CORONAVIRUS UPDATE: ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୧୩୩୬କୁ ବୃଦ୍ଧି
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା ବେଳେ ୪ ହୋମ୍ କ୍ୱାରାଣ୍ଟାଇନ୍ରେ ଏବଂ ୩ ଜଣ ସାଧାରଣ ଲୋକ(ଲୋକାଲ୍) ଅଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ…
ରାଜଧାନୀରେ ଆଜିଠାରୁ ଖୋଲିଲା ପାର୍କ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜଧାନୀରେ ରବିବାରଠାରୁ ପରୀକ୍ଷାମୂଳକ ଭାବେ କିଛି ପ୍ରମୁଖ ପାର୍କ ଖୋଲିଛି। ଦୀର୍ଘ ୬୪ ଦିନ ପରେ ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କକୁ ଆଜିଠାରୁ ଖୋଲାଯାଇଛି। ଏଗୁଡ଼ିକ ସକାଳ ୭ଟାରୁ ଦିନ ୧୦ ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା…
CORONAVIRUS UPDATE: ବରଗଡ଼କୁ ଛୁଇଁଲା କରୋନା, ସୁବାସ ନଗରକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ପ୍ରଶାସନ
ବରଗଡ଼ ଅଫିସ୍,୨୪।୫- ବରଗଡ଼ ଜିଲାକୁ କରୋନା(କୋଭିଡ୍-୧୯) ଭୂତାଣୁ ପ୍ରବେଶ କରିଛି । ବରଗଡ଼ ସହରସ୍ଥିତ ୱାର୍ଡ଼ ନଂ -୧୪ ସୁବାସ ନଗରର ଜଣେ ବାସିନ୍ଦା ଏଥିରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ତାଙ୍କ ସ୍ବାବ୍ ନମୁନା ପଜିଟିଭ୍ ଆସିଥିବା ଜିଲା ପ୍ରଶାସନ…
୨.୯ କୋଟି ଭାରତୀୟଙ୍କ ଡାଟା ଚୋରି
ନୂଆଦିଲ୍ଲୀ,୨୪।୫: ଦିନିକୁ ଦିନ ସାଇବର କ୍ରିମିନାଲଙ୍କ ପ୍ରାଦୁର୍ଭାବ ବୃଦ୍ଧି ହେଉଛି। ସାବଧାନ ନ ହେଲେ ଅନେକ କ୍ଷତି ସହିବାକୁ ପଡୁଥିବା ଦେଖାଯାଇଛି। ନିକଟରେ ଆଉ ଏକ ବଡ ଧରଣର ଡାଟା ଚୋରି ଘଟଣା ସାମ୍ନାକୁ ଆସିଛି। ନିଯୁକ୍ତି ସନ୍ଧାନରେ ରହିଥିବା ୨.୯…
ବଢୁଛି ଆମେରିକା ଅତି ଧନୀଙ୍କ ସମ୍ପତ୍ତି
ନୂଆଦିଲ୍ଲୀ,୨୪।୫: କରୋନା ପାଇଁ ସାରା ବିଶ୍ୱ ଏବେ ସଙ୍କଟ ସମୟ ଦେଇ ଗତି କରୁଛି। ଭୂତାଣୁକୁ ରୋକିବା ଲାଗି ବିଭିନ୍ନ ଦେଶ ଲକ୍ଡାଉନ ହେବା ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍ ହୋଇ ପଡ଼ିଛି। କରୋନାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍ଓ) ମହାମାରୀ ଘୋଷଣା…
ଅମ୍ଫନ୍ ପାଇଁ ଲକ୍ଷେ କୋଟି କ୍ଷତି
କୋଲକାତା,୨୪।୫: ମହାବାତ୍ୟା ଅମ୍ଫନ୍ ଯୋଗୁ ପୂର୍ବାଞ୍ଚଳ ରାଜ୍ୟ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷତିକ୍ଷତି ଘଟିଥିଲେ ହେଁ ଓଡ଼ିଶା ସେତେଟା ପ୍ରଭାବିତ ହୋଇନାହିଁ। ଅମ୍ଫନ୍ ଯୋଗୁ ଭିତ୍ତିଭୂମି, କୃଷି ସମେତ ଅନ୍ୟ କ୍ଷେତ୍ରରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କା (୧୩ ବିଲିୟନ ଡଲାର)…
ଲକ୍ଡାଉନରେ ନିର୍ଯାତିତ ଠିକା ଶ୍ରମିକ
