Home Middle

ଦୁର୍ଗାପୂଜାରେ ନିର୍ବାଚନୀ ଶଙ୍ଖ ଫୁଙ୍କିଲେ ମୋଦି: ମିଶନ ପଶ୍ଚିମବଙ୍ଗ ଆରମ୍ଭ

ନୂଆଦିଲ୍ଲୀ, ୨୨।୧୦: ଦେଶରେ ଦ୍ରୁତ ଗତିରେ ମହିଳା ସଶକ୍ତି କରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ୨୨ କୋଟି ମହିଳାଙ୍କ ପାଇଁ ବ୍ୟାଙ୍କରେ ସଞ୍ଚୟ ଖାତା ଖୋଲାଯାଇଛି। ସେହିପରି ମହିଳାଙ୍କୁ ସହଜ ସୁଧହାରରେ ଋଣ ଦେବା ଯୋଗୁ ମହିଳାଙ୍କ ବିକାଶ ସମ୍ଭବ…

ବାଲାକୋଟରେ ଆତଙ୍କବାଦୀଙ୍କ କଣ୍ଟ୍ରୋଲ୍‌ ରୁମ୍‌: ଭାରତରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର, ୨୨।୧୦: ପାକିସ୍ତାନ ସୈନ୍ୟ ବିଭାଗ ପକ୍ଷରୁ ପୁଣି ଥରେ ବାଲାକୋଟରେ ଆତଙ୍କବାଦୀଙ୍କ ପାଇଁ କଣ୍ଟ୍ରୋଲ ରୁମ୍‌ ସ୍ଥାପନ କରାଯାଇଛି। ମୁଜାଫରାବାଦ ଦେଇ ଭାରତରେ ଅନୁପ୍ରବେଶ କରିବାକୁ ଆତଙ୍କବାଦୀଙ୍କୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ ପକ୍ଷରୁ…

ଆଜି ରାଜ୍ୟରେ ପୁଣି ୧୯୧୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୦୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

ବିହାର ବିଧାନସଭା ନିର୍ବାଚନରେ ଭାଜପାର ୧୧ ସଂକଳ୍ପ: ମାଗଣା କରୋନା ଟିକା-୧୯ଲକ୍ଷଙ୍କୁ ନିଯୁକ୍ତି

ପାଟନା, ୨୨।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୧୧ ସଂକଳ୍ପ ଥିବା ଘୋଷଣା ପତ୍ର ଗୁରୁବାର ଜାରି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପସ୍ଥିତିରେ ଘୋଷଣା ପତ୍ର ଜାରି କରାଯାଇଛି। ଏହି ଅବସରରେ ରାଜ୍ୟ ଭାଜପା ଅଧ୍ୟକ୍ଷ ସଞ୍ଜୟ…

ନୌସେନାରେ ସାମିଲ ହେଲା କଓ୍ବରାତ୍ତିି

ବିଶାଖାପଟ୍ଟନମ୍‌, ୨୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଉତ୍ତେଜନା ବଢୁଥିବାବେଳେ ଭାରତ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛି। ଏହି ମର୍ମରେ ବୁଡ଼ା ଜାହାଜ କଓ୍ବରାତ୍ତିିକୁ ଗୁରୁବାର ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମ୍‌ ସ୍ଥିିତ ନାଭାଲ ଡକୟାର୍ଡରେ ନୌସେନାରେ ସାମିଲ କରାଯାଇଛି। ସେନା ମୁଖ୍ୟ…

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ୍‌ମାର୍କର ରୂପ ନେଇ ସାରିଛି। ଗୁରୁବାର ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

କେନ୍ଦ୍ର ଆଣିବ ଆଉ ଏକ ପ୍ୟାକେଜ

ନୂଆଦିଲ୍ଲୀ: କରୋନା ଦ୍ୱାରା ଅର୍ଥ ବ୍ୟବସ୍ଥା ବର୍ତ୍ତମାନ କ୍ଷତିଗ୍ରସ୍ତ ହୋଇ ରହିଛି। ସରକାର ପୂର୍ବରୁ ପ୍ରାୟ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଥିଲେ। ପୁଣି ଥରେ ଆଉ ଏକ ପ୍ୟାକେଜ ଆଣିବା ଦିଗରେ କାର୍ଯ୍ୟକ୍ରମ ଜାରି ରହିଥିବା ଅର୍ଥ…

ପିଆଜ ଆମଦାନୀ କଟକଣା କୋହଳ ହେଲା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ପିଆଜ ଆମଦାନୀ ଉପରେ ରହିଥିବା କଟକଣାକୁ କୋହଳ କରିଛନ୍ତି। ଡିସେମ୍ବର ୧୫ ଯାଏ ଏହି ନିୟମ କୋହଳ କରାଯାଇଛି। ଘରୋଇ ବଜାରକୁ ପିଆଜ କିଭଳି ଶୀଘ୍ର ଆସିପାରିବ ତା’ ଉପରେ ଧ୍ୟାନ ରଖାଯାଇଛି। ଏହା ହେଲେ ଘରୋଇ…

୧୧୦୬ ସ୍କୁଲରେ ଝୁଲିବ ତାଲା

ବାରିପଦା ଅଫିସ,୨୨ା୧୦-ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ୨୦ରୁ କମ୍‌ ପିଲା ଥିବା ପ୍ରାଥମିକ ଓ ୨୫ରୁ କମ୍‌ ଛାତ୍ରୀଛାତ୍ର ଥିବା ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଏହା…

ଜମି ଲୋଭରୁ ଟ୍ରିପଲ ମର୍ଡର: ରକ୍ତରେ ଭିଜିଲା ଲପଡା ଗାଁ

ସମ୍ବଲପୁର,୨୧ା୧୦(ବ୍ୟୁରୋ)-ଜମି ବିବାଦକୁ କେନ୍ଦ୍ର କରି ସମ୍ବଲପୁର ଜିଲା ମହୁଲପାଲି ଥାନା ଲପଡା ଗ୍ରାମରେ ବୁଧବାର ଟ୍ରିପଲ ମର୍ଡର ଘଟିଛି। ୩ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଫଳରେ ଗୋଟିଏ ପରିବାର ମୂଳପୋଛ ହୋଇଯାଇଛି। ମୃତକ ହେଲେ ପୀରବତୀ ବେହେରା (୫୫),…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୧୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୨୦୬, ଅନୁଗୋଳରୁ ୨୦୧, ମୟୂରଭଞ୍ଜରୁ ୧୫୬, କଟକରୁ ୧୧୯, ନୂଆପଡ଼ାରୁ ୧୦୬, ବଲାଙ୍ଗିରରୁ ୧୦୫, ବରଗଡ଼ରୁ ୧୦୦, ସମ୍ବଲପୁରରୁ…

ବାୟୁ ପ୍ରଦୂଷଣ: ଭାରତରେ ୧୬ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି

ନୂଆଦିଲ୍ଲୀ, ୨୧।୧୦: ବାୟୁ ପ୍ରଦୂଷଣ ଯୋଗୁ ପୃଥିବୀରେ ସଙ୍କଟ ଧୀରେଧୀରେ ଘନେଇ ଆସୁଛି। ପୃଥିବୀରେ ୨୦୧୯ରେ ୬୭ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଭାରତରେ ୧୬ ଲକ୍ଷ ୭୦ ହଜାରରୁ ଅଧିକ ଲୋକଙ୍କର ଜୀବନ ବାୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?