Home Middle

ଆଜି ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ, ୩୧୨ ସୁସ୍ଥ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ସେହିପରି ଆଜି ୩୧୨ ଜଣ ସୁସ୍ଥ…

ଏଲ୍‌ଓସିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଭୟରେ ଦୌଡ଼ିଲେ ୫ ଆତଙ୍କବାଦୀ

ଶ୍ରୀନଗର, ୨୭।୯: ଏଲ୍‌ଓସିରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଜମ୍ମୁ-କଶ୍ମୀରର ସାମ୍ବା ଜିଲାର ଚଘଓ୍ବାଲ ସେକ୍ଟରର ମଙ୍ଗୁଚାକ୍‌ ବର୍ଡର ପୋଷ୍ଟ ନିକଟରେ ସୀମା ପାର ହୋଇ ଅନୁପ୍ରବେଶ ପ୍ରୟାସ ବିଏସ୍‌ଏଫ୍‌ ଯୋଗୁ ବିଫଳ ହୋଇଥିବା ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ…

କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨ ପ୍ରତିଶତ ଟପିଲା

ନୂଆଦିଲ୍ଲୀ, ୨୭।୯: ଭାରତରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨.୪୬ ପ୍ରତିଶତ ଛୁଇଁଛି ବୋଲି ସ୍ବାସ୍ଥ୍ୟ ଓ ପରିବାର…

ଅକ୍ଟୋବରରେ ଖୋଲିପାରେ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): କୋଭିଡ୍‌ କଟକଣା ଭିତରେ ଅକ୍ଟୋବରରୁ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲାଯିବା ନେଇ ଯୋଜନା ଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଆଜି ମନ୍ତ୍ରୀ ମନ୍ତ୍ରୀ କହିଛନ୍ତି, କରୋନାରେ ପର୍ଯ୍ୟଟନ ବିଭାଗ…

ଏଲ୍‌ଏସିରେ ଉତ୍ତେଜନା: ଟି-୯୦, ଟି-୭୨ ଟ୍ୟାଙ୍କ ମୁତୟନ

ଲେହ, ୨୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତ ପକ୍ଷରୁ ଚାଇନାକୁ କଡ଼ା ଜବାବ ଦେବାକୁ ଏଠାରେ ଟି-୯୦ ଏବଂ ଟି-୭୨ ଟ୍ୟାଙ୍କ ସହିତ ବିଏମ୍‌ପି-୨ ଇନଫାଣ୍ଟ୍ରି କମ୍ବାଟ୍‌ ଭେହିକିଲ୍‌ ମଧ୍ୟ ମୁତୟ ନ କରାଯାଇଛି। ଏହା…

ରାଜ୍ୟରୁ ଆଜି ଆଉ ୧୪ ଜୀବନ ନେଲା କରୋନା, ୭୯୭ରେ ପହଞ୍ଚଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ କଟକ…

CORONAVIRUS UPDATE: ରାଜ୍ୟରେ ଆଜି ୩୯୨୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪କୁ ବୃଦ୍ଧି

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୨୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୩୦୯ ଜଣ…

କୃଷକଙ୍କ ସଶକ୍ତିକରଣ ହିଁ ଆତ୍ମନିର୍ଭର ଭାରତର ମୂଳଦୁଆ: ମୋଦି

ନୂଆଦିଲ୍ଲୀ, ୨୭।୯: କୃଷକଙ୍କ ବିକାଶ ଦ୍ୱାରା ଦେଶର ବିକାଶ ସମ୍ଭବ। ତେଣୁ କୃଷକଙ୍କ ସଶକ୍ତି କରଣ ହିଁ ଆତ୍ମନିର୍ଭର ଭାରତର ମୂଳଦୁଆ ପଡ଼ିପାରିବ। ସେହିପରି ଗାଁର ସମୃଦ୍ଧି ମଧ୍ୟରେ ଦେଶର ବିକାଶ ଲୁଚି ରହିଛି। ଏବେ ଗାଁରେ ବାସ କରୁଥିବା କୃଷକ…

ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆତଙ୍କବାଦୀଙ୍କୁ ଗିରଫ କଲା ଏନ୍‌ଆଇଏ

କୋଲକାତା, ୨୭।୯: ଦେଶରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ପକ୍ଷରୁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲାର ଜଲଙ୍ଗି ଥାନା ଅନ୍ତର୍ଗତ ନନ୍ଦପାରା କାଳିଙ୍ଗଜ ଅଞ୍ଚଳରୁ ସନ୍ଦିଗ୍ଧ ଅଲ୍‌କାଏଦା ଆତଙ୍କବାଦୀ ସମିମ୍‌ ଅନସାରୀଙ୍କୁ ଗିରଫ କରାଯାଇଛି।…

‘ଜାତିସଂଘରେ ଭାରତର ନିର୍ଣ୍ଣାୟକ ଭୂମିକା କେବେ’

ନ୍ୟୁୟର୍କ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘ ସାଧାରଣ ପରିଷଦ(ୟୁଏନ୍‌ଜିଏ)ର ୭୫ତମ ଅଧିବେଶନରେ ଉଦ୍‌ବୋଧନ ଦେଇ ବିଶ୍ୱବାସୀଙ୍କୁ ଚମକାଇ ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସେ ହିନ୍ଦୀରେ ଉଦ୍‌ବୋଧନ ଦେଇ ଜାତିସଂଘରେ କେବେ ଆଉ ଭାରତ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ…

କରୋନା ଟିକା ପାଇଁ ଲୋଡ଼ା ୮୦ ହଜାର କୋଟି

ନୂଆଦିଲ୍ଲୀ: ଦେଶ ମଧ୍ୟରେ ସମସ୍ତଙ୍କୁ କରୋନା ଟିକା ଯୋଗାଇଦେବା ଲାଗି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ ସରକାରଙ୍କୁ ୮୦ ହଜାର କୋଟି ଟଙ୍କା ଲୋଡ଼ା ପଡିବ। ପୁଣେ ସ୍ଥିତ ସେରମ୍‌ ଇନ୍‌ଷ୍ଟିଚ୍ୟୁଟର ଅଧ୍ୟକ୍ଷ ଆଦର ପୁନାଓ୍ବାଲା ଏଭଳି ଆକଳନ କରିଛନ୍ତି। ଏହା…

ସେସ୍‌ର ୪୦% ନିର୍ଦ୍ଧାରିତ ପାଣ୍ଠିକୁ ଯାଇନି: ସିଏଜି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଗୋଟିଏ କାର୍ଯ୍ୟ ଲାଗି ସେସ୍‌ ସଂଗ୍ରହ କରି ଅନ୍ୟତ୍ର କିଭଳି ଏହାକୁ ଖର୍ଚ୍ଚ କରିଛନ୍ତି କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ (ସିଏଜି) ଶୁକ୍ରବାର ଦେଇଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ସେହିଭଳି ବିଭିନ୍ନ ସେସ୍‌ ବାବଦକୁ ଆଦାୟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?