Home Middle

ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ

ନୂଆଦିଲ୍ଲୀ, ୨୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ୧୯୯୯ ଝାରଖଣ୍ଡର କୋଲ୍‌ କ୍ଲକ ଆବଣ୍ଟନ ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହି ମାମଲାରେ…

ଭାରତ ଶକ୍ତିଶାଳୀ ବୋଲି ସ୍ବୀକାର କଲା ଆମେରିକା: ମିଳିମିଶି କାମ କରିବାକୁ କହିଲା

ଓ୍ବାଶିଂଟନ, ୨୬।୧୦: ଭାରତକୁ ଏକ ଶକ୍ତିଶାଳୀ ରାଷ୍ଟ୍ର ଭାବେ ଆମେରିକା ସ୍ବୀକାର କରିଛି। ଭାରତ ସହିତ ମିଳିମିଶି କାମ କରିବାକୁ ଆମେରିକା ଆଗ୍ରହୀ ବୋଲି କହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ କାର୍ଯ୍ୟକୁ ପୂର୍ବରୁ ପ୍ରଶଂସା…

କାହାର ଇଛାରେ ନୁହେଁ ବିପଦକୁ ଦେଖି ଭାରତ ଲଢ଼ିବ ଯୁଦ୍ଧ: ଡୋଭାଲ୍‌

ହରିଦ୍ୱାର, ୨୬।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଲଗାତାର ଉତ୍ତେଜନା ବଢ଼ି ଚାଲିଛି। ଏପରିସ୍ଥଳେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ ଦେଇଛନ୍ତି। ସେ ଉତ୍ତରାଖଣ୍ଡର ହରିଦ୍ୱାରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, ଅନ୍ୟ…

ସଡ଼କ ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ପାଟଣା,୨୫।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ…

ଭୁବନେଶ୍ୱରରୁ ଆଜି ଆଉ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ…

ପ୍ରାଥମିକ ସ୍କୁଲରେ ଆଖିବୁଜା ଗୁଳିମାଡ଼: ୮ ମୃତ, ୧୨ ଆହତ

ୟାଉଣ୍ଡେ, ୨୫।୧୦: ଆଫ୍ରିକୀୟ ଦେଶ କ୍ୟାମେରୁନ୍‌ରେ କେତେକ ଅଜଣା ବନ୍ଧୁକଧାରୀ ଏକ ପ୍ରାଥମିକ ସ୍କୁଲରେ ପଶି ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ୮ ଜଣ ପିଲାଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି…

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୪୫ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…

CORONAVIRUS UPDATE: ରାଜ୍ୟରେ ୧୬୩୩ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୬୩୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୨୧୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୫୫…

ଦଶହରା ହେଉଛି ସଙ୍କଟ ଉପରେ ବିଜୟର ପର୍ବ: ମୋଦି

ନୂଆଦିଲ୍ଲୀ, ୨୫।୧୦: ଦଶହରା ହେଉଛି ସଙ୍କଟ ଉପରେ ବିଜୟର ପର୍ବ। ଅସତ୍ୟ ଉପରେ ସତ୍ୟର ବିଜୟ ନେଇ ଏହା ଶିକ୍ଷା ଦେଇଥାଏ। ପାର୍ବଣରେ ଲୋକେ ସ୍ବଦେଶୀ ସାମଗ୍ରୀ କିଣିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୭୦ତମ ମନ୍‌ କି…

ଶସ୍ତ୍ର ପୂଜନ କଲେ ରାଜନାଥ: ଦେଶର ପ୍ରତି ଇଞ୍ଚ ଜମିର ସୁରକ୍ଷା କରିବାକୁ ସେନା ପ୍ରସ୍ତୁତ

ଦାର୍ଜିଲିଂ, ୨୫।୧୦: ବିଜୟା ଦଶମୀ ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଶସ୍ତ୍ର ପୂଜନ କରିଛନ୍ତି। ପଶ୍ଚିମବଙ୍ଗର ଦାର୍ଜିଲିଂର ଥିବା ସୁକନା ଯୁଦ୍ଧ ସ୍ମାରକୀଠାରେ ସେ ସେନା ପକ୍ଷରୁ ଆୟୋଜିତ ପୂଜନ କାର୍ଯ୍ୟରେ ଯୋଗାଦେଇଛନ୍ତି। ଏହି ଅବସରରେ ସେ ଚାଇନା…

ଜଳ ନଷ୍ଟକଲେ ୫ ବର୍ଷ ଜେଲ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଦିନକୁ ଦିନ ଜଳର ଅପବ୍ୟବହାର ଏବଂ ଅଯଥା ଅପଚୟ ବଢ଼ିଚାଲିିଛି। ବର୍ଷା ଅଭାବରୁ ଦେଶ ତଥା ରାଜ୍ୟର ଅନେକ ଭାଗରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ଆସନ୍ତା ୨୦୫୦ ବେଳକୁ ସମଗ୍ର ଦେଶରେ ଜଳ ସଙ୍କଟ ଆହୁରି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ସୁନ୍ଦରଗଡରୁ ୨୨୮, ମୟୂରଭଞ୍ଜରୁ ୧୯୯, ଅନୁଗୋଳରୁ ୧୪୫, ବାଲେଶ୍ୱରରୁ ୧୦୬, ପୁରୀରୁ ୮୬, ସୋନପୁରରୁ ୮୫, କେନ୍ଦ୍ରାପଡାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?