ଲଖନପୁର,୨୪।୫(ଡି.ଏନ୍.ଏ) ମହାମାରୀ କରୋନାକୁ ନେଇ ସାରାଦେଶରେ ୪ର୍ଥ ପର୍ଯ୍ୟାୟ ଲକ୍ଡାଉନ ଜାରି ରହିଛି। ଏହାର ପ୍ରଭାବ କଳକାରଖାନା ଉପରେ ପଡିଛି । ଏଥିରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଯେମିତି ପ୍ରଭାବିତ ନ ହେବେ ଏଥିପାଇଁ ସରକାର କେତେକ ନିର୍ଦ୍ଦେଶନାମା ଜାରି କରିଛନ୍ତି…
ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ: ହାଇକୋର୍ଟ
କଟକ ଅଫିସ,୨୩ା୫: ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହଁ ବୋଲି ଶନିବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କୋରାପୁଟ ଜିଲା ପଟାଙ୍ଗୀ ଥାନା ଅଞ୍ଚଳର ଏକ ମାମଲାର ଶୁଣାଣି ବେଳେ ଜଷ୍ଟିସ୍ ସଞ୍ଜୀବ କୁମାର ପାଣିଗ୍ରାହୀ ଏହି…
୨୪ ଘଣ୍ଟା ନ ପୁରୁଣୁ ଓଡ଼ିଶାକୁ ମିଳିଲା ୫୦୦ କୋଟି
ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୪ ଘଣ୍ଟା ନ ପୁରୁଣୁ ରାଜ୍ୟକୁ ଅମ୍ଫନ ସହାୟତା ମିଳିଛି। ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ୫୦୦ କୋଟି ଟଙ୍କା ଓଡ଼ିଶାକୁ ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟକୁ ଏହି ଟଙ୍କା ମିଳିଛି। ଏନେଇ ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ପ୍ରଦୀପ…
ରାଜ୍ୟ ସରକାର ଦେଲେ ଅନୁମତି: ରବିବାରଠାରୁ ଅନ୍ଲାଇନ୍ରେ ମିଳିବ ମଦ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍ଲାଇନ୍ରେ ମିଳିବ ମଦ। ଏଥିନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଅନ୍ ଓ ଅଫ୍ ଲାଇସେନ୍ସ ପ୍ରାପ୍ତ ଦୋକାନୀ ହୋମ୍ ଡେଲିଭରି କରିପାରିବେ। କଣ୍ଟେନ୍ମେଣ୍ଟ ଜୋନ୍ ବ୍ୟତିତ ଅନ୍ୟ ସବୁଠାରେ ହୋମ୍ ଡେଲିଭରି କରାଯିବ। ହେଲେ ବିଦେଶୀ ମଦ…
‘ଅମ୍ଫନ୍’ରେ ୧ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟାରେ ପ୍ରାୟ ୧ ଲକ୍ଷ ହେକ୍ଟର ଚାଷ ଜମି କ୍ଷତି ହୋଇଥିବା ଆକଳନ କରାଯାଇଛି। ପ୍ରାଥମିକ ଆକଳନ ଅନୁସାରେ ୧ ଲକ୍ଷ ହେକ୍ଟର ଫସଲ କ୍ଷତି ହୋଇଛି।…
ଥାନା ଭିତରେ ଥାର୍ଡ ଡିଗ୍ରୀ ପଡ଼ିଲା ମହଙ୍ଗା: ପାଟଣା ଥାନା ଆଇଆଇସିଙ୍କୁ ନିଲମ୍ବନ କଲେ ଡିଜି
ଭୁବନେଶ୍ୱର(ବ୍ୟୁରୋ)/ ପାଟଣା(ସ୍ବ.ପ୍ର.),୨୩।୫: କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ନିଲମ୍ବିତ ହୋଇଛନ୍ତି। ଥାନା ଭିତରେ ଜଣେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ଭାଇରାଲ ହେବା ପରେ ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କୁ ନିଲମ୍ବନ କରାଯାଇଛି। ଏ ନେଇ ଜିଡିପି କାର୍ଯ୍ୟାଳୟ ପକ୍ଷରୁ…
Archives


