ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬
ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ…
ଘରକୁ ଫେରିବେ ଫସି ରହିଥିବା ଓଡ଼ିଆ: କର୍ଣ୍ଣାଟକ-ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ନବୀନଙ୍କ ଆଲୋଚନା
ଭୁବନେଶ୍ୱର, ୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦୁୟୁରପ୍ପା ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍. ଜଗମୋହନ ରେଡ୍ଡିୀଙ୍କ ସହ କଥା ହୋଇଛନ୍ତି। ଉଭୟ ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରିବା ସମ୍ପର୍କରେ ଏଥିରେ ଆଲୋଚନା…
୭ ସ୍ବତନ୍ତ୍ର ଟ୍ରେନ୍: ୬ ହଜାରରୁ ଅଧିକ ଶ୍ରମିକଙ୍କ ଘରବାହୁଡ଼ା
ନୂଆଦିଲ୍ଲୀ,୨।୫: ଭାରତରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ଲାଗି ଯୋଜନା କରାଯାଇଛି। ୯ଟି ରାଜ୍ୟର ୧୧ଟି ସହରରେ ଏଥିପାଇଁ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ ହେଉଛି।…
ଯାଜପୁରର ୨ ନୂଆ ଆକ୍ରାନ୍ତ କୋଲକାତା ଫେରନ୍ତା: ସମସ୍ତେ ବରୀ ବ୍ଲକ ଅଞ୍ଚଳର, ଲକ୍ଷଣ ନ ଥିଲା
ଭୁବନେଶ୍ୱର (ବ୍ୟୁରୋ)/ ବରି(ସ୍ବ.ପ୍ର.)/ରତ୍ନଗିରି(ଡି.ଏନ୍.ଏ.), ୨।୫: ଯାଜପୁରରେ ଚିହ୍ନଟ ହୋଇଥିବା ୨ ନୂଆ ଆକ୍ରାନ୍ତଙ୍କ ବିଷୟରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ପଜିଟିଭ୍ ବରୀ ବ୍ଲକ ଅଞ୍ଚଳର ୪୮ ଏବଂ ୫୫ ବର୍ଷୀୟ ପୁରୁଷ। ସେମାନେ…
CORONAVIRUS UPDATE: ଯାଜପୁରରୁ ଆଉ ୨ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୫୬କୁ ବୃଦ୍ଧି
ଭୁବନେଶ୍ୱର, ୨।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ଶନିବାର ଅପରାହ୍ନରେ ଯାଜପୁରରୁ ଆଉ ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି। ସେହିଭଳି ଯାଜପୁରରେ…
କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨ଲକ୍ଷ ୩୯ ହଜାର ଟପିଲା; ୩୪ ଲକ୍ଷରୁ ଅଧିକ ସଂକ୍ରମିତ
ଓ୍ବାଶିଂଟନ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୩୯ ହଜାର ୫୮୬ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩୪ ଲକ୍ଷ ୬୦୭ ଛୁଇଁଛି। ଆମେରିକାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧…
କରୋନା ସଙ୍କଟରେ ପୃଥିବୀ: ତୃତୀୟ ବିଶ୍ୱଯୁଦ୍ଧ ପାଇଁ ରୁଷ୍ର ପ୍ରସ୍ତୁତି ଆରମ୍ଭ
ମସ୍କୋ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ ଚାଇନା ଏବଂ ଆମେରିକା ମଧ୍ୟରେ ନୂଟନୈତିକ ସମ୍ପର୍କ ଖରାପ ହେବାରେ ଲାଗିଛି। ଏଭଳି ସ୍ଥିତି…
ଚିନ୍ତା ବଢ଼ାଉଛି ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି
ଭୁବନେଶ୍ୱର,୨।୫(ବ୍ୟୁରୋ): କରୋନା ଯୋଗୁ ସାରା ଦେଶ ଓ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଶୁକ୍ରବାର କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଅବଧିକୁ ଆହୁରି ୨ ସପ୍ତାହ ଯାଏଁ ବୃଦ୍ଧି କରିଛନ୍ତି। ହେଲେ ଲକ୍ଡାଉନ ଜାରି ରହିଥିଲେ ସୁଦ୍ଧା…
ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ ଛୁଇଁଲା
ଭୁବନେଶ୍ୱର,୨।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୫ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ମହିଳା ଏବଂ ୩ଜଣ ପୁରୁଷ ଅଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର…
ଲକ୍ଡାଉନ ୩.୦: ଚାଲିବନି ଟ୍ରେନ୍-ବିମାନ, ଖୋଲିବନି ମଲ୍-ସିନେମା ହଲ୍
ନୂଆଦିଲ୍ଲୀ,୧।୫: ଲକ୍ଡାଉନ ପରେ ବି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଶୁକ୍ରବାର କେନ୍ଦ୍ର ସରକାର ପୁଣିଥରେ ଲକ୍ଡାଉନ ୩.୦ ଜାରି କରିଛନ୍ତି। ପୁଣି ୨ ସପ୍ତାହ ପାଇଁ ବଢିଛି ଏହି ଲକ୍ଡାଉନ ଅବଧି। ଏହି ସମୟ ମଧ୍ୟରେ…
ଦୁଇ ସପ୍ତାହ ବଢିଲା ଲକ୍ଡାଉନ ଅବଧି
ନୂଆଦିଲ୍ଲୀ,୧।୫: ଦେଶରେ କରୋନା ଭାଇରସ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ଶୁକ୍ରବାର କେନ୍ଦ୍ର ସରକାର ଲକ୍ଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିଛନ୍ତି। ଅର୍ଥାତ୍ ଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକ୍ଡାଉନ ବଳବତ୍ତର ରହିବ…
ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୪୯
ଭୁବନେଶ୍ୱର,୧ା୫(ବୁ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ପୂର୍ବାହ୍ନରେ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅପରାହ୍ନରେ ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
Archives


