କଟକ @୧୫୪୬: ବେହେରା ସାହିରେ ମାଡ଼ିଲା କରୋନା; ଆଜି ଚିହ୍ନଟ ହେଲେ…
କଟକ ଅଫିସ,୮।୮: ବେଳକୁ ବେଳ କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର କଟକରୁ ଆଉ ୭୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୫୪୬ରେ ପହଞ୍ଚିଛି। ସେଥିରୁ ୭୬୩ଜଣ ସୁସ୍ଥ…
ମିଶନ ‘ଗଗନଯାନ’ ପାଇଁ ମନୋନୀତ ହେଲେ ବଲାଙ୍ଗୀରର ଓ୍ବିଙ୍ଗ୍ସ କମାଣ୍ଡର ନିଖିଲ ରଥ
ବଲାଙ୍ଗୀର ଅଫିସ,୮ା୮: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍ ‘ଗଗନଯାନ’ ପାଇଁ ବଲାଙ୍ଗୀରର ସୁପୁତ୍ର ଓ୍ବିଙ୍ଗସ୍ କମାଣ୍ଡର ନିଖିଲ ରଥ ମନୋନୀତ ହୋଇଥିବା ଜଣାପଡ଼ିଛି। ଏହି ମିଶନ୍ ପାଇଁ ତାଙ୍କ ନାମ ଶର୍ଟଲିଷ୍ଟ ହୋଇଥିବା ଜାଣିବା ପରେ ଓଡ଼ିଶାର…
ମୋଦି ପୁଣିଥରେ ହୁଅନ୍ତୁ ପ୍ରଧାନମନ୍ତ୍ରୀ: ୬୬ ପ୍ରତିଶତ ଲୋକଙ୍କ ମତ
ନୂଆଦିଲ୍ଲୀ, ୮।୮: କରୋନା ସଙ୍କଟରେ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଲୋକପ୍ରିୟତା ବଢ଼ିଚାଲିଛି। ସମ୍ପ୍ରତି ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି ଯେ, ମୋଦି ପୁଣିଥରେ ଦେଶର ପ୍ରଧାନମନ୍ତ୍ରୀ ହୁଅନ୍ତୁ ବୋଲି ୬୬ ପ୍ରତିଶତ ଲୋକ ଚାହୁଁଛନ୍ତି। ଏହି ତାଲିକାର ଦ୍ୱିତୀୟ ପସନ୍ଦରେ…
ଆଉ ୧୨ କରୋନା ସଂକ୍ରମିତଙ୍କ ଜୀବନଗଲା : ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି
ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ କରୋନା ପଜିଟିଭ ଏବଂ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ୨୪ ଘଣ୍ଟା ମଧ୍ୟରେ ୧୨ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…
CORONAVIRUS UPDATE: ରାଜ୍ୟରେ ପୁଣି ୧୬୪୩ କରୋନା ପଜିଟିଭ ଚିହ୍ନଟ; ୪୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଶନିବାର ୨୮ ଜିଲାରୁ ପୁଣି ୧୬୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୧୯୩ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
୧୦ ଦିନରେ ୫ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ, ୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୧୦ ଦିନ ଧରି ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହିଛି। ଫଳରେ ୫ ଲକ୍ଷରୁ…
କେରଳରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ଦୁର୍ଘଟଣାଗ୍ରସ୍ତ
ଥିରଭାନନ୍ତପୁରମ,୭।୮-କେରଳର କୋଝିକୋଡ ବିମାନ ବନ୍ଦରରେ ଶୁକ୍ରବାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁବାଇରୁ ୧୯୦ ଯାତ୍ରୀଙ୍କୁ ନେଇ କେରଳର କୋଝିକୋଡକୁ ଆସୁଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ଦୁର୍ଘଟଣାର ଶିକାର ହୋଇଛି। ସଂଧ୍ୟା ୭ଟା ୪୫ରେ ଏହି ଦୁର୍ଘଟଣା ଘଟିଥିବା ଏଏନଆଇ ପକ୍ଷରୁ…
ରାଜ୍ୟରେ ସୁସ୍ଥ ହେଲେ ୧୮୧୦ ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୭।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୮୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୭୦୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୨, କଟକରୁ ୧୪୭, ଗଜପତିରୁ ୧୩୬, ଢେଙ୍କାନାଳରୁ ୧୧୬, ସୁନ୍ଦରଗଡରୁ ୧୦୬, ସମ୍ବଲପୁରରୁ ୬୨, ରାୟଗଡା ୫୫, କେନ୍ଦୁଝରରୁ ୩୭,…
ଆଜି ଆଉ ୧୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ୩…
ଆଜି ଗଞ୍ଜାମକୁ ପଛରେ ପକାଇଲା ଖୋର୍ଦ୍ଧା
ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବାରୁ ଏହା ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ୨୯ଟି ଜିଲାରୁ ସର୍ବାଧିକ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଗଞ୍ଜାମରୁ ୨୭୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା…
ଶିକ୍ଷା ନୀତିକୁ ନେଇ ମୋଦିଙ୍କ ମନ୍ତବ୍ୟ: ପିଲାଙ୍କ ମଧ୍ୟରେ ଶିଖିବାର ଆଗ୍ରହ ବଢୁଛି
ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶର ନୂଆ ଶିକ୍ଷା ନୀତି ଉପରେ ନିଜର ମନ୍ତବ୍ୟ ରଖିଛନ୍ତି। ଗତ ୩-୪ ବର୍ଷ ବିଚାରବିମର୍ଶ ପରେ ନୂଆ ଶିକ୍ଷା ନୀତିକୁ ମଞ୍ଜୁରୀ ଦିଆଯାଇଛି। ବିଭିନ୍ନ ବିଚାରଧାରର ଲୋକେ ଏହା ଉପରେ ମନ୍ଥନ କରୁଛନ୍ତି।…
CORONAVIRUS UPDATE: ରାଜ୍ୟରେ ୪୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ସର୍ବାଧିକ ୧୮୩୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୧୧୮…
Archives


