ରାଜ୍ୟରେ ସୁସ୍ଥ ହେଲେ ଆଉ ୪୭୬୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭, ଯାଜପୁରରୁ ୧୪୨, ବରଗଡରୁ ୧୪୧, ବାଲେଶ୍ୱରରୁ ୧୩୭, ନବରଙ୍ଗପୁରରୁ ୧୧୪, ପୁରୀରୁ…
ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୨୫୭
ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ପଡ଼ୋଶୀଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ: ମୋଦି-ରାଜପାକ୍ସେ ଭର୍ଚୁଆଲ ବୈଠକ
ନୂଆଦିଲ୍ଲୀ, ୨୬।୯: ଏଲ୍ଏସିରେ ଚାଇନା ସହିତ ସୀମା ବିବାଦ ବଢ଼ି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଡ଼ୋଶୀ ଦେଶଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ସ୍ଥାପନ ଲାଗି ଉଦ୍ୟମ କରିବା ଆରମ୍ଭ କରିଛନ୍ତି। ଏହି ମର୍ମରେ ମୋଦି ଶନିବାର ଶ୍ରୀଲଙ୍କା ପ୍ରତିପକ୍ଷ ମହିନ୍ଦ୍ରା…
ରାଜ୍ୟରେ ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ୭୮୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮୩ରେ ପହଞ୍ଚିଛି।…
ଇମ୍ରାନ୍ଙ୍କୁ ଭାରତର କଡ଼ା ଜବାବ: ଏବେ ଖାଲି କରିବାକୁ ପଡ଼ିବ ପିଓକେ
ଜେନେଭା, ୨୬।୯: ଜାତିସଂଘ ଜେନେରାଲ ଆସେମ୍ବ୍ଲିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କୁ ଭାରତ ପକ୍ଷରୁ ପୁଣି କଡ଼ା ଜବାବ ଦିଆଯାଇଛି। ଇମ୍ରାନ୍ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ। ଜାତିସଂଘରେ ଇଣ୍ଡିଆ ମିଶନର ଭାରତର ପ୍ରଥମ ସଚିବ ମିଜିତୋ ଭିନିତୋ ଏବେ ପାକ୍ ଅଧିକୃତ…
CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୩୫୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୯୦୨
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ନୂଆ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨୯ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୮୨୭…
ଟିକା ଆସିବା ପୂର୍ବରୁ ୨୦ ଲକ୍ଷଙ୍କ ମୁଣ୍ଡ ନେଇ ସାରିଥିବ କରୋନା: ଡବ୍ଲ୍ୟୁଏଚ୍ଓ
ଜେନେଭା, ୨୬।୯: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏଭଳି ସ୍ଥିତି ଜାରି ରହିଲେ ପ୍ରତିଷେଧକ ଟିକା ଆସିବା ପୂର୍ବରୁ କରୋନା ୨୦ ଲକ୍ଷ ଲୋକଙ୍କ ମୁଣ୍ଡ ନେଇ ସାରିଥିବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି। ଡବ୍ଲ୍ୟୁଏଚ୍ଓର…
କୋହଲିଙ୍କ ଉପରେ ମନ୍ତବ୍ୟ ଦେଇ ବିବାଦରେ ଗାଭାସ୍କର: ଅନୁଷ୍କାଙ୍କ କଡ଼ା ସମାଲୋଚନା
ଦୁବାଇ,୨୬।୯(ପି.ଟି.): ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅଧିନାୟକ ବିରାଟ କୋହଲିଙ୍କ ଉପରେ ମନ୍ତବ୍ୟ ଦେଇ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ବିବାଦରେ ପଡିଛନ୍ତି। ଏଥିପାଇଁ କୋହଲିଙ୍କ ସ୍ତ୍ରୀ ତଥା ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଗାଭାସ୍କରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ…
ବାଜିଲା ନିର୍ବାଚନ ବିଗୁଲ, ଘୋଷଣା ହେଲା ତାରିଖ
ନୂଆଦିଲ୍ଲୀ, ୨୫।୯: ବିହାର ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ବିଗୁଲ ବାଜିଛି। ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ବିହାରରେ ୩ ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଅକ୍ଟୋବର ୨୮ରୁ ଆରମ୍ଭ ହେବ,…
ମିଛୁଆ ଲୋକ କୃଷକଙ୍କ କାନ୍ଧରେ ବନ୍ଧୁକ ରଖି ଚଲାଉଛନ୍ତି: ମୋଦି
ନୂଆଦିଲ୍ଲୀ,୨୫।୯: ଭାରତୀୟ ଜନ ସଂଗଠନର ଜନକ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତୀୟ ଜନତା ଦଳର କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ମୋଦି କହିଛନ୍ତି ଯେ, କରୋନା ସଙ୍କଟ ସମୟରେ ପାର୍ଟି କର୍ମକର୍ତ୍ତାମାନେ ଲୋକଙ୍କ…
ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ୭୬୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୬୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୪୨୦୮ ପଜିଟିଭ୍
ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଶୁକ୍ରବାର ମୋଟ୍ ୩୦ ଜିଲାରୁ ୪,୨୦୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨,୪୬୨…

