Home Middle

ବାୟୁ ପ୍ରଦୂଷଣ କଲେ କୋଟିଏ ଜରିମାନା, ୫ ବର୍ଷ ଜେଲ

ନୂଆଦିଲ୍ଲୀ, ୨୯।୧୦: ଦିଲ୍ଲୀରେ ବାୟୁ ପ୍ରଦୂଷଣସ୍ତର ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦିଲ୍ଲୀ ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ କଲେ ପ୍ରଦୂଷଣକାରୀଙ୍କୁ କୋଟିଏ ଟଙ୍କା ଜରିମାନା ଏବଂ ୫…

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…

CORONAVIRUS UPDATE: ରାଜ୍ୟରେ ୧୬୧୭ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୦୯୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୪୧…

ପୋଲିସଙ୍କୁ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌: ସୀମା ଅତିକ୍ରମ ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ, ୨୯।୧୦: ସୋସିଆଲ୍‌ ମିଡ଼ିଆରେ କରାଯାଉଥିବା ପୋଷ୍ଟକୁ ନେଇ ସୁପ୍ରିମ୍‌କୋର୍ଟ ପୋଲିସଙ୍କୁ ତାଗିଦ୍‌ କରିଛନ୍ତି। ଲୋକଙ୍କୁ ଏନେଇ ଅଯଥା ହଇରାଣ ନ କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ପୋଲିସ ନିଜର ସୀମା ଅତିକ୍ରମ ନ କରିବାକୁ କୋର୍ଟ ପରାମର୍ଶ ଦେଇଛନ୍ତି। ସରକାରଙ୍କ ବିରୋଧରେ…

ପୁଞ୍ଜିନିବେଶରେ ଉଦାସୀନତା ବାଧା

ରାଜ୍ୟରେ ଶିଳ୍ପାୟନ ହେବ। ଜାତୀୟ ଅନ୍ତର୍ଜାତୀୟ ସ୍ତରରୁ ପୁଞ୍ଜିନିବେଶକାରୀ ଓଡ଼ିଶା ଆସି ପୁଞ୍ଜି ଖଟାଇବେ । ନିଯୁକ୍ତି ସୁଯୋଗ ବହୁଗୁଣିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାକୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭଠାରୁ ଆରମ୍ଭକରି ଦେଶ ବିଦେଶରେ…

ଆରୋଗ୍ୟ ସେତୁର ସ୍ରଷ୍ଟା ମନ୍ତ୍ରଣାଳୟକୁ ଜଣାନାହିଁ

ନୂଆଦିଲ୍ଲୀ,୨୮।୧୦: କୋଭିଡ୍‌-୧୯ ସମ୍ପର୍କରେ ଜନସାଧାରଣଙ୍କୁ ସତର୍କ କରାଉଥିବା ଆରୋଗ୍ୟ ସେତୁ ଆପ୍‌ର ସ୍ରଷ୍ଟା କିଏ ଏ ସମ୍ପର୍କରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପାଖରେ କୌଣସି ତଥ୍ୟ ନାହିଁ। ଏହି ଆପ୍‌କୁ କିଏ ପ୍ରସ୍ତୁତ କରିଛି ଓ କିପରି ସୃଷ୍ଟି…

ସ୍ମୃତି ଇରାନୀଙ୍କୁ କରୋନା, ଟୁଇଟ୍‌ କରି ଦେଲେ ସୂଚନା

ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ବୁଧବାର ସନ୍ଧ୍ୟାରେ ସ୍ମୃତି ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏକ କଥା ଘୋଷଣା କରିବା ସମୟରେ ଶବ୍ଦ ଖୋଜିବା ମୋ’ ପାଇଁ ବିରଳ। ତେଣୁ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୨୦୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛଇ। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୧୨ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ ୨୧୮…

ଆଜି ରାଜଧାନୀରୁ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୧୯

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୭ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି…

ତିର୍ତ୍ତୋଲ ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଜଗତସିଂହପୁର ଜିଲା ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭର୍ଚୁଆଲ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ବାଚନ ସମୟରେ ସମସ୍ତେ କୋଭିଡ୍‌ ଗାଇଡ୍‌ଲାଇନ ମାନିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ମୋ’ ପ୍ରତି ଆପଣମାନଙ୍କ ଭଲପାଇବା ମୁଁ ଭଲଭାବେ ଜାଣିଛି।…

ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ ପୂର୍ବରୁ ବସିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ନିୟମ ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବ। କିନ୍ତୁ ତୃତୀୟ ଓ ଚତୁର୍ଥ ଅଧିବେଶନରେ ମୋଟ ୨୦…

ଓଡ଼ିଶା ଛାଡିଲା ମୌସୁମୀ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ଓଡ଼ିଶା ସହ ସାରା ଦେଶରୁ ବିଦାୟ ନେଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ପୂର୍ବେ ମୌସୁମୀ ୮ଟି ଜିଲାରୁ ସମ୍ପୂର୍ଣ୍ଣ ଏବଂ ଆଉ ୮ଟି ଜିଲାରୁ ଆଶିଂକ ପଳାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?