Home Middle

ଭାରତ ସହ ଯୁଦ୍ଧ ହେଲେ ଅଟଳ ଟନେଲ୍‌କୁ ଧ୍ୱଂସ କରିବ ଚାଇନା: ଗ୍ଲୋବାଲ ଟାଇମ୍ସ୍‌ର ଧମକ

ନୂଆଦିଲ୍ଲୀ, ୫।୧୦: ଭାରତ ସହିତ ଯୁଦ୍ଧ ହେଲେ ଅଟଳ ଟନେଲ୍‌କୁ ଚାଇନା ଧ୍ୱଂସ କରିଦେବ। ଏଭଳି ଖବର ଚାଇନାର ସରକାରୀ ଖବର କାଗଜ ଗ୍ଲୋବାଲ ଟାଇମ୍ସ୍‌ରେ ପ୍ରକାଶ ପାଇଛି। ଅଟଳ ଟନେଲ ଯୋଗୁ ଭାରତୀୟ ସେନାଙ୍କୁ କୌଣସି ସହାୟତା ମିଳିପାରିବ ନାହିଁ।…

ଆଜି ରାଜ୍ୟରୁ ପୁଣି ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୨୪ରେ ପହଞ୍ଚିଲା

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୨୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପୁରୀ ଏବଂ କଟକରୁ…

CORONAVIRUS UPDATE: ରାଜ୍ୟରେ ଆଜି ୨୬୧୭ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୩୩୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୨୬୧୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୩୩୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି।…

ହାଥରସ୍‌ ଘଟଣା: ସାମ୍ପ୍ରଦାୟିକ ଦଙ୍ଗା ପାଇଁ ରାତା ରାତି ତିଆରି କରାଯାଇଥିଲା ଓ୍ବେବସାଇଟ୍‌

ନୂଆଦିଲ୍ଲୀ, ୫।୧୦: ଉତ୍ତରପ୍ରଦେଶ ହାଥରସ୍‌ ମାମଲାରେ ଗୋଇନ୍ଦା ବିଭାଗ ବଡ଼ ଷଡ଼ଯନ୍ତ୍ର ସମ୍ପର୍କରେ ଗୁପ୍ତ ତଥ୍ୟ ହାସଲ କରିଛି। ଉତ୍ତରପ୍ରଦେଶରେ ସାମ୍ପ୍ରଦାୟିକ ଦଙ୍ଗା ଲାଗି ରାତା ରାତି ଓ୍ବେବସାଇଟ୍‌ ତିଆରି କରାଯାଇଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ହାଥରସ୍‌ ଘଟଣାକୁ ନେଇ ଏଭଳି…

ଫେଲ୍‌ ମାରିଛି ଅମୃତ ଯୋଜନା: ପାଣି ଘେରରେ ବସ୍ତି ବାସିନ୍ଦା

ବାଲେଶ୍ୱର ଅଫିସ, ୫।୧୦-ବାଲେଶ୍ୱର ସହରକୁ ଅମୃତ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଏହାର ଉନ୍ନତୀକରଣ ଲାଗି କୋଟି କୋଟି ଟଙ୍କା ମଞ୍ଜୁର କରାଯାଇଛି। ହେଲେ ସେଭଳି କୌଣସି ଆଖିଦୃଶିଆ ଉନ୍ନତି କରାଯାଇଥିବା ଅନୁମେୟ ହେଉନାହିଁ। ଅସରାଏ ବର୍ଷା ହେଲେ ସହର ଅବସ୍ଥା ବେହାଲ…

ଅନୁଗୋଳରେ ସକ୍ରିୟ ବେଟିଂ ର଼୍ୟାକେଟ୍‌

ଅନୁଗୋଳ ଅଫିସ, ୫।୧୦: ଆଇପିଏଲ୍‌ ସହ ଆରମ୍ଭ ହୋଇଛି ଫଟାଫଟ୍‌ କ୍ରିକେଟ୍‌ ଋତୁ। ଦୁବାଇରେ ହେଉଛି ଛକା, ଚୌକା ବର୍ଷା। କେତେବେଳେ ଲୋ ସ୍କୋରିଂ ତ ଆଉ କେତେବେଳେ ହାଇ ସ୍କୋରିଂ ମ୍ୟାଚ ଦର୍ଶକଙ୍କ ମଧ୍ୟରେ ରୋମାଞ୍ଚ ଭରୁଛି। ଦିନକୁ ଦିନ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୨୧ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୨, ଯାଜପୁରରୁ ୨୧୨, ଅନୁଗୋଳରୁ ୧୮୬, ଝାରସୁଗୁଡାରୁ ୧୫୪, ଜଗତସିଂହପୁରରୁ ୧୪୩, ମୟୂରଭଞ୍ଜରୁ ୧୩୯, ସମ୍ବଲପୁରରୁ ୧୨୮, ନୂଆପଡାରୁ…

ଭୁବନେଶ୍ୱରରୁ ଆଜି ୩୫୪ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୪୬

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୪୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ରାଜଧାନୀରେ ମିଠା ଦୋକାନୀଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଘଟିଛି ନିର୍ମମ ହତ୍ୟାକାଣ୍ଡ। ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁରସ୍ଥିତ ଦୁର୍ଗାମଣ୍ଡପ ନିକଟରେ ଜଣେ ମିଠା ଦୋକାନୀଙ୍କୁ ହତ୍ୟା କରିଛନ୍ତି ଜଣେ ମିଠା ଦୋକାନୀ। ଧାରୁଆ ଅସ୍ତ୍ରରେ ମିଠା ଦୋକାନୀଙ୍କୁ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ର…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଥିଲେ। ସ୍ବର୍ଗଦ୍ୱାରରେ ମହାରଥୀଙ୍କ ଆତ୍ମୀୟ ସ୍ବଜନ, ରାଜନେତା, ଶୁଭେଚ୍ଛୁ ଉପସ୍ଥିତ ଥିଲେ।

ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ଭେଟେରାନ ନେତା, ପୂର୍ବତନ ମନ୍ତ୍ରୀ ତଥା ପିପିଲିର ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ ମହାରଥୀଙ୍କୁ ବିଜୁ ଜନତା ଦଳର ଜଣେ ପ୍ରତିଷ୍ଠିତ ତଥା ବିଜୁ…

ଆଜି ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୦ ଟପିଲା

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?