Home Middle

CORONAVIRUS UPDATE: ରାଜ୍ୟରେ ଆଜି ୩୩୨୬ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩୩୨୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୯୪୫ ଜଣ…

ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୨୧, ଅନୁଗୋଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ ୧୬୭, ଜଗତସିଂହପୁରରୁ ୧୫୨, ନୂଆପଡାରୁ ୧୫୨, ବରଗଡରୁ ୧୪୧, ନବରଙ୍ଗପୁରରୁ…

ଭୁବନେଶ୍ୱରରୁ ଆଜି ୩୨୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୯

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଶୌର୍ଯ୍ୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଲକ୍ଷ୍ୟଭେଦ କ୍ଷମତା ୮୦୦ କିମି

ନୂଆଦିଲ୍ଲୀ, ୩।୧୦: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଏବେ ଲଗାତାର କ୍ଷେପଣାସ୍ତ୍ର ପରୀକ୍ଷଣରେ ସଫଳତା ହାସଲ କରିଚାଲିଛି। ଶନିବାର ଓଡ଼ିଶାର ବାଲେଶ୍ୱରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ ସଫଳତାର ସହିତ ୮୦୦ କିଲୋମିଟର ଲକ୍ଷ୍ୟଭେଦ କ୍ଷମତା ବିିଶିଷ୍ଟ କ୍ଷେପଣାସ୍ତ୍ର ଶୌର୍ଯ୍ୟର ପରୀକ୍ଷା ସମ୍ପନ୍ନ ହୋଇଛି। ଏହି…

ବଳାତ୍କାର ନେଇ ରାଜନୀତି ଆରମ୍ଭ: ନ୍ୟାୟ ମିଳିବା ତ ଦୂର, ଭାଜପା-କଂଗ୍ରେସ ମଧ୍ୟରେ କାଦୁଆ ଫିଙ୍ଗା ଜାରି

ନୂଆଦିଲ୍ଲୀ, ୩।୧୦: ଉତ୍ତରପ୍ରଦେଶ ହାଥରସ୍‌ରେ ଘଟିଥିବା ବଳାତ୍କାର ଘଟଣା ନେଇ ଏବେ ଦେଶରେ ରାଜନୈତିକ ସ୍ଥିତି ସରଗରମ ହେବାରେ ଲାଗିଛି। ଭାଜପା ଏବଂ କଂଗ୍ରେସ ଏନେଇ ପରସ୍ପର ଉପରକୁ କାଦୁଅ ଫିଙ୍ଗା ଜାରି ରଖିଛନ୍ତି। ପୀଡ଼ିତା ପରିବାରଙ୍କୁ ନ୍ୟାୟ ମିଳିବା ତ…

ରାଜ୍ୟରେ ଆଖି ବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ଆଉ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨ରେ ପହଞ୍ଚିଛି।  …

CORONAVIRUS UPDATE: ରାଜ୍ୟରେ ଆଉ ୩୦୫୩ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୯ ହଜାର ୩୮୭କୁ ବୃଦ୍ଧି

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୩୦୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୯,୩୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କରୋନା ତାଣ୍ଡବ: ମୃତ୍ୟୁ ସଂଖ୍ୟା ଲକ୍ଷେ ଟପିଲା

ନୂଆଦିଲ୍ଲୀ, ୩।୧୦: ଭାରତରେ କରୋନା ମହାମାରୀର ତାଣ୍ଡବ ଜାରି ରହିଛି। ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ଲକ୍ଷେ ୮୪୨ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୬୪ ଲକ୍ଷ ୭୩ ହଜାର ୫୪୪ ଛୁଇଁଛି। ଗତ ୨୪ ଘଣ୍ଟାରେ ୭୯ ହଜାର ୪୭୬ ଜଣ…

ଦୀର୍ଘତମ ହାଇଓ୍ବେ ଟନେଲ ଲୋକାର୍ପିତ: ସେନାର ବୃଦ୍ଧି ପାଇବ ଶକ୍ତି, ଚାଇନାକୁ ଘାରିଲା ଚିନ୍ତା

ରୋହତଙ୍ଗ, ୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିମାଚଳପ୍ରଦେଶର ରୋହତଙ୍ଗଠାରେ ଥିବା ପୃଥିବୀର ଦୀର୍ଘତମ ହାଇଓ୍ବେ ଟନେଲ ଅଟଳ ଟନେଲର ଲୋକାର୍ପଣ ଶନିବାର କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମ ଅନୁସାରେ ଏହାକୁ ଅଟଳ ରୋହତଙ୍ଗ ଟନେଲ ଭାବେ ନାମକରଣ…

ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୋଦିଙ୍କ କଡ଼ା ପଦକ୍ଷେପ

ନୂଆଦିଲ୍ଲୀ, ୩।୧୦: ଦୁର୍ନୀତି ବିରୋଧରେ ଜିରୋ ଟୋଲରେନ୍ସ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ଚାକିରିରୁ ଅବସର ନେବାର ୩୦ ଦିନ ପୂର୍ବରୁ ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କ ଫାଇଲ କେନ୍ଦ୍ରୀୟ ଭିଜିଲାନ୍ସ୍‌ କମିଶନ(ସିଭିସି)ଙ୍କ ଠାରେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୪୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୬, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୋଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡାରୁ ୧୪୨, ନବରଙ୍ଗପୁରରୁ ୧୩୩, ଜଗତସିଂହପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?