Home Middle

ଭାରତରେ ଦେଢ଼ ଲକ୍ଷ ଛୁଇଁବ କରୋନା ସଂକ୍ରମିତଙ୍କ ସଂଖ୍ୟା: ମହାରାଷ୍ଟ୍ରରେ ୫୨ ହଜାରରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜାରି ରହିଛି। ଖୁବ୍‌ ଶୀଘ୍ର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦେଢ଼ ଲକ୍ଷ ଛୁଇଁବ। ମଙ୍ଗଳବାର ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୪୫ ହଜାର ୪୫୬ ରହିଛି। ଏବେ ପ୍ରତିଦିନ ଦେଶରେ…

CORONAVIRUS UPDATE: ରାଜ୍ୟରେ ୧୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ହୋଇଛି। ଏନେଇ…

ଭାରତରେ ବଢ଼ିଚାଲିଛି ସଂକ୍ରମଣ: ନିଜ ନାଗରିକଙ୍କୁ ଫେରାଇନେବ ଚାଇନା

ନୂଆଦିଲ୍ଲୀ,୨୫ା୫-ଭାରତ-ଚାଇନା ସୀମାରେ ଗତ କିଛିଦିନ ହେଲା ଉତ୍ତେଜନା ଲାଗି ରହିଛି। ଏହାର ସମାଧାନ ଲାଗି ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଜାରି ରହିଥିଲେ ହେଁ ସମାଧାନର ସୂତ୍ର ବାହାରିପାରିନାହିଁ। ଏଭଳି ସ୍ଥିତିରେ ଭାରତରେ ଥିବା ଏହାର ନାଗରିକଙ୍କୁ ଫେରାଇ ନେବା ଲାଗି…

ବିଶ୍ୱରେ ୫୫ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଟପ୍‌ ଟେନ୍‌ରେ ଭାରତ

ଓ୍ବାଶିଂଟନ,୨୫।୫: କରୋନା ସଂକ୍ରମିତ ଦେଶଙ୍କ ଟପ୍‌ ଟେନ୍‌ ତାଲିକାରେ ଏବେ ଭାରତ ସାମିଲ ହୋଇଛି। ଏବେ ଭାରତ ସଂକ୍ରମିତଙ୍କ ସଂଖ୍ୟାକୁ ନେଇ ଇରାନକୁ ପଛରେ ପକାଇ ଦେଇଛି। ଅନ୍ୟପଟେ ଲଗାତାର ଚତୁର୍ଥ ଦିନ ବି ବିଶ୍ୱରେ ୨୪ ଘଣ୍ଟାରେ ୧ ଲକ୍ଷରୁ…

CORONAVIRUS UPDATE: ୯୯ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୬୪୯

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୩୪ଜଣ ରହିଥିବା ବେଳେ ଗଞ୍ଜାମରୁ ୧୫ଜଣ ରହିଛନ୍ତି। ସେହିପରି ଯାଜପୁର ଓ କେନ୍ଦ୍ରାପଡ଼ାରୁ ୧୩ଜଣ ଲେଖାଏ ରହିଥିବା ବେଳେ ପୁରୀରୁ ୧୦,…

CORONAVIRUS UPDATE: ରାଜ୍ୟରେ ପୁଣି ୧୦୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଲା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଦେବଗଡ଼ରୁ ୨୨,…

ଆଜିଠୁ ମିଳିବ ଘରୋଇ ବିମାନ ସେବା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବଧି ସରି ଆସୁଥିବାବେଳେ ଧୀରେ ଧୀରେ ଯାତ୍ରୀ ପରିବହନ ସେବା ସ୍ବାଭାବିକ ହେବାରେ ଲାଗିଛି। ପ୍ରାୟ ୨ମାସ ଧରି ବନ୍ଦ ରହିଥିବା ଘରୋଇ ବିମାନ ସେବା ସୋମବାରଠାରୁ ଆରମ୍ଭ ହେଉଛି। ଦେଶର ବିଭିନ୍ନ ସ୍ଥାନକୁ ଘରୋଇ…

ଉପୁଜିପାରେ ମାନ୍ଦାବସ୍ଥା ସ୍ଥିତି

ନୂଆଦିଲ୍ଲୀ,୨୫।୫: କରୋନା ଭୂତାଣୁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାର ଗତିକୁ ରୋକି ଦେଇଛି। ଭୂତାଣୁ ନିୟନ୍ତ୍ରଣ କରିବା ଲାଗି ହୋଇଥିବା ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ହୋଇପଡିଛି। ଏହାର ପ୍ରଭାବ ଭାରତ ଉପରେ ପଡ଼ିଛି। ଭାରତ ବଜାର ଜଟିଳ ହେଉଥିବା…

ସୋମବାରଠାରୁ ବିମାନ ଚଳାଚଳ: ଗଡ଼ିବ ବସ୍‌, ଅଟୋ, ଟ୍ୟାକ୍ସି

ଭୁବନେଶ୍ୱର,୨୪।୫(ବ୍ୟୁରୋ): କେନ୍ଦ୍ର ସରକାରଙ୍କ କୋଭିଡ-୧୯ ନିୟମାବଳୀ ଅନୁଯାୟୀ ଏବେ ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଚାଲିଛି। ଏହା ମେ ୩୧ ଯାଏ ଜାରି ରହିବ। ହେଲେ ଏସବୁ ମଧ୍ୟରେ ରାଜ୍ୟବାସୀଙ୍କ ଜୀବନଜୀବିକାକୁ ନଜରରେ ରଖି ସରକାର ଅନେକ କାମକୁ ଅନୁମତି ଦେଇଛନ୍ତି।…

ରାଜ୍ୟକୁ ଆସିବା ପୂର୍ବରୁ ସୂଚନା ଦିଅ, ନଚେତ ସରକାରୀ ସୁବିଧା ମିଳି ନ ପାରେ: ଏସ୍‌ଆର୍‌ସି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ହେଲେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ସ୍ବତନ୍ତ୍ର ନିୟମ ଅନୁଯାୟୀ ସବୁକିଛି ବ୍ୟବସ୍ଥିତ ଭାବେ ଚାଲିଥିଲା। ଫଳରେ ରାଜ୍ୟରେ କୋଭିଡ-୧୯ ସଂକ୍ରମଣକୁ ଅନେକାଂଶରେ ପ୍ରତିହତ କରାଯାଇପାରିଛି। ହେଲେ ଆଗାମୀ…

ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ; ସରପଞ୍ଚ-ଏସ୍‌ଏଚ୍‌ଜି-ଜନସାଧାରଣଙ୍କ ପାଇଁ ସମ୍ଭବ: ଏସ୍‌ଆର୍‌ସି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଦୁଇ ମାସ ଧରି ସରକାର ରାଜ୍ୟବାସୀଙ୍କ ସହ କରୋନା ସହ ଯୁଦ୍ଧ ଲଢ଼ି ଆସୁଛନ୍ତି। ଏବେ ରାଜ୍ୟରେ କରୋନା ସ୍ଥିତି ବହୁମାତ୍ରାରେ ନିୟନ୍ତ୍ରଣରେ ରହିଛି। ଗତ ଦୁଇ ସପ୍ତାହରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟିଥିଲେ ସୁଦ୍ଧା ଏହା ଚିନ୍ତାଜନକ…

CORONAVIRUS UPDATE: ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୧୩୩୬କୁ ବୃଦ୍ଧି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୪ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଏବଂ ୩ ଜଣ ସାଧାରଣ ଲୋକ(ଲୋକାଲ୍‌) ଅଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri