Home Middle

ଅନ୍‌ଲାଇନ୍‌ ପାଠପଢ଼ା ନାମକୁ ମାତ୍ର: ବାଦ୍‌ ପଡୁଛନ୍ତି ୬୦ ପ୍ରତିଶତ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୧୯।୭-ମହାମାରୀ କରୋନା ପ୍ରଭାବରେ ଚଳିତବର୍ଷ ଶିକ୍ଷାଦାନ ପ୍ରକ୍ରିୟା ବ୍ୟାହତ ହୋଇଛି। ବାଲେଶ୍ୱର ଜିଲାର ୩ଲକ୍ଷ ୪୫ହଜାର ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ସେମାନଙ୍କୁ ବିଦ୍ୟାଳୟକୁ ଯିବାକୁ ଅନୁମତି ନାହିଁ। ୪ମାସ ହେଲା ପିଲାମାନେ ଘରେ ରହିଛନ୍ତି। ଏଭଳି ସ୍ଥିତିରେ ଅନଲାଇନ୍‌…

ଗଞ୍ଜାମ ପାଇଁ ନୂଆ ରଣକୌଶଳ ଆପଣାଇଲେ ସରକାର

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଲୋକସେବା ଭବନରେ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୭ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ  ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୭୯ ଜଣ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨, କେନ୍ଦୁଝରରୁ ୨୩, ମାଲକାନଗିରିରୁ ୨୧, ପୁରୀରୁ ୧୫, ସୁନ୍ଦରଗଡରୁ ୧୫, ମୟୁରଭଞ୍ଜରୁ ୧୨,…

ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୭(ବ୍ୟୁରୋ)- ଶନିବାର ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୪ହାଇ ନୟାପଲ୍ଲୀ ତ୍ରିନାଥ ନଗର ବସ୍ତିରୁ ୪ ଲୋକାଲ କଣ୍ଟାକ୍ଟ କେସ, ଗୌତମ ନଗର ହରିହର ଏନକ୍ଲେଭରୁ ୩…

କରୋନା ଅଣାୟତ୍ତ: ୨୦ ଦିନରେ ୨୦ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୧୮।୭: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଆସନ୍ତା ୨୦ ଦିନରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହୋଇ ୨୦ ଲକ୍ଷ ଛୁଇଁବାର ଆଶଙ୍କା ଥିବା ପୂର୍ବାନୁମାନ କରାଯାଇଛି। ପୂର୍ବରୁ କେରଳର ଡାଟା ବିଶେଷଜ୍ଞ ଜେମ୍ସ୍‌ ଓ୍ବିଲସନ୍‌…

୧୦ ଲକ୍ଷ ଟପିଲା ଭାରତ

ନୂଆଦିଲ୍ଲୀ, ୧୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଶନିବାର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଛି। ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୭୧୬ ଛୁଇଁଛି। ଗତ ୨୪…

ପୁଣି ସଂଘର୍ଷ ଆଶଙ୍କା: ଡେପସାଙ୍ଗ୍‌ ଉପରେ ଚାଇନା ଆଖି

ଲଦାଖ, ୧୮।୭: ଭାରତ ଚାଇନା ମଧ୍ୟରେ ଲଦାଖ ସ୍ଥିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ର ଗଲଓ୍ବାନ ଘାଟିରେ ହିଂସ୍ରକ ସଂଘର୍ଷ ଘଟିବା ପରେ ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ୪ ଥର କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇସାରିଛି। ଏପରି ସ୍ଥଳେ ଚାଇନା…

CORONAVIRUS UPDATE: ରାଜ୍ୟରେ ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଲା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ। ରାଜ୍ୟରେ ଶନିବାର ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୮।୭: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ଶନିବାର ପୁଣି ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ ଜିଲାର ଆମ୍‌ଶିପୋରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ସର୍ଚ୍ଚ ଅପରେଶନ୍‌ରେ ୬୨-ଆର୍‌ଆର୍‌, ସିଆର୍‌ପିଏଫ୍‌ ଏବଂ ଜମ୍ମୁ-କଶ୍ମୀର…

୨୭.୩ କୋଟି ଭାରତୀୟ ଦାରିଦ୍ର୍ୟମୁକ୍ତ

ଜାତିସଂଘ,୧୮ା୭(ପି.ଟି.): ୨୦୦୫-୦୬ରୁ ୨୦୧୫-୧୬ ମଧ୍ୟରେ ଭାରତରେ ୨୭.୩ କୋଟି ଲୋକ ଦାରିଦ୍ର୍ୟମୁକ୍ତ ହୋଇଥିବା ଜାତିସଂଘ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ରିପୋର୍ଟ ଅନୁଯାୟୀ ୧୦ ବର୍ଷ ମଧ୍ୟରେ ଭାରତରେ ଗରିବୀ ସର୍ବାଧିକ ହ୍ରାସ ପାଇଛି। ଜାତିସଂଘ ବିକାଶ କାର୍ଯ୍ୟକ୍ରମ (ୟୁଏନ୍‌ଡିପି) ଏବଂ…

ଓଡ଼ିଶା ସମେତ ୯ ରାଜ୍ୟକୁ କୋଭିଡ୍‌ ଭୟ ଅଧିକ

ନୂଆଦିଲ୍ଲୀ,୧୮ା୭(ପି.ଟି.): ଓଡ଼ିଶା ସମେତ ୯ ରାଜ୍ୟର ବିଭିନ୍ନ ଜିଲାକୁ କୋଭିଡ୍‌-୧୯ ମହାମାରୀ ପ୍ରଭାବର ଭୟାବହତା ସର୍ବାଧିକ ବୋଲି ଲାନ୍‌ସେଟ୍‌ ପକ୍ଷରୁ କରାଯାଇଥିବା ଅଧ୍ୟୟନରେ କୁହାଯାଇଛି। ଅନ୍ୟ ରାଜ୍ୟଗୁଡ଼ିକ ହେଲେ ମଧ୍ୟପ୍ରଦେଶ, ବିହାର, ତେଲଙ୍ଗାନା, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ ଓ ଗୁଜରାଟ।…

ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦରେ ମୋଦିଙ୍କ ଉଦ୍‌ବୋଧନ: କରୋନା ବିରୋଧୀ ଲଢ଼େଇ ଜନଆନ୍ଦୋଳନ ପାଲଟିଛି

ନୂଆଦିଲ୍ଲୀ,୧୭ା୭-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦ (ଇସିଓଏସ୍‌ଓସି)କୁ ଉଦ୍‌ବୋଧନ ଦେବା ଅବସରରେ ଅନ୍ତର୍ଜାତୀୟ ସଂଗଠନରେ ସଂସ୍କାର ଆଣିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ବିଶ୍ୱ ସଦ୍‌ଭାବନା, ସାମାଜିକ-ଅର୍ଥନୈତିକ ସମାନତାରେ ଉନ୍ନତି, ପ୍ରାକୃତିକ ସନ୍ତୁଳନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri