Home Middle

ରାହୁଲଙ୍କ ଶତକ: ପଞ୍ଜାବର ବୃହତ୍‌ ବିଜୟ

ଦୁବାଇ, ୨୫।୯- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଅନ୍ୟତମ ଟାଇଟଲ ଫେଭରାଇଟ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଗୁରୁବାର ଅନୁଷ୍ଠିତ ମ୍ୟାଚରେ ଲଜ୍ଜାଜନକ ପରାଜୟ ବରଣ କରିଛି। ଚଳିତ ଆଇପିଏଲରେ ଅଧିନାୟକ ଲୋକେଶ ରାହୁଲ ପ୍ରଥମ ଖେଳାଳିଭାବେ ଶତକ ହାସଲ କରିଥିବାବେଳେ…

ଆଜି ଦେଶବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର,୨୫ା୯(ବ୍ୟୁରୋ):କେନ୍ଦ୍ରର କୃଷି ବିଲ୍‌କୁ ବିରୋଧ କରି ଅଲ୍‌ ଇଣ୍ଡିଆ କିଷାନ ସଂଘର୍ଷ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଏଥିରେ ଦେଶର ବିଭିନ୍ନ କୃଷକ ସଂଗଠନ ସାମିଲ ହେବେ। ସମିତିର ଓଡ଼ିଶା କମିଟି ମଧ୍ୟ ଏହି ଆନ୍ଦୋଳନରେ…

ଥମୁନି ସଂକ୍ରମଣ: ରାଜଧାନୀରୁ ଆଜି ଚିହ୍ନଟ ହେଲେ ୩୪୯ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜଧାନୀରେ ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗୁରୁବାର ସହରରୁ ପୁଣି ୩୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୯୩କୁ ବୃଦ୍ଧି ପାଇଛି। ସେଥିରୁ ୧୬୧୧୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା…

ଅଚାନକ ଆକ୍ରମଣ ଯୋଜନା କରୁଛି ଚାଇନା !

ନୂଆଦିଲ୍ଲୀ, ୨୪।୯: ଏଲ୍‌ଏସିରେ ଭାରତ ଚାଇନା ମୁହାଁମୁହିଁ ହେବାରେ ଲାଗିଛନ୍ତି। ତେବେ ଚାଇନା ୧୯୬୨ ଭଳି ଭାରତ ଉପରେ ଅଚାନକ ଆକ୍ରମଣ ଯୋଜନା କରୁଛି। ଚାଇନା ପକ୍ଷରୁ ଏଭଳି ଆଶଙ୍କା ଥିବାରୁ ଭାରତୀୟ ବାୟୁସେନା ଏବଂ ସ୍ଥଳସେନା ପକ୍ଷରୁ ପାହାଡ଼ ଉପରେ…

ଶହେ କୋଟି ଭାରତୀୟ କରୋନାରେ ଆକ୍ରାନ୍ତ ହେବା ଆଶଙ୍କା: ନୀତି ଆୟୋଗ

ନୂଆଦିଲ୍ଲୀ, ୨୪।୯: ଦେଶରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହୁଛି। ଏଭଳି ଧାରା ଜାରି ରହିଲେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ କୋଟି ଟପିବାର ଆଶଙ୍କା ରହିଥିବା ନୀତି…

CORONAVIRUS UPDATE: ରାଜ୍ୟରେ ୪୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୩୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୨୩ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

୭ ରାଜ୍ୟରେ ୪୩ ପୋଲ: ସୀମାରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୨୪।୯: ଏଲ୍‌ଏସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ ପଥର ବିକାଶ କାର୍ଯ୍ୟ ଅନ୍ତର୍ଗତ ୪୩ଟି ପୋଲ ନିର୍ମିତ ହୋଇଛି। ପୋଲଗୁଡ଼ିକ ସୀମାବର୍ତ୍ତୀ ରାଜ୍ୟ ଲଦାଖ, ଜମ୍ମୁ-କଶ୍ମୀର,…

ପୂର୍ବତନ ମନ୍ତ୍ରୀ ଶେଖ୍‌ ମତଲୁବ ଅଲ୍ଲୀଙ୍କ ପରଲୋକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ୍‌ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଗତ ୧୪ରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୪।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ସକାଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଓ୍ବନ୍ତିପୋରାର ତ୍ରାଲ୍‌ ଅଞ୍ଚଳର ମାଘମାଠାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ପରେ ଏଠାରେ ସର୍ଚ୍ଚ…

ଓଏନଜିସି କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ସୁରତ,୨୪।୯: ଗୁଜରାଟର ସୁରତରେ ଥିବା ତୈଳ ଏବଂ ପ୍ରାକୃତିକ ଗ୍ୟାସ ନିଗମ (ଓଏନଜିସି) କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ଭୋରୁ ଏହି ନିଆଁ ଲାଗିଥିବା ଜଣାପଡିଛି। ଘଟଣାସ୍ଥଳରେ ୧୨ଟି ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ କରୁଛନ୍ତି। ତେବେ ଏଥିରେ ଏ…

କର୍କଟ ରୋଗୀଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):କର୍କଟ ରୋଗୀଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହେବା ସମ୍ଭାବନା ବେଶି ରହିଛି। କାରଣ ଜଣେ କର୍କଟ ରୋଗରେ ଆକ୍ରାନ୍ତ ହେଲେ ତାଙ୍କ ଶରୀରରେ ରୋଗ ପ୍ରତିଷେଧକ ଶକ୍ତି କମିଯାଇଥାଏ। ତେଣୁ କର୍କଟ ରୋଗୀ ସଂକ୍ରମିତ ନ ହେବା ଲାଗି…

ବଳାତ୍କାର ପୀଡ଼ିତାଙ୍କୁ ୫ ଲକ୍ଷ ଦିଅ

କଟକ ଅଫିସ୍‌/କୁଜଙ୍ଗ, ୨୪।୯ (ଡି.ଏନ୍‌.ଏ.):ଜଗତ୍‌ସିଂପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ବଳାତ୍କାରର ଶିକାର ହୋଇଥିବା ଜଣେ ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ବୁଧବାର ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୭ଦିନ ମଧ୍ୟରେ ପୀଡ଼ିତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?