Home Middle

ଲେଜର ଗାଇଡେଡ୍‌ ଆଣ୍ଟି ଟ୍ୟାଙ୍କ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, ୨୩।୯: ରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ) ପକ୍ଷରୁ ବୁଧବାର ସଫଳତାର ସହିତ ଲେଜର ଗାଇଡେଡ୍‌ ଆଣ୍ଟି ଟ୍ୟାଙ୍କ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଡିଆର୍‌ଡିଓକୁ ପ୍ରଶଂସା କରିଛନ୍ତି। ମହାରାଷ୍ଟ୍ରର ଅହମେଦନଗର ସ୍ଥିତ…

କରୋନା ମହାମାରୀକୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସହିତ ତୁଳନା କଲେ ଟ୍ରମ୍ପ୍‌

ଜେନେଭା, ୨୩।୯: କରୋନା ମହାମାରୀଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ବିଶ୍ୱଯୁଦ୍ଧ ସହିତ ତୁଳନା କରିଛନ୍ତି। ଜାତିସଂଘର ୭୫ ବର୍ଷପୂର୍ତ୍ତି ପାଳନ ଅବସରରେ ଟ୍ରମ୍ପ୍‌ ଏଭଳି କହିଛନ୍ତି। କରୋନା ମହାମାରୀ ଯୋଗୁ ପୃଥିବୀର ୧୮୮ଟି ଦେଶରେ ଆତଙ୍କ ଦେଖାଦେଇଛି ବୋଲି…

ଏଥର ମୃତବ୍ୟକ୍ତିଙ୍କ ହେବନି କରୋନା ଟେଷ୍ଟ, ପରିବାର ଲୋକଙ୍କୁ ତୁରନ୍ତ ହସ୍ତାନ୍ତର କରାଯିବ ମୃତଦେହ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଏଥର ଆଉ ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବ ନାହିଁ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବା ଦ୍ୱାରା ମୃତଦେହ ହସ୍ତାନ୍ତର କରିବାରେ ବିଳମ୍ବ ହେଉଛି। ଫଳରେ ପରିବାର ଲୋକେ ହନ୍ତସନ୍ତ ହେଉଛନ୍ତି। ଏହାକୁ…

ଏଲ୍‌ଏସିରେ ଚାଇନାର ସମରସଜ୍ଜା: ୩ ଏୟାର ବେସ୍‌, ୫ ହେଲିପୋର୍ଟ ନିର୍ମାଣ

ନୂଆଦିଲ୍ଲୀ, ୨୩।୯: ଏଲ୍‌ଏସିରେ ଚାଇନା ସମରସଜ୍ଜା ଜାରି ରଖିଛି। ଏଠାରେ ଚାଇନା ୩ଟି ଏୟାର ବେସ୍‌ ଏବଂ ୫ଟି ହେଲିପୋର୍ଟ ନିର୍ମାଣ କରିଛି। ଏସମ୍ପର୍କିତ ରିପୋର୍ଟ ଅନ୍ତର୍ଜାତୀୟ ଏଜେନ୍ସି ଷ୍ଟ୍ରାଟ୍‌ଫର ପକ୍ଷରୁ ଜାରି ହୋଇଛି। ଏଥିରେ ଦର୍ଶାଯାଇଛି ଯେ, ୨୦୧୭ରେ ଡୋକଲାମ…

ଭାରତୀୟ ଉପଗ୍ରହକୁ ଟାର୍ଗେଟ୍‌ କରୁଛି ଚାଇନା

ନୂଆଦିଲ୍ଲୀ, ୨୩।୯: ଭାରତ ଚାଇନା ମଧ୍ୟରେ ସୀମା ବିବାଦ ଜାରି ରହିଛି। ଏପରିସ୍ଥଳେ ଆମେରିକାର ଚାଇନା ଏରୋସ୍ପେସ୍‌ ଷ୍ଟଡିଜ୍‌ ଇନଷ୍ଟଚ୍ୟୁଟ୍‌(ସିଏଏସ୍‌ଆଇ) ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଚାଇନା କେବଳ…

ଟାଇମ୍‌ ପ୍ରଭାବଶାଳୀ ନେତାଙ୍କ ତାଲିକାରେ ମୋଦି

ନୂଆଦିଲ୍ଲୀ, ୨୩।୯: ଟାଇମ୍‌ ମାଗାଜିନ୍‌ର ପ୍ରଭାବଶାଳୀ ନେତାଙ୍କ ତାଲିକାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ଥାନ ପାଇଛନ୍ତି। ୨୦୨୦ରେ ପୃଥିବୀର ଶହେ ଜଣ ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ପୁଣି ମୋଦିଙ୍କ ନାମ ରହିଛି। ଚଳିତ ବର୍ଷ ଏହି ତାଲିକାରେ ପୃଥିବୀର ୨୪ରୁ…

CORONAVIRUS UPDATE, ଆଜି ରାଜ୍ୟରେ ପୁଣି ୪୨୩୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫୨ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

୧୧ ରାଜ୍ୟ ସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ, ୨୩।୯: ରାଜ୍ୟ ସଭାରେ ୧୧ ଜଣ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ସମ୍ପର୍କରେ ଘୋଷଣା କରାଯାଇଛି। ଏସମ୍ପର୍କରେ ବାଚସ୍ପତି ଭେଙ୍କୟା ନାଇଡୁ ବୁଧବାର ସୂଚନା ଦେଇଛନ୍ତି। ସଦସ୍ୟମାନେ ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡ ବିଧାନସଭାରୁ ରାଜ୍ୟ ସଭାକୁ ଆସିଥିଲେ। ସେମାନଙ୍କ ମଧ୍ୟରେ ଭାଜପାର…

ନିୟନ୍ତ୍ରଣ ରେଖାର ୩ ସେକ୍ଟରରେ ପାକିସ୍ତାନର ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର, ୨୩।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ବୁଧବାର ସକାଳେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ପୁଞ୍ଚ୍‌ ଜିଲାର କେର୍ନିି, କ୍ୱସବା ଏବଂ ଶାହପୁର…

କରୋନା ମୃତ୍ୟୁ ସଂଖ୍ୟା ୯୦ ହଜାର ଟପିଲା

ନୂଆଦିଲ୍ଲୀ, ୨୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଇତିମଧ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୯୦ ହଜାର ୨୦ ଛୁଇଁଛି। ଲଗାତାର ୨୧ ଦିନ ଧରି ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ହଜାରେ ଉପରେ ରହିଛି।…

ସଂସଦ ଢାଞ୍ଚାରେ ଚାଲିବ ବିଧାନସଭା

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢାଞ୍ଚାରେ ବିଧାନସଭା ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। କେବଳ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମକୁ ଛାଡି ବିଧାନସଭା କାର୍ଯ୍ୟାବଳୀ ଅନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପାଦନ…

ବେକାବୁ ହେଉଛି ପିଆଜ ଦର

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢି ବଢି ଚାଲଛି। ବଜାରରେ ଏହାର ଖୁଚରା ଦର ୪୫ ଟଙ୍କା ଛୁଇଁଲାଣି। ଗତ ୨ ସପ୍ତାହ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?