Home Middle

ସୁନ୍ଦରବନରେ ‘ଅମ୍ଫନ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ, ପ୍ରବେଶ କରୁଛି ବାହ୍ୟ ଅଂଶ: ବିଶ୍ୱାସ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ଅପରାହ୍ନ ୨ଟା ୩୦ରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି। ବାତ୍ୟାର ବାହ୍ୟ ଅଂଶ ପଶ୍ଚିମବଙ୍ଗରେ ପ୍ରବେଶ କରୁଛି। ପ୍ରାୟ ୪ ଘଣ୍ଟା ଧରି ଏହା ଚାଲିବ ବୋଲି ଆକଳନ କରାଯାଉଛି।…

ପୂର୍ବ ନିର୍ଦ୍ଧାରିତ ପଥରେ ହିଁ ଗତି କରୁଛି ‘ଅମ୍ଫନ୍‌’; କିଛି ସମୟ ପାଇଁ ବାଲେଶ୍ୱରରେ ପବନ ବେଗ ବଢ଼ିବ: ଏସ୍‌ଆର୍‌ସି

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବେଳକୁ ବେଳ ଦୀଘା ନିକଟତର ହେଉଛି ବାତ୍ୟା ‘ଅମ୍ଫନ୍‌’। ଏବେ ବାତ୍ୟା ଦୀଘାଠାରୁ ୯୫ କିମି ଦୂରରେ ରହିଛି। ସେହିଭଳି ପାରାଦୀପଠାରୁ ଉତ୍ତରପୂର୍ବ ଦିଗରେ ୧୫୦ କିମି ଦୂରକୁ ବାତ୍ୟା ଗତି କରିଛି। ଅମ୍ଫନ୍‌ର ଅପ୍‌ଡେଟ୍‌ ନେଇ ଏସ୍‌ଆର୍‌ସି ପ୍ରଦୀପ…

ଉତ୍ତର ଓଡ଼ିଶା ଅତିକ୍ରମ କରୁଛି ‘ଅମ୍ଫନ୍‌’: ଦୀଘାଠାରୁ ୯୫ କିମି ଦୂରରେ, ୪ଟାରୁ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ପାରାଦୀପଠାରୁ ଦୂରଉଛି ‘ଅମ୍ଫନ୍‌’। ପାରାଦୀପଠାରୁ ଉତ୍ତରପୂର୍ବ ଦିଗରେ ୧୫୦ କିମି ଦୂରକୁ ଗତି କରିଛି ବାତ୍ୟା। ବେଳକୁ ବେଳ ଏହା ଦୀଘା ନିକଟତର ହେଉଛି। ଏବେ ବାତ୍ୟା ଦୀଘାଠାରୁ ୯୫ କିମି ଦୂରରେ ରହିଛି। ଜଗତସିଂହପୁରରେ ପବନ କମିଥିବା ବେଳେ…

ପଶ୍ଚିମବଙ୍ଗ ମୁହାଁ ଅମ୍ଫନ୍‌

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ପାରାଦୀପଠାରୁ ଧିରେ ଧିରେ ଦୂରେଇ ଯାଇ ପଶ୍ଚିମବଙ୍ଗର ଦୀଘା ମୁହାଁ ହୋଇଛି । ବର୍ତ୍ତମାନ ପାରାଦୀପଠାରୁ ୧୫୦ କିଲୋମିଟର ଦୂରରେ ରହିଛି । ଅମ୍ଫନ୍‌ ପ୍ରଭାବରେ ବାଲେଶ୍ଵର, ଭଦ୍ରକ ଜିଲ୍ଲାରେ ଏବେ ପବନର ବେଗ ବଢ଼ିବାରେ…

ଉପକୂଳ ଅତିକ୍ରମ କରୁଛି ‘ଅମ୍ଫନ୍‌’: ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ଝଡ଼ବର୍ଷା, ଅପରାହ୍ନ ସୁଦ୍ଧା ପବନର ବେଗ ଆହୁରି ବଢ଼ିବା ସମ୍ଭାବନା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅମ୍ଫନ୍‌’ ଉତ୍ତର, ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ପାରାଦୀପଠାରୁ ୧୨୦ କିମି, ପାରାଦୀପର ଦକ୍ଷିଣ ପୂର୍ବ ଦିଗରୁ ୧୨୩ କିମି, ପଶ୍ଚିମବଙ୍ଗର ଦୀଘାଠାରୁ ଦକ୍ଷିଣ ପୂର୍ବ ଦିଗ…

କରୋନା ନେଲା ଆଉ ଏକ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬ ଛୁଇଁଲା

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଖୋର୍ଦ୍ଧା ଜିଲାର। ତାଙ୍କ ବୟସ ୭୦ ବର୍ଷ ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ…

CORONAVIRUS UPDATE: ରାଜ୍ୟରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ହଜାରେ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ଆଉ ୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨ ହୋଇଛି। ଆଜି ଚିହ୍ନଟ ହୋଇଥିବା ନୂଆ ପଜିଟିଭଙ୍କ ମଧ୍ୟରୁ ବୌଦ୍ଧ ଜିଲାରୁ…

CORONAVIRUS UPDATE: ରାଜ୍ୟରେ ଆଉ ୭୪ କରୋନା ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି, ୭୨ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ, ୨ ଲୋକାଲ କେସ୍‌

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବୌଦ୍ଧ ଜିଲାରୁ ସର୍ବାଧିକ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୧୧, କଟକ ୯, ଖୋର୍ଦ୍ଧା ୭, ଗଞ୍ଜାମ ୬, ଯାଜପୁର ୬,…

ବାତ୍ୟା ଅମ୍ଫନ୍‌ ପ୍ରଭାବ: ସର୍ବାଧିକ ବର୍ଷା, ପବନ ରେକର୍ଡ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ପାରାଦୀପଠାରୁ ୧୨୫ କିଲୋମିଟର ଦୂରରେ ରହିଛି ବାତ୍ୟା ଅମ୍ଫନ୍‌। ଘଣ୍ଟାକୁ ୧୪ କିଲୋମିଟର ବେଗରେ ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା, ପବନ ଲାଗି ରହିଛି। କେଉଁଠି ରାତି ସାରା ଝିପି ଝିପି ବର୍ଷା ହେଉଛି…

ଆସୁଛି ‘ଅମ୍ଫନ୍‌’: ବିଳମ୍ବିତ ରାତିରେ ବଢ଼ିପାରେ ପବନର ବେଗ; ବୁଧବାର ୧୨-୨ଟା ମଧ୍ୟରେ ଅତିକ୍ରମ କରିବ ଓଡ଼ିଶା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ‘ଅମ୍ଫନ୍‌’ ଏବେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇସାରିଲାଣି। ଘଣ୍ଟାକୁ ୧୮ କିମି ବେଗରେ ଏହା ସ୍ଥଳଭାଗ ମୁହାଁ ହେଉଛି। ବୁଲବୁଲ୍‌ଠାରୁ ଏହାର ତିବ୍ରତା ଅଧିକ ରହିବ। ହେଲେ ସମାନ ଅଞ୍ଚଳରେ ଅମ୍ଫନର ପ୍ରଭାବ ପଡ଼ିବ। ମଙ୍ଗଳବାର ବିଳମ୍ବିତ ରାତିରୁ ଓଡ଼ିଶାର…

ଗତି ବଢ଼ାଇ ସ୍ଥଳଭାଗ ମୁହାଁ ଅମ୍ଫନ: ପାରାଦୀପଠାରୁ ୩୫୦ କିମି ଦୂରରେ; ଲ୍ୟାଣ୍ଡଫଲ୍‌ ବେଳେ ୧୮୫ କିମି ରହିବ ପବନର ବେଗ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ୍‌’ ପ୍ରଥମେ ମହାବାତ୍ୟା ଏବଂ ଏବେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇସାରିଲାଣି। ଏବେ ଏହା ପାରାଦୀପଠାରୁ ୩୫୦ କିମି ଏବଂ ଦୀଘାରୁ ୫୧୦ କିମି ଦୂରରେ ରହିଛି।…

ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ବାତ୍ୟା ଅମ୍ଫନ: ଉତ୍ତର ଓ ଉପକୂଳ ଓଡ଼ିଶାରେ ପବନ ବହିବା ସହ ହେବ ପ୍ରବଳ ବର୍ଷା; ସୂଚନା ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଘଣ୍ଟାକୁ ୧୫ କିମି ବେଗରେ ଗତି କରୁଛି ବାତ୍ୟା ‘ଅମ୍ଫନ’। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କହିବାନୁସାରେ ପୂର୍ବ ନିର୍ଦ୍ଧାରିତ ପଥରେ ଗତି କରୁଛି ଅମ୍ଫନ। ଏ ନେଇ ଏସ୍‌ଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ତାଙ୍କ କହିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri