ଦିଷ୍ଟ ଆର୍ଥତ୍କ ବର୍ଷରେ ୧ଲକ୍ଷ କିମ୍ବା ତଦୂର୍ଦ୍ଧ୍ୱ ହେଲେ ଲୋକମାନେ ଆଇଟିଆର୍…
ପୁଣି ଏକ ବାତ୍ୟା ଆଶଙ୍କା: ସତର୍କ କଲା ପାଣିପାଗ ବିଭାଗ
ନୂଆଦିଲ୍ଲୀ,୩୧।୫: ଅମ୍ଫନ୍ ପରେ ପୁଣି ଏକ ବାତ୍ୟା ଆଶଙ୍କା। ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଉପକୂଳବର୍ତ୍ତୀ ରାଜ୍ୟରେ ଜୁନ ୩…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬ କରୋନା ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ୧,୧୨୬
ଭୁବନେଶ୍ୱର,୩୧।୫(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରୁ ୧୭ ଜଣ, ଗଞ୍ଜାମରୁ ୧୬, ନୟାଗଡ଼ ଜିଲାରୁ ୧୧, କଳାହାଣ୍ଡି ଜିଲାରୁ୧୧ ଜଣ ଓ ଯାଜପୁରରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱର…
ନେପାଳ ସଂସଦରେ ସଂଶୋଧନ ବିଲ୍ ଆଗତ: ନୂଆ ମାନଚିତ୍ରରେ ଭାରତର ୩ ଅଞ୍ଚଳ
ନୂଆଦିଲ୍ଲୀ/କାଠମାଣ୍ଡୁ,୩୧।୫: ଭାରତ ଏବଂ ନେପାଳ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ନେପାଳ ସରକାର ରାଜନୈତିକ ମାନଚିତ୍ର ସମ୍ପର୍କିତ ସମ୍ବିଧାନ ସଂଶୋଧନ ବିଲ୍ ସଂସଦରେ ଆଗତ କରିଛନ୍ତି। ଏହାକୁ ନେପାଳ ଆଇନମନ୍ତ୍ରୀ ଶିବମାୟା ତୁମ୍ବାହମ୍ଫେ ଆଗତ କରିଛନ୍ତି। ନେପାଳର ନୂଆ ମାନଚିତ୍ରରେ ଭାରତର…
Archives


