ଅର୍ଥ ବ୍ୟବସ୍ଥା ଲାଗି ବୁଷ୍ଟର
ନୂଆଦିଲ୍ଲୀ,୧୪।୫: ଦେଶର ଅର୍ଥବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଜନିତ ଲକ୍ଡାଉନ ପାଇଁ ଅର୍ଥ ବ୍ୟବସ୍ଥାକୁ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱ କ୍ଷତି ସହିବାକୁ ପଡିଛି। ଏବେ ଗତ କିଛି ସପ୍ତାହ ଧରି ଦେଶରେ ଲକ୍ଡାଉନ…
ଏମ୍ଏସ୍ଏମ୍ଇଙ୍କୁ ମିଳିବ ୩ ଲକ୍ଷ କୋଟିର ଋଣ
ନୂଆଦିଲ୍ଲୀ,୧୪।୫: କୋଭିଡ୍-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଘୋଷଣା ପରେ ଏହାକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର ବିସ୍ତୃତ ବିବୃତି ରଖିଛନ୍ତି।…
ଘନୀଭୂତ ହେଉଛି ବାତ୍ୟା ଅମ୍ଫାନ: ଓଡ଼ିଶା ଉପକୂଳ ଦେଇ ଗତି କରିବା ସମ୍ଭାବନା
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଗୁରୁବାର ଏହା ଅବପାତ (ଡିପ୍ରେଶନ)ରେ ପରିଣତ ହେବ। ଧୀରେ ଧୀରେ ଏହା ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା…
ବଦଳିଲେ ସ୍ବାସ୍ଥ୍ୟ ସଚିବ
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ ଅଫିସର ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
୫ ଟି କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ: ଏମ୍ଏସ୍ଏମ୍ଇ ସୁଧାର ପାଇଁ ୬ ପଦକ୍ଷେପ
ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍ଡାଉନ୍ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ ଅର୍ଥନୀତି ଖରାପ ହେବାରେ ଲାଗିଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ଲାଗି ପ୍ରଧାନମନ୍ତ୍ରୀ…
CORONAVIRUS UPDATE: ସୁସ୍ଥ ହେଲେ ଆଉ ୨୭; ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୪୩କୁ ବୃଦ୍ଧି
ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ୯, ଭୁବନେଶ୍ୱରର ୮, ଭଦ୍ରକର ୪, ଗଞ୍ଜାମ ଓ ସୁନ୍ଦରଗଡ଼ର ୨ ଏବଂ କୋରାପୁଟ ଓ କେନ୍ଦୁଝରର ଜଣେ ଲେଖାଏ ପଜିଟିଭ୍ ସୁସ୍ଥ ରହିଛନ୍ତି। ଏମାନଙ୍କୁ…
ମୋଦିଙ୍କ ଆତ୍ମନିର୍ଭର ଅଭିଯାନ: ସିଏପିଏଫ୍ କ୍ୟାଣ୍ଟିନ୍ରେ ଜୁନ୍ ୧ରୁ ବିକ୍ରି ହେବ ସ୍ବଦେଶୀ ଉତ୍ପାଦ
ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଲକ୍ଡାଉନ୍ ଯୋଗୁ ଦେଶର ଅର୍ଥନୀତି ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆତ୍ମନିର୍ଭର ଅଭିଯାନ ଉପରେ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ଭାରତୀୟ ସ୍ବଦେଶ ଉତ୍ପାଦ…
CORONAVIRUS UPDATE: ନୂଆ ୧୦୧ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୯୦ କ୍ୱାରାଣ୍ଟାଇନ ସେଣ୍ଟରରୁ
ଭୁବନେଶ୍ୱର, ୧୩।୫(ବ୍ୟୁରୋ): ବୁଧବାର ସକାଳେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରେ ଥିଲେ। ୮ଜଣ କଣ୍ଟେମେଣ୍ଟ ଜୋନ୍ର ହୋଇଥିବା ବେଳେ ଅନ୍ୟ ୩ ଜଣ ଲୋକାଲ…
CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା
ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ନୂଆ ଚିହ୍ନଟ…
ମୋଦି ଦେଲେ ସଙ୍କେତ: ନୂଆ ରୂପରେ ହେବ ଲକ୍ଡାଉନ୍ ୪.୦
ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଲକ୍ଡାଉନ୍-୪.୦ ନେଇ ମଧ୍ୟ ସଙ୍କେତ ଦେଇଛନ୍ତି। ତେବେ ଏହା ନୂଆ ପ୍ରକାର ହେବ। ମେ’ ୧୮ ପୂର୍ବରୁ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ନେଇ ସୂଚନା ଦିଆଯିବ।…
CORONAVIRUS UPDATE : କେନ୍ଦୁଝରରେ ଆଉ ୨ କରୋନା ପଜିଟିଭ, ଉଭୟ ସୁରଟ ଫେରନ୍ତା
ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ଆଉ ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ଦ୍ୱୟ କେନ୍ଦୁଝର ଜିଲା ହାଟଡିହି ବ୍ଲକର। ଉଭୟେ ସୁରଟ ଫେରନ୍ତା ବୋଲି କେନ୍ଦୁଝର ଜିଲାପାଳ ଆଶିଷ…
ଆତ୍ମନିର୍ଭରଶୀଳ ହେବ ଭାରତ: ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍ବୋଧନ ଦେଇ ଆତ୍ମନିର୍ଭର ଭାରତ ପାଇଁ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହି ପ୍ୟାକେଜ୍ ଭାରତୀୟ ଜିଡିପିର ପ୍ରାୟ ୧୦%। ଏହା ଆତ୍ମନିର୍ଭର ଭାରତକୁ ଶକ୍ତି ଦେବ।…
Archives


