Home Middle

ଆଜି ରାଜ୍ୟରେ ପୁଣି ୧୫୪୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୫୪ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ବିଷାକ୍ତ ମଦ ପିଇ ୪ ମୃତ

ବନ୍ତଳା,୨୮ା୧୦(ଡି.ଏନ.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଶରଧାପୁର ପଞ୍ଚାୟତ ପଥରଗଡ଼ ଗ୍ରାମରେ ବିଷାକ୍ତ ମଦ୍ୟପାନ ଯୋଗୁ ୪ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିମାନେ ହେଲେ ଅନିଲ ପଧାନ (୧୮), ଟୁକୁନା ପଧାନ (୨୫), ଶଶିକାନ୍ତ ଦେହୁରୀ (୩୦) ଓ…

ଭିଜିଲାନ୍ସ ଜାଲରେ ନନ୍ଦପୁର ସିଡିପିଓ: ଲାଞ୍ଚନେଇ ପଡ଼ିଲେ ଧରା

ଜୟପୁର,୨୭।୧୦(ନି. ପ୍ର.): କୋରାପୁଟ ଜିଲା ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଅଙ୍ଗନଓ୍ବାଡି କେନ୍ଦ୍ରର କିଡ୍ସ ବଣ୍ଟନର ବିଲ୍‌ କରିବା ପାଇଁ ଜଣେ ଠିକାଦାରଙ୍କଠାରୁ ସେ ୧ ଲକ୍ଷ ୭୫…

ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ମଙ୍ଗଳବାର ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

CORONAVIRUS UPDATE: ପୁଣି ୧୨୪୭ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୨୪୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୩୬ ହଜାରରୁ ଅଧିକ ଚିହ୍ନଟ, ୪୮୮ ମୃତ୍ୟୁ

ନୂଆଦିଲ୍ଲୀ,୨୭।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ କମିବାରେ ଲାଗିଛି। ମଙ୍ଗଳବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୬ ହଜାର ୪୧୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୪୮୮…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୦୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୁଳରୁ ୧୫୯ଜଣ, କଟକରୁ ୧୪୧, ସୁନ୍ଦରଗଡ଼ରୁ ୧୩୧ଜଣ, ଯାଜପୁରରୁ ୧୧୩ଜଣ, ବାଲେଶ୍ୱରରୁ ୧୦୪ଜଣ, ମୟୁରଭଞ୍ଜରୁ ୧୦୧ଜଣ, କଳାହାଣ୍ଡିରୁ ୯୧ଜଣ, କେନ୍ଦ୍ରାପଡାରୁ…

ଦାଦାବଟି ମାଗି ୫ ସାମ୍ବାଦିକ ଗିରଫ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ଦାଦାବଟି ମାଗିବା ଅଭିଯୋଗରେ କମିଶନରେଟ ପୋଲିସ ପାଞ୍ଚ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ସମୁଦାୟ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ଟଙ୍କା, ବାଇକ, କାର୍‌ ଓ ମୋବାଇଲ ଜବତ ହୋଇଛି। ପୋଲିସ କହିଛି, ଖଣ୍ଡଗିରି ଥାନା ଅଞ୍ଚଳରେ…

ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ

ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍‌ ଚିକାମ୍ବ ଗ୍ରାମର କେଶବ ସୁବୁଦ୍ଧି(୩୮), ଝିଅ ଶ୍ରେୟା(୧୨) ଏବଂ ପୁଅ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ ଅନ୍ୟ ୨ ଦୋଷୀଙ୍କୁ ମଧ୍ୟ ଜାମିନ ମଞ୍ଜୁର ହୋଇଛି। ଦିଲୀପଙ୍କୁ ୩ ବର୍ଷ ଜେଲ…

ରାଜ୍ୟରେ ଆଉ ୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି। ତେବେ…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୮୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?