Home Middle

ଅମ୍ଫନ୍‌ରେ ୪୫ ଲକ୍ଷ ଲୋକ ପ୍ରଭାବିତ: ଏନ୍‌ସିଏମ୍‌ସିକୁ ସୂଚନା ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ଅମ୍ଫନ୍‌ରେ ରାଜ୍ୟର ୧୫୦୦ ପଞ୍ଚାୟତର ୪୪.୮୦ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ବାତ୍ୟା ପ୍ରଭାବରେ ପ୍ରାୟ ୧ଲକ୍ଷ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଛି। ଗୁରୁବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଭିଡିଓ କନ୍‌ଫରେନ୍ସରେ…

ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨୨।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଓ ପଶ୍ଚିମବଙ୍ଗର ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ବୁଲି ଦେଖିବେ। ଏଥିସହ ରିଲିଫ ଏବଂ ଥଇଥାନ କାର୍ଯ୍ୟ ପ୍ରସଙ୍ଗରେ ସମୀକ୍ଷା କରିବେ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ଗୁରୁବାର ରାତିରେ…

କାଲି ଆସିବେ ପ୍ରଧାନମନ୍ତ୍ରୀ ମୋଦି: ଆକାଶ ମାର୍ଗରୁ ଓଡିଶା, ପଶ୍ଚିମବଙ୍ଗର ବାତ୍ୟା ସ୍ଥିତି ପରଖିବେ

ଭୁବନେଶ୍ୱର, ୨୧।୫(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନିକିଆ ଓଡିଶା ଗସ୍ତରେ ଆସିବେ ବୋଲି ଜଣାପଡିଛି। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଳମ୍ବିତ ରାତିରେ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ପିଏମ୍‌ଓ ପକ୍ଷରୁ ଟୁଇଟ୍‌ କରି ଉଲ୍ଲେଖ କରାଯାଇଛି ଯେ, ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ…

୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଆସନ୍ତା ୨୬ରୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ କରାଯିବ। ଏନେଇ ଗୁରୁବାର ଅପରାହ୍ନରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବା ନେଇ ବିଭାଗ ପକ୍ଷରୁ କୁହାଯାଇଛି। ପ୍ରକାଶ ଯେ, ବାତ୍ୟା ଅମ୍ଫନ…

ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ପ୍ରଥମେ କରୋନା କଟକଣା ଉପରେ ଅମ୍ଫନ ଯୋଗୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନକୁ ସ୍ଥଗିତ କରାଯାଇଥିଲା। ହେଲେ ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ପାଇବ। ଗୁରୁବାର ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦ କରୋନା ଆକ୍ରାନ୍ତ, ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଆଉ ୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୫୦ରୁ ସର୍ବାଧିକ ୨୨ଜଣ ଗଞ୍ଜାମ ଜିଲାର ରହିଛନ୍ତି। ସେହିଭଳି ବାଲେଶ୍ୱରରୁ ୧୫, ଭଦ୍ରକରୁ ୫, ଯାଜପୁର ଓ ବୌଦ୍ଧରୁ ୩, ମୟୁରଭଞ୍ଜ ଓ ରାଉରକେଲରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ…

ଶେଷ ହେଲା ବୈଠକ: ସର୍ବନିମ୍ନ ସେବାୟତଙ୍କ ଦ୍ୱାରା ଶ୍ରୀଜିଉଙ୍କ ସ୍ନାନଯାତ୍ରା ହେବା ନେଇ ଆଲୋଚନା, ୨୫ ସୁଦ୍ଧା ଦେବେ ତାଲିକା

ପୁରୀ ଅଫିସ,୨୧।୫: ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ସମ୍ଭାବନା ବଢ଼ିଛି। ଗୁରୁବାର ୧୦ ନିଯୋଗ ସହ ବୈଠକ ପରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର ଏନେଇ ସୂଚନା ଦେଇଛନ୍ତି। ସର୍ବନିମ୍ନ ସେବାୟତରେ କିଭଳି ସ୍ନାନଯାତ୍ରା କରିହେବ ସେ ନେଇ ଆଲୋଚନା ହୋଇଥିବା…

ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ଆରମ୍ଭ ହେଲା ବୈଠକ: ୧୦ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିଭଳି ଭାବେ ଶୃଙ୍ଖଳିତ ଭାବେ କରାଯିବ ସେ ନେଇ ଗୁରୁବାର ୧୦ଟି ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର…

ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହ ଗୁରୁବାର ଟୁଇଟ୍‌ କରି ଏକ ନବଜାତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ…

CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୧୦୦ ଟପିଲା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଥମିବାରେ ନା ନେଉନି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବୁଧବାର ଅପରାହ୍ନରେ କଳାହାଣ୍ଡିରେ ସର୍ବାଧିକ ୧୧ଜଣ…

ପ୍ୟାକେଜ ଜିଡିପିର ମାତ୍ର ୧%

ନୂଆଦିଲ୍ଲୀ,୨୧।୫-କରୋନା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାରେ ସୁଧାର ଆଣିବା ଲାଗି ୨୦ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଏକ ପ୍ୟାକେଜ ସରକାର ଘୋଷଣା କରିଛନ୍ତି। ୨୦.୯୭ ଲକ୍ଷ କୋଟି ଟଙ୍କାର ଏହି ପ୍ୟାକେଜକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୫ ଭାଗରେ ବିସ୍ତୃତ…

ବାତ୍ୟା ଅମ୍ପନ ତାଣ୍ଡବ: ୪୮ ଘଣ୍ଟାରେ ରିପୋର୍ଟ ଦେବାକୁ ପ୍ରଭାବିତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ଅମ୍ପନ ବୁଧବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ସୁନ୍ଦରବନ ଠାରେ ସ୍ଥଳଭାଗ ଅତିକ୍ରମ କରି ଯାଇଛି। ସ୍ଥଳଭାଗ ମୁହାଁ ହେବା ବେଳେ ଓଡିଶା ଉପକୂଳରେ କିଛି ସମୟ ପାଇଁ ତାଣ୍ଡବ ରଚାଇଛି। ବାତ୍ୟା ପ୍ରଭାବରେ କେତେକ ସ୍ଥାନରେ ଚାଳଘର, ଗଛ, ବିଦ୍ୟୁତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri