Home Middle

ଏଥର ବିଳମ୍ବରେ ଆସିବ ମୌସୁମୀ

ନୂଆଦିଲ୍ଲୀ,୧୫।୫: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଚଳିତ ବର୍ଷ ମୌସୁମୀ ବିଳମ୍ବରେ କେରଳ ଛୁଇଁବ। ସାଧାରଣତଃ ଏହା ଜୁନ୍‌ ୧ରେ କେରଳ ଛୁଉଁଥିବା ବେଳେ ଏଥର ଏହା ସାମାନ୍ୟ ବିଳମ୍ବରେ ଅର୍ଥାତ୍‌ ଜୁନ୍‌ ୫ ବେଳକୁ କେରଳ ଛୁଇଁବ ବୋଲି…

CORONAVIRUS UPDATE: ରାଜ୍ୟରେ ଆଉ ୮ ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୧୬୬କୁ ବୃଦ୍ଧି

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ଶୁକ୍ରବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଯାଜପୁରର ୪ଜଣ, ଭଦ୍ରକରୁ ୨ ଏବଂ ବାଲେଶ୍ୱର ଓ କେନ୍ଦୁଝର ଜିଲାର ଜଣେ ଲେଖାଏ ଥିବା ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୬୬ଜଣ ଆକ୍ରାନ୍ତ…

CORONAVIRUS UPDATE: ରାଜ୍ୟରେ ଆଉ ୪୮ ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଲା

ଭୁବନେଶ୍ୱର,୧୫ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର…

ଦୁବାଇରୁ ଫେରିଲେ ୧୫୧ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଗୁରୁବାର ରାତିରେ ଦୁବାଇରୁ ପ୍ରବାସୀ ଓଡ଼ିଆଙ୍କୁ ଆଣି ଏକ ଅନ୍ତର୍ଜାତୀୟ ବିମାନ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଛି। ବିମାନରେ ମୋଟ ୧୫୧ ଜଣ ଯାତ୍ରୀ ଆସିଥିବାବେଳେ ସେମାନଙ୍କ ମଧ୍ୟରୁ ୧୪୯ ଜଣ ବୟସ୍କ…

କରୋନା ମୁକାବିଲା: ସରପଞ୍ଚଙ୍କ ପାଇଁ ୫୦ ଲକ୍ଷ

ଭୁବନେଶ୍ୱର,୧୪ା୫(ବ୍ୟୁରୋ)- କରୋନା(କୋଭିଡ-୧୯) ସଂକ୍ରମଣ ରୋକିବା କ୍ଷେତ୍ରରେ ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହେଲେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ଦେବାକୁ ପୂର୍ବରୁ ଘୋଷଣା କରିଛନ୍ତି । ଏବେ ସରପଞ୍ଚମାନଙ୍କୁ ମଧ୍ୟ ଏହି ତାଲିକାରେ…

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଅପରାହ୍ନ ୪ଟାରେ କୋଭିଡ-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ୨୦ ଲକ୍ଷ କୋଟି ଟଙ୍କାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି।…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧୫୮ ଛୁଇଁଲା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମସ୍ତେ ଯାଜପୁର ଜିଲାର। ଏହାକୁ ମିଶାଇ ଏଯାବତ ରାଜ୍ୟରେ ୧୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍‌ କରି…

CORONAVIRUS UPDATE: କେନ୍ଦ୍ରାପଡ଼ାରେ ୧୩ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୨୪କୁ ବୃଦ୍ଧି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଗୁରୁବାର ଅପରାହ୍ନରେ କେନ୍ଦ୍ରାପଡ଼ା ଜିଲାରେ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଣୁ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୨୪କୁ ବୃଦ୍ଧି ପାଇଛି। ସେହିଭଳି କେନ୍ଦ୍ରାପଡ଼ା ଜିଲାରେ ପୂର୍ବରୁ ୯ ଆକ୍ରାନ୍ତ ଥିବା ବେଳେ ଏବେ ଏହି ସଂଖ୍ୟା ୨୨ ହୋଇଛି।…

ମନ୍ତ୍ରୀସ୍ତରୀୟ ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସୂଚନା: ରାଜ୍ୟରେ କୋଭିଡ-୧୯ ପରୀକ୍ଷଣ, ବେଡ ସଂଖ୍ୟା ବୃଦ୍ଧି ପାଇଁ ପ୍ରସ୍ତାବ ଗୃହୀତ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ କରୋନା ନେଇ ଗୁରୁବାର ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ…

ପୃଥିବୀରୁ ଶେଷ ହୋଇ ନ ପାରେ କରୋନା ମହାମାରୀ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୪।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢୁଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, ସମ୍ଭବତଃ କରୋନା ମହାମାରୀ ଶେଷ ହୋଇ…

କରୋନା ସଂକ୍ରମଣ: ପୃଥିବୀର ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ହୋଇଥିବା ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨ରେ ରହିଛି। ଇତିମଧ୍ୟରେ ପୃଥିବୀରେ କରୋନା ସଂକ୍ରମିତଙ୍କ…

ରାଜ୍ୟରେ ୨୧ ଜିଲାକୁ ବ୍ୟାପିସାରିଲାଣି କରୋନା, ଜାଣନ୍ତୁ କେଉଁ ଜିଲାରେ କେତେ ଆକ୍ରାନ୍ତ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଗୁରୁବାର ଆଉ ୭୩ ପଜିଟିଭ୍‌ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri