Home Middle

୬୪ ବିମାନରେ ଏୟାରଲିଫ୍ଟ୍‌ ହେବେ ୧୪ ହଜାରରୁ ଅଧିକ ଭାରତୀୟ

ନୂଆଦିଲ୍ଲୀ,୫।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ଦେଶ ଦେଶ ମଧ୍ୟରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବନ୍ଦ ରହିଛି। ଏପରିସ୍ଥଳେ ବିଦେଶରେ ରହିଥିବା ଭାରତୀୟଙ୍କୁ ସ୍ବଦେଶକୁ ଫେରାଇ ଆଣିବା ଲାଗି ଉଦ୍ୟମ ଆରମ୍ଭ…

ଦୁଃଖୀ ଦେଶ ତୁଳନାରେ ସୁଖୀ ଦେଶରେ ଅଧିକ କରୋନା ସଂକ୍ରମିତ

ଓ୍ବାଶିଂଟନ,୫।୫: କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ପୃଥିବୀର ବିଭିନ୍ନ ରାଷ୍ଟ୍ର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ତେବେ ଦୁନିଆର ଦୁଃଖୀ ଦେଶ ତୁଳନାରେ ସୁଖୀ ଦେଶରେ ଅଧିକ କରୋନା ସଂକ୍ରମିତ ହୋଇଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଓ୍ବାଲର୍‌ଡ ହାପିନେସ୍‌ ଇଣ୍ଡେକ୍ସ୍‌-୨୦୧୯ରେ…

ଭଦ୍ରକରେ ରାତ୍ରକାଳୀନ କର୍ଫ୍ୟୁ ଜାରି: ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ବାହାରକୁ ବାହାରିବା ମନା

ଭଦ୍ରକ ଅଫିସ, ୫।୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ଆଗାମୀ ୧୭ ତାରିଖ ପର୍ଯ୍ୟନ୍ତ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ଜାରି ରହିବ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଟୁଇଟ୍‌କରି…

CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି: ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ଜଣଙ୍କ ଗଞ୍ଜାମର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଗଞ୍ଜାମରେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ…

ଗଞ୍ଜାମରେ ପୁଣି କରୋନା ପଜିଟିଭ: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦

ଭୁବନେଶ୍ୱର,୫।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଁଚିଛି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚୀତ କରାଯାଇଛି।

ଭୁବନେଶ୍ୱରରେ ରାତି ୭ରୁ ସକାଳ ୭ ପର୍ଯ୍ୟନ୍ତ ଘରୁ ବାହାରିବା ମନା

ଭୁବନେଶ୍ୱର,୪ା୫ (ବ୍ୟୁରୋ):ରାଜଧାନୀକୁ ରେଡ୍‌ଜୋନରେ ଘୋଷିତ କରାଯିବା ପରେ ପ୍ରଶାସନ ପକ୍ଷରୁ କିଛିଟା କଟକଣା କରାଯାଉଛି। ଦିନରେ ପରିବା ବେପାରୀଙ୍କଠାରୁ ଆରମ୍ଭ କରି ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଅନେକ ଲୋକଙ୍କୁ ଛଡାଯାଉଛି। ପୂର୍ବ ଅପେକ୍ଷା ବର୍ତ୍ତମାନ ରାଜଧାନୀ ରାସ୍ତା ଦିନରେ ଗହଳି…

CORONAVIRUS UPDATE: ଆଉ ୬ କରୋନା ପଜିଟିଭ ଚିହ୍ନଟ; ୧୬୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬ କରୋନା ପଜିଟିଭ ସୋମବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ତେବେ ଏହି ୬ଜଣଙ୍କ ମଧ୍ୟରେ ଯାଜପୁରର ୪ ଜଣ ହୋଇଥିବା ବେଳେ ଭଦ୍ରକର ୨ ପଜିଟିଭ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ…

ପ୍ରବାସୀ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ: ନିୟମ ଉଲ୍ଲଂଘନ କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟ ବାହାରୁ ଆସୁଥିବା ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଚେତାବନୀ ଦେଇଛନ୍ତି। ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରାଣ୍ଟାଇନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ କଡ଼ାକଡ଼ି ଭାବେ…

କରୋନା ସହିତ ଲଢ଼େଇ: ୬୦ ପ୍ରତିଶତ ଭାରତୀୟ ପରିବାର ଖାଇବା ପୂର୍ବରୁ ସାବୁନରେ ଧୁଅନ୍ତି ନାହିଁ ହାତ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ନେଇ ଦେଶରେ ସଙ୍କଟ ଦେଖାଦେଇଛି। ଏଥିରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ନିର୍ଦ୍ଦିଷ୍ଟ ସମୟ ଅନ୍ତରରେ କମ୍‌ ସେ କମ୍‌ ୨୦ ସେକେଣ୍ଡ ଲାଗି ସାବୁନରେ…

CORONAVIRUS UPDATE: ରାଜ୍ୟର ନୂଆ କରୋନା ପଜିଟିଭ୍‌ ରାଉରକେଲାର ଜଣେ ମହିଳା; ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ନାଲା ରୋଡ୍‌ର ଜଣେ ୨୯ ବର୍ଷୀୟା ମହିଳା ବୋଲି ରାଜ୍ୟ ସ୍ବାସ୍ଥ୍ୟ  ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଏହାକୁ ମିଶାଇ…

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ୧୬୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୪ା୫(ବ୍ୟୁରୋ) : ସୋମବାର ରାଜ୍ୟରେ  ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ସ୍ଥିତି ସୁଧୁରିବାକୁ ଲାଗିପାରେ ବର୍ଷେରୁ ଅଧିକ

ନୂଆଦିଲ୍ଲୀ,୪।୫: କରୋନା ଲଢ଼େଇ ଲାଗି ସରକାର ଜାରି କରିଥିବା ଲକ୍‌ଡାଉନ ଫଳରେ ଘରୋଇ ବଜାରର ଆର୍ଥତ୍କ କାର୍ଯ୍ୟକଳାପକୁ ଶକ୍ତ ଧକ୍କା ଲାଗିଛି। ବଜାରରେ ସ୍ଥିତି ସୁଧାର ଆସିବାକୁ ଗୋଟିଏ ବର୍ଷରୁ ଅଧିକ ସମୟ ଲାଗିବା ନେଇ ଅନୁମାନ କରାଯାଇଛି। ଚଳିତ ଆର୍ଥତ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri