Home Middle

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୫୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୬୨, ବାଲେଶ୍ୱରରୁ ୧୫୩, ନୂଆପଡାରୁ ୧୫୧, ଝାଡସୁଗୁଡାରୁ ୧୨୮, ମୟୂରଭଞ୍ଜରୁ ୧୨୧, କେନ୍ଦୁଝରରୁ ୧୧୭, ଅନୁଗୋଳରୁ୧୧୨, ବଳାଙ୍ଗୀରରୁ ୧୦୯,…

ଭୁବନେଶ୍ୱରରୁ ଆଜି ୩୦୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୨୬

ଭୁବନେଶ୍ୱର,୮।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

କରୋନା ବିରୋଧରେ ମୋଦିଙ୍କ ଜନ ଆନ୍ଦୋଳନ: ଲଢ଼େଇ ପାଇଁ ହେବା ଏକଜୁଟ

ନୂଆଦିଲ୍ଲୀ, ୮।୧୦: କରୋନା ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁୁରୁବାର ଜନ ଆନ୍ଦୋଳନ ଆରମ୍ଭ କରିଛନ୍ତି। ମୋଦି ଟୁଇଟ୍‌ କରି ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, କରୋନା ଲଢ଼େଇରେ ଏକଜୁଟ ହେବାର ଆବଶ୍ୟକତା ରହିଛି। ଆଗକୁ ଆସୁଥିବା ପାର୍ବଣ ଋତୁ, ଶୀତଦିନ…

ରାଜ୍ୟରେ ଖୋଲିପାରେ ମନ୍ଦିର, ସରକାରଙ୍କ ତତ୍ପରତା ପ୍ରକାଶ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ ମନ୍ଦିର ଖୋଲିବା ପାଇଁ ବ୍ୟବସ୍ଥା କରିବାକୁ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଆସନ୍ତା ୧୦ ଦିନ ଭିତରେ ରିପୋର୍ଟ ଦେବାକୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ କରି କିପରି ମନ୍ଦିର…

ପ୍ରତିଶୋଧ ମନୋଭାବ ରଖି ନିରୀହ ଲୋକଙ୍କୁ ଆତଙ୍କବାଦୀ କହିବା ଦୁର୍ଭାଗ୍ୟପୂର୍ଣ୍ଣ: ଭାରତ

ଜେନେଭା, ୮।୧୦: ଜାତିସଂଘ ସୁରକ୍ଷା ପରିଷଦର ଅପବ୍ୟବହାର କରି ପ୍ରତିଶୋଧ ମନୋଭାବ ରଖି କୌଣସି ଦେଶର ନିରୀହ ଲୋକଙ୍କୁ ଆତଙ୍କବାଦୀ କହିବା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ଭାରତ କହିଛନ୍ତି। ବିନା ପ୍ରମାଣରେ ଏବଂ ଆଇନଗତ ବ୍ୟବସ୍ଥାରେ ସ୍ବଚ୍ଛତା ରଖି ଏଭଳି କରାଯିବା ନିନ୍ଦନୀୟ।…

ରାଜ୍ୟରେ ପୁଣି ୩୧୪୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୩୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୧୯ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ବାୟୁସେନା ସ୍ଥାପନା ଦିବସ: ତେଜସ ଓ ଜାଗୁଆର ସହ ଶକ୍ତି ପ୍ରଦର୍ଶନ କଲା ରାଫାଲ

ନୂଆଦିଲ୍ଲୀ,୮ ।୧୦: ଅକ୍ଟୋବର ୮ରେ ଭାରତୀୟ ବାୟୁସେନା ପାଳନ କରିଛି ତା’ର ୮୮ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ଗାଜିଆବାଦର ହିଡନ ଏୟାରବେସ୍‌ରେ ଶକ୍ତି ପ୍ରଦର୍ଶନ କରିଛି ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ । ଭାରତୀୟ ବାୟୁସେନାରେ ନିକଟରେ ସାମିଲ…

କରୋନା ଲଢ଼େଇ: ଧରାବୀ ମଡେଲକୁ ବିଶ୍ୱବ୍ୟାଙ୍କର ତାରିଫ୍‌

ଜେନେଭା/ମୁମ୍ବାଇ, ୮।୧୦: ଭାରତରେ କରୋନା ମହାମାରୀ ସଂକ୍ରମଣ ବିରୋଧରେ ଲଢ଼େଇ ଜାରି ରହିଛି। ମୁମ୍ବାଇର ଧରାବୀରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରଚଳନ କରାଯାଇଥିବା ମଡେଲକୁ ବିଶ୍ୱବ୍ୟାଭ୍‌କ ପକ୍ଷରୁ ତାରିଫ୍‌ କରାଯାଇଛି। ଏସିଆର ବୃହତ୍ତମ ବସ୍ତିରେ କରୋନା ସଂକ୍ରମଣକୁ…

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଆଖିବୁଜିଲେ ସତ୍ୟ

କଟକ ଅଫିସ, ୮ା୧୦: ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସତ୍ୟ ନାୟକ(୩୭)। ତାଙ୍କ ଶରୀରର ୬୦ ପ୍ରତିଶତ ଅଂଶ…

ଅବପାତ ରୂପ ନେବ ଲଘୁଚାପ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୯ ତାରିଖରେ ଲଘୁଚାପରେ ପରିଣତ ହେବ। ତାହାର ୨୪ ଘଣ୍ଟା ପରେ ଏହା ଅବପାତ(ଡିପ୍ରେସନ)ର ପରିଣତ ହେବାର ସମ୍ଭାବନା ରହିଛି। ଅବପାତ ଆସନ୍ତା ୧୧ ତାରିଖ ସନ୍ଧ୍ୟାରେ ଉତ୍ତର…

ବାୟୁସେନାର ୮୮ ତମ ସ୍ଥାପନା ଦିବସ: ଗାଜିଆବାଦରେ ଗର୍ଜିବ ରାଫାଲ

ନୂଆଦିଲ୍ଲୀ,୮ ।୧୦: ଭାରତୀୟ ବାୟୁସେନା ଗୁରୁବାର ପାଳନ କରିବ ତା’ର ୮୮ ତମ ସ୍ଥାପନା ଦିବସ । ୧୯୩୨ ମସିହା ଠିକ୍ ଆଜିର ଦିନରେ ଭାରତୀୟ ବାୟୁସେନାର ସ୍ଥାପନା କରାଯାଇଥିଲା । ପ୍ରତିବର୍ଷ ଭଳି ଚଳିତ ବର୍ଷ ବି ଦିଲ୍ଲୀ ନିକଟ…

ପାଳନ ହେଉନି ବର୍ଜ୍ୟବସ୍ତୁ ନିୟମାବଳୀ

ଅନୁଗୋଳ ଅଫିସ, ୮ା୧: ଆବଶ୍ୟକ ସଂଖ୍ୟକ ଡାକ୍ତର ଅଭାବରୁ ଅନୁଗୋଳ ଜିଲାରେ ସରକାରୀ ସ୍ବାସ୍ଥ୍ୟସେବାର ସୁଫଳ ରୋଗୀଙ୍କୁ ମିଳୁନି। ଏହାର ସୁଯୋଗ ନେଇ ଜିଲାରେ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ୍‌ ସଂଖ୍ୟା ବୃଦ୍ଧି ପାଇଚାଲିଛି। ବିଶେଷକରି ଅନୁଗୋଳ ସହର ଓ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?