ଭଦ୍ରକ ଷ୍ଟେଶନ ଜନଶୂନ୍ୟ, ଚିନ୍ତାରେ ବ୍ୟବସାୟୀ
ଭଦ୍ରକ ଅଫିସ, ୮ା୧୦- ଭଦ୍ରକ ଷ୍ଟେଶନ ଏବେ କରୋନା ପାଇଁ ଖାଁ ଖାଁ ହୋଇପଡ଼ିଛି। ଗତ ୭ ମାସ ହେଲା ଦ୍ରୁତଗାମୀ କିମ୍ବା ଲୋକାଲ ଟ୍ରେନ୍ ଚଳାଚଳ ବନ୍ଦ ରହିଛି। ଷ୍ଟେଶନ ପରିସରରେ ପୂର୍ବଭଳି ଆଉ ଜନଗହଳି ନାହିଁ। ଫଳରେ ଏହି…
ଉତ୍ତରପ୍ରଦେଶରେ ଅନର କିଲିଂ: ଗର୍ଭବତୀ ନାବାଳିକାଙ୍କୁ ନିର୍ମମ ହତ୍ୟା
ଶାହାଜାହାନ୍ପୁର,୭।୧୦: ହାଥ୍ରସ ଗଣବଳାତ୍କାର ଓ ହତ୍ୟା ଘଟଣା ପରେ ପୁଣି ଉତ୍ତରପ୍ରଦେଶରେ ଏକ ଲଜ୍ଜାକର ଘଟଣା ଘଟିଛି। ରାଜ୍ୟର ଶାହାଜାହାନ୍ପୁର ଜିଲାରେ ଜଣେ ଦଳିତ ଗର୍ଭବତୀ ନାବାଳିକା(୧୬)ଙ୍କୁ ତାଙ୍କ ବାପା ଓ ଭାଇ ମିଶି ମାଡ଼ମାରିବା ସହ ଜୀବନରେ ମାରିଦେଇଛନ୍ତି। ଏମିତିକି…
ସୁସ୍ଥ ହେଲେ ଆଉ ୩୪୫୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ
ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୭୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୯୨, ପୁରୀରୁ ୨୫୪, ଅନୁଗୋଳରୁ ୧୭୫, ଯାଜପୁରରୁ ୧୬୬, ବରଗଡରୁ ୧୩୩, ମୟୂରଭଞ୍ଜରୁ ୧୨୬, ବାଲେଶ୍ୱରରୁ ୧୨୦, ସମ୍ବଲପୁରରୁ…
ରାଜଧାନୀରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ରାଜଧାନୀରେ ଭୟଙ୍କର ବିସ୍ଫୋରଣ : ପେଟ୍ରୋଲ ପମ୍ପରେ ଲାଗିଲା ନିଆଁ
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ଅପରାହ୍ନରେ ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଛି। ନିଆଁର ଭୟାବହତା ଏତେ ଯେ ଏହା ଆକାଶ ଉଚ୍ଚର ଜଳୁଛି। ବିସ୍ଫୋରଣର ଶବ୍ଦ ଖୁବ୍ ଜୋର୍ରେ ଥିଲା। ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ…
ଆଜି ରାଜ୍ୟରୁ ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ୱରୁ ସର୍ବାଧିକ ୪…
ଆଜି ରାଜ୍ୟରେ ପୁଣି ୨୯୯୫ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୩୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୨୫୮ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…
ସାମ୍ପ୍ରଦାୟିକ ଦଙ୍ଗା ଷଡ଼ଯନ୍ତ୍ର: ମରିସସ୍ରୁ ଆସିଥିଲା ୫୦ କୋଟି
ନୂଆଦିଲ୍ଲୀ, ୭।୧୦: ଉତ୍ତରପ୍ରଦେଶ ହାଥରସ୍ ମାମଲାରେ ସାମ୍ପ୍ରଦାୟିକ ଦଙ୍ଗା ଷଡ଼ଯନ୍ତ୍ର ପାଇଁ ମରିସସ୍ରୁ ୫୦ କୋଟି ଟଙ୍କା ଆସିଥିଲା। ଏସମ୍ପର୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଶହେ କୋଟିରୁ ଅଧିକ ଟଙ୍କା ସଂଗ୍ରହ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।…
ଶାହିନବାଗ ମାମଲା: ରାସ୍ତାରେ ଧାରଣା ଦେବା ଭୁଲ, କହିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୭।୧୦: ଦିଲ୍ଲୀର ଶାହିନବାଗ୍ ମାମଲା ନେଇ ସୁପ୍ରିମକୋର୍ଟ(ଏସ୍ସି) ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସରକାରଙ୍କୁ ବିରୋଧ କରି ସର୍ବସାଧାରଣ ରାସ୍ତାରେ ଧାରଣା ଦେବା ଅନ୍ୟାୟ ଏବଂ ଭୁଲ। ଦୀର୍ଘଦିନ ଧରି ସର୍ବସାଧାରଣ ସ୍ଥଳକୁ ଅବରୋଧ କରିବା ଠିକ୍ ନୁହେଁ ବୋଲି…
ଚାଇନା ଯୋଗୁ ଏଲ୍ଏସିରେ ଦେଖା ଦେଇଛି ବିବାଦ: ଆମେରିକା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୧୦: ଭାରତ ଚାଇନା ମଧ୍ୟରେ ଜାରି ରହିଥିବା ସୀମା ବିବାଦ ନେଇ ଆମେରିକା ପୁଣି ମନ୍ତବ୍ୟ ଦେଇଛି। ଆମେରିକା କହିଛି ଯେ, ପୂର୍ବ ଲଦାଖର ଏଲ୍ଏସିରେ ଚାଇନା ଯୋଗୁ ବିବାଦ ଜାରି ରହିଛି। ଆମେରିକା ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏଭଳି…
ଟଳିଲେ ୩ ଆତଙ୍କବାଦୀ
ଶ୍ରୀନଗର,୭।୧୦: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଶୋପିଆନର ସୁଜନ ଜନପୋରା ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ ହୋଇଥିବା କୁହାଯାଉଛି। ଏବେ ବି ସେଠାରେ ଅପରେଶନ ଜାରି ରହିଛି। ନିହତ ହୋଇଥିବା…
ଲିଜ୍ ଅବଧି ବଢ଼ାଇବାକୁ କହିଥିଲା ଭାଜପା: କଂଗ୍ରେସ
ଭୁବନେଶ୍ୱର,୭ା୧୦(ବ୍ୟୁରୋ):ବିଧାନସଭାରେ ସୋମବାର ଭାଜପା ଉଠାଇଥିବା ରାଜ୍ୟ ସରକାରଙ୍କ ଖଣି ଦୁର୍ନୀତି ପ୍ରସଙ୍ଗ ମଙ୍ଗଳବାର ଏକ ନୂଆ ମୋଡ଼ ନେଇଛି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଗୃହରେ ଏକ ଭିନ୍ନ ତଥ୍ୟ ଉପସ୍ଥାପନ କରି ଭାଜପା ଉପରେ ବର୍ଷିଛନ୍ତି। କେନ୍ଦ୍ର ସରକାର…

