୨୬ ଜିଲାକୁ ମାଡ଼ିଲାଣି କରୋନା: ଗଞ୍ଜାମରେ ୩୪୧ ସଂକ୍ରମିତ ଚିହ୍ନଟ; ଜାଣନ୍ତୁ କେଉଁ ଜିଲାରେ କେତେ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ଆଉ ୮୦ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ପାଇଛି। ସେଥିରୁ ୮୨୬ ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୩୬ଜଣ ସୁସ୍ଥ…
CORONAVIRUS UPDATE: ୨୬ ଜିଲାକୁ ଛୁଇଁଲା କରୋନା
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୬ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି ଦିନ ତଳେ ଏହି ତାଲିକାରେ ମାଲକାନଗିରି ଜିଲା ଯୋଡ଼ି ହୋଇଥିଲା। ଶନିବାର ଆଉ ୨ଟି…
CORONAVIRUS UPDATE: ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଶନିବାର ସକାଳେ ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ହୋଇଛି।…
ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଓଡିଶାକୁ ୫୦୦ କୋଟି: ମୋଦି
ଭୁବନେଶ୍ୱର,୨୨।୫(ବ୍ୟୁରୋ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ସାମୁଦ୍ରିକ ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ବାତ୍ୟାର ମୁକାବିଲା ଦିଗରେ ରାଜ୍ୟବାସୀ ଓ ମୁଖ୍ୟମନ୍ତ୍ରୀ…
ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ ବିମାନ ଦୁର୍ଘଟଣାଗ୍ରସ୍ତ
ଇସ୍ଲାମାବାଦ୍,୨୨।୫: ପାକିସ୍ତାନରେ ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଶୁକ୍ରବାର ଅପରାହ୍ନରେ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ (ପିଆଇଏ)ର ବିମାନ ଦୁର୍ଘଟଣାର ଶୀକାର ହୋଇଛି। ଏହି ଦୁର୍ଘଟଣା କରାଚି ବିମାନବନ୍ଦର ନିକଟରେ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପିଆଇଏ ବିମାନ ଲାହୋରରୁ କରାଚି…
ରାଜ୍ୟର ‘ଅମ୍ଫନ୍’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରୁଛନ୍ତି ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାତ୍ୟାଞ୍ଚଳ ପରିଦର୍ଶନରେ ଯାଇଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ଅମ୍ଫନ୍ ପ୍ରଭାବିତ ଅଞ୍ଚଳର ସମୀକ୍ଷା କରିବେ। ତେବେ ଏହି ସମୟରେ ତାଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ…
ଓଡ଼ିଶାରେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଅପରାହ୍ନରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ଅମ୍ଫନ୍ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟପାଳ…
ଶସ୍ତା ହେବ ଋଣ: ୩ମାସ କୋହଳ ହେଲା ଇଏମ୍ଆଇ
ନୂଆଦିଲ୍ଲୀ,୨୨।୫: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ପ୍ରାୟ ୨୧ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ଏହି ପ୍ୟାକେଜର ସବିଶେଷ ତଥ୍ୟ ଦେଶବାସୀଙ୍କ ସମ୍ମୁଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରଖିଥିଲେ। ଇତିମଧ୍ୟରେ ରିଜର୍ଭ ବ୍ୟାଙ୍କ ଅଫ୍…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪୩୬କୁ ବୃଦ୍ଧି
ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହୋଇଛନ୍ତି ୪୩ କରୋନା ଆକ୍ରାନ୍ତ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆରୋଗ୍ୟ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଅନୁଗୋଳର ୧୫, ଗଞ୍ଜାମ-ରାଉରକେଲା-ଯାଜପୁରର ୮, ପୁରୀ-କେନ୍ଦ୍ରାପଡ଼ା-କଟକ-ବୌଦ୍ଧର…
ଅମ୍ଫନ୍ କ୍ଷୟକ୍ଷତି: ପଶ୍ଚିମବଙ୍ଗ ପାଇଁ ୧୦୦୦କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ ମୋଦି
କୋଲକାତା,୨୨।୫: ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦ କୋଟି…
ମମତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ: ସମସ୍ତ ପ୍ରକାର ସହାୟତା ଯୋଗାଇବାକୁ ଦେଲେ ପ୍ରତିଶ୍ରୁତି
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହୋଇଛନ୍ତି। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଏପରି ସଙ୍କଟ ସମୟରେ ପଶ୍ଚିମବଙ୍ଗ ସହ ଓଡ଼ିଶାର ସମ୍ପୂର୍ଣ୍ଣ ସହଯୋଗ ରହିଛି ବୋଲି କହିଛନ୍ତି। ଏଥିସହ…
CORONAVIRUS UPDATE: ରାଜ୍ୟରେ ପୁଣି ୮୬ ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଲା
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଯାଜପୁରରୁ ୪୬,କଟକରୁ ୧୧, ନୟାଗଡ଼ରୁ ୬,…
Archives


