Home Middle

ଆସନ୍ତା ୩ ବର୍ଷରେ ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୯(ବ୍ୟୁରୋ)-ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ। ସୋମବାର ଭିଡିଓ କନଫରେନ୍ସରେ ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି…

ଏବେ ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ନେଇ ଚର୍ଚ୍ଚା: ୧୬ ମାସ ବିତିଲେ ବି ହୋଇନି ଅଦଳବଦଳ

ନୂଆଦିଲ୍ଲୀ, ୨୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ମେ ୩୦ରେ ଶପଥ ନେଇଥିଲେ। ଇତିମଧ୍ୟରେ ଦ୍ୱିତୀୟ କାର୍ଯ୍ୟକାଳର ୧୬ ମାସ ବିତିଛି। ତେବେ ବର୍ତ୍ତମାନ ସୁଦ୍ଧା କ୍ୟାବିନେଟ୍‌ ସମ୍ପ୍ରସାରଣ ହୋଇନି। ପ୍ରଥମ କାର୍ଯ୍ୟକାଳରେ ୬ ମାସ ମଧ୍ୟରେ କ୍ୟାବିନେଟ୍‌ରେ ଅଦଳବଦଳ ହୋଇଥିଲା।…

ରାଜ୍ୟରେ ୮୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ନେଇଛି ୧୬ ଜୀବନ

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି କରୋନାରେ ବାଲେଶ୍ୱରରୁ ୩…

CORONAVIRUS UPDATE: ରାଜ୍ୟରେ ଆଜି ୩୨୩୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯କୁ ବୃଦ୍ଧି

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୩୨୩୫ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୯୧୫ଜଣ ଚିହ୍ନଟ…

ପୁଲଓ୍ବାମାରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୮।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କ ଗୋଡ଼ରେ ଗୁଳି ମାଡ଼ ହୋଇଥିବା କୁହାଯାଉଛି। ଚିକିିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…

ଦିଲ୍ଲୀରୁ ପଞ୍ଜାବ ସବୁଠି ପ୍ରଦର୍ଶନ: ଟ୍ରାକ୍ଟରରେ ନିଆଁ ଲଗାଇଲେ ଅନ୍ନଦାତା

ନୂଆଦିଲ୍ଲୀ, ୨୮।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣାଯାଇଥିବା ସଂଶୋଧିତ କୃଷି ଆଇନକୁ ଅନ୍ନଦାତାମାନେ ବିରୋଧ କରିଛନ୍ତି। ଦିଲ୍ଲୀରୁ ଆରମ୍ଭ କରି ପଞ୍ଜାବ ପର୍ଯ୍ୟନ୍ତ କୃଷକମାନେ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି। ସୋମବାର ଦିଲ୍ଲୀ ରାଜରାସ୍ତାରେ କୃଷକମାନେ ମିଳିତ ଭାବେ ଏକ ଟ୍ରାକ୍ଟରରେ…

ପର୍ଯ୍ୟଟକ ଅପେକ୍ଷାରେ ପ୍ରକୃତିପଥ

ଢେଙ୍କାନାଳ ଅଫିସ, ୨୮।୯: ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ରହିଛି ପର୍ଯ୍ୟଟନର ଅନନ୍ୟ ସମ୍ଭାବନା। ଅଭୟାରଣ୍ୟ, ଜଳଭଣ୍ଡାର, ହସ୍ତଶିଳ୍ପ ପାଇଁ ପ୍ରସିଦ୍ଧ ଗ୍ରାମଗୁଡ଼ିକର ବିକାଶ କରାଗଲେ ବିପୁଳ ରାଜସ୍ବ ଆଦାୟ ହୋଇପାରିବ। କୋଭିଡ୍‌ ମହାମାରୀ ସମୟରେ ଅର୍ଥ ଆଦାୟର ଅଧିକାଂଶ କ୍ଷେତ୍ର ପ୍ରଭାବିତ…

ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଲା, ଖଟିଆରେ ବୋହି ଆମ୍ବୁଲାନ୍ସ ଯାଏ ରୋଗୀଙ୍କୁ ଆଣିଲେ

ମନମୁଣ୍ଡା,୨୮।୯ (ଡି.ଏନ.ଏ.) ରୋଗୀକୁ ଆଣିବାକୁ ଯାଇଥିବା ଏକ ଆମ୍ବୁଲାନ୍ସ ରାସ୍ତା ଦୁରାବସ୍ଥା ଯୋଗୁ ବାଟରେ ଫସିଗଲା ା ଫଳରେ ରୋଗୀକୁ ସମ୍ପର୍କୀୟମାନେ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିବାକୁ ପଡିଲା । ଏପରି ଘଟଣା ଦେଖିତ୍ବାକୁ ମିଳିଛି ବୌଦ୍ଧ ଜିଲା ମନମୁଣ୍ଡା…

ପରିବା ଦର ଆକାଶଛୁଆଁ

କେନ୍ଦୁଝର, ୨୮ା୯(ଡି.ଏନ.ଏ.)- କେନ୍ଦୁଝର ପରି ଏକ କୃଷିଭିତ୍ତିକ ଜିଲାରେ ଏବେ ପନିପରିବାର ଦର ଆକାଶଛୁଆଁ ହୋଇଥିବାବେଳେ ଏହାର ସିଧାସଳଖ ପ୍ରଭାବ ଖାଉଟିଙ୍କ ଉପରେ ପଡିଛି। ଲୋକେ ପରିବା କିଣିବାକୁ ଗଲାବେଳେ ଏହାର ଦର ଶୁଣି ମୁଣ୍ଡରେ ହାତ ଦେଉଥିବା ଲକ୍ଷ୍ୟ କରାଯାଉଛି।…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୭୮ କରୋନା ଆକ୍ରାନ୍ତ: କଟକ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୫୪୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୮୯, ପୁରୀରୁ ୨୦୦, ଯାଜପୁରରୁ ୧୭୬, ରାୟଗଡାରୁ ୧୪୧, କନ୍ଧମାଳରୁ ୧୩୭, ସୁନ୍ଦରଗଡରୁ ୧୩୭, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ…

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୨୭।୯: କୃଷକ ତଥା ବିଭିନ୍ନ ରାଜନୈତିକ ଦଳର ବିରୋଧ ମଧ୍ୟରେ ରବିବାର କୃଷି ବିଲ୍‌ ସମେତ ୩ଟି ବିଲ୍‌କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର ଲଗାଇଛନ୍ତି। ମୋଦି ସରକାରରେ ସହଯୋଗୀ ଥିବା ଶିରୋମଣି ଅକାଳୀ ଦଳ ମଧ୍ୟ ଏହି ବିଲ୍‌କୁ ବିରୋଧ…

ବିଧାନସଭାରେ କରୋନା ଟେଷ୍ଟ: ୧୩୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୭।୯(ବ୍ୟୁରୋ)- ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ଆସିଛି କରୋନା ଟେଷ୍ଟ ରିପୋର୍ଟ। ଗତକାଲି କୋଭିଡ ପରୀକ୍ଷା କରାଯାଇଥିବା ୭୫୭ ଜଣଙ୍କ ମଧ୍ୟରୁ ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ବିଏମସି ପକ୍ଷରୁ ବିଧାନସଭା ପରିସରରେ ବ୍ୟାପକ ବ୍ୟବସ୍ଥା ହୋଇଥିଲା। ୬ଟି କାଉଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?