Home Middle

କଟକରୁ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୬।୮-କଟକ ସହରରୁ ଗୁରୁବାର ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୧୦ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ସେହିପରି ସ୍ଥାନୀୟ ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ ୨୪…

କ୍ଷମତାରେ ମୋଦି-ବିପକ୍ଷରେ ମୋଦି-ମଧ୍ୟସ୍ଥତାରେ ବି ମୋଦି: ଦେଶ ରାଜନୀତିରେ ନାହିଁ ବିକଳ୍ପ !

ନୂଆଦିଲ୍ଲୀ, ୬।୮: ଅଯୋଧ୍ୟାରେ ରାମ ମନ୍ଦିରର ଭୂମି ପୂଜନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ନୂଆ ଆକଳନ କରାଯାଉଛି। ଭୂମି ପୂଜନରେ ମୋଦି ଜୟ ଶ୍ରୀରାମ ନ କହି ଜୟ ସୀୟା ରାମ ବାରମ୍ବାର ଉଚ୍ଚାରଣ କରିଛନ୍ତି। ଏବେ…

CORONAVIRUS UPDATE: ରାଜ୍ୟରେ ୪୦,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୬୯୯ ପଜିଟିଭ୍‌

ଭୁବନେଶ୍ୱର,୬ା୮(ବ୍ୟୁରୋ) : ଗୁରୁବାର ୨୯ଟି ଜିଲାରୁ ୧୬୯୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୧୦୭୩…

ଏସବୁ ୫ ରାଜ୍ୟରେ ଜାରି ରହିଛି କରୋନା ମହାମାରୀ ତାଣ୍ଡବ

ନୂଆଦିଲ୍ଲୀ, ୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ୫ଟି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ସେସବୁ ରାଜ୍ୟ ମଧ୍ୟରେ ମହାରାଷ୍ଟ ପ୍ରଥମ ସ୍ଥାନରେ ରହିଛି। ଏହା ପଛକୁ…

ଚାଇନା ଉପରେ ମାଡ଼ି ଆସିଲା ବିପଦ: କରୋନା ପରେ ଏବେ ନୂଆ ସଂକ୍ରମଣ

ବେଜିଂ, ୬।୮: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଉପରେ ପୁଣି ଏକ ନୂଆ ବିପଦ ମାଡ଼ି ଆସୁଛି। ଏଠାରେ ନୂଆ ସଂକ୍ରମଣରେ ୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଗ୍ଲୋବାଲ ଟାଇମ୍ସ୍‌ ରିପୋର୍ଟ ଅନୁସାରେ…

କରୋନା ମୃତ୍ୟୁ ସଂଖ୍ୟା ଟପିଲା ୪୦ ହଜାର

ନୂଆଦିଲ୍ଲୀ, ୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୮ ଦିନ ଧରି ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହିଛି। ଏହି ଧାରା ଜାରି…

୪ ଶହ ମିଟର ଛାଡ଼ିଦେଲେ, ପୋଲ କଲେନି

ବଇଣ୍ଡା, ୬ା୮(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ପଞ୍ଚାୟତର କୁରୁମଟାପ ଛକଠାରୁ ମନ୍ଦରବାହାଳ ପର୍ଯ୍ୟନ୍ତ ମୁଖ୍ୟରାସ୍ତାକୁ ସମ୍ପୂର୍ଣ୍ଣ ପକ୍କା କରାଯାଉ ନାହିଁ। ନିର୍ମାଣ କାର୍ଯ୍ୟ ବେଳେ ୪ ଶହ ମିଟର ଛାଡ଼ି ଦିଆଯାଇଥିବାରୁ ଯାତୟାତରେ ଅସୁବିଧା ଉପୁଜୁଛି। ସେହିପରି ଏକ ନାଳ…

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ: ୮ କରୋନା ଆକ୍ରାନ୍ତ ମୃତ

ଅହମଦାବାଦ, ୬।୮: ଗୁଜରାଟର ଅହମଦାବାଦ ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ଚିକିତ୍ସିତ ହେଉଥିବା ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି। ସ୍ଥାନୀୟ ନବରଙ୍ଗପୁରା ଶ୍ରେୟ ହସ୍ପିଟାଲରେ ଅଭଳି ଅଭାବନୀୟ ଘଟଣା…

ଭଦ୍ରକ ଗାନ୍ଧୀପଡ଼ିଆରେ ଭୂମିପୂଜନ: ୫ ପ୍ଲାଟୁନରୁ ଅଧିକ ପୋଲିସ ମୁତୟନ

ଭଦ୍ରକ ଅଫିସ,୬ା୮- ଅଯୋଧ୍ୟାରେ ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ଉପଲକ୍ଷେ ବୁଧବାର ଭୂମି ପୂଜନ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏହି ଐତିହାସିକ କାର୍ଯ୍ୟକୁ ଅଧିକ ସ୍ମରଣୀୟ ଏବଂ ସ୍ବାଗତ କରିବା ଉଦ୍ଦେଶ୍ୟରେ ଭଦ୍ରକର ଶ୍ରୀରାମ ମହାଯଜ୍ଞ ସମିତି ପକ୍ଷରୁ…

ସଙ୍କଟରେ କୁମ୍ଭକାର ପରିବାର

କେନ୍ଦୁଝର, ୬ା୮ (ସ୍ବ.ପ୍ର.)-ଖରାଦିନ ଆସିଲେ ଟିକେ ଥଣ୍ଡା ପାଣି ପାଇବା ପାଇଁ ଖୋଜା ପଡେ ହାଣ୍ଡି, ମାଠିଆ, ସୁରେଇ। ସେତେବେଳେ ସମସ୍ତଙ୍କର କୁମ୍ଭକାରମାନଙ୍କ କଥା ମନେପଡ଼େ। ଆଜିକାର ପ୍ଲାଷ୍ଟିକ୍‌, ଷ୍ଟିଲ, ସିଲଭର ବାସନ ଯୁଗରେ ପ୍ରୋତ୍ସାହନ ଅଭାବରୁ ଏହି ବେଉଷା ବୁଡିଯିବାକୁ…

ବେଆଇନ ପାର୍କିଂରୁ ବଢୁଛି ଦୁର୍ଘଟଣା

ଅନୁଗୋଳ ଅଫିସ, ୬ା୮: ଶିଳ୍ପବହୁଳ ଅନୁଗୋଳରେ ଜନସଂଖ୍ୟା ସହ ବଢ଼ିଚାଲିଛି ଯାନବାହନ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ରାସ୍ତାର ପ୍ରଶସ୍ତୀକରଣ କରାଯାଉଛି। କିନ୍ତୁ ରାସ୍ତାପାର୍ଶ୍ୱରେ ବେଆଇନ ପାର୍କିଂ କାରଣରୁ ଏହି ପ୍ରଶସ୍ତୀକରଣର ଲାଭ ମିଳିପାରୁ ନ ଥିବାବେଳେ…

କଟକରେ କାୟା ମେଲାଉଛି କରୋନା: ଆଜି ୧୪୩ ଆକ୍ରାନ୍ତ ଚିହ୍ନଟ

କଟକ,୫।୮(ବ୍ୟୁରୋ)-କଟକରେ କାୟା ମେଲାଉଛି କରୋନା। ସହରରେ ବୁଧବାର ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମ କଣ୍ଟେନମେଣ୍ଟ ଜୋନରୁ କେବଳ ୧୧୨ ଜଣ ରହିଛନ୍ତି। ୧୧୨ ଆକ୍ରାନ୍ତଙ୍କ ମଧ୍ୟରେ ୬୨ ପୁରୁଷ ଏବଂ ୫୦ ମହିଳା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